ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୮ ହଜାର ୮୧୫ ଟି ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୮ ଜଣଙ୍କର ମୃତ୍ୟୁ ଘଟିଛି। ସୁସ୍ଥ ହାର ବର୍ତ୍ତମାନ ୯୮.୧୫% ଅଟେ। ଗତ ୨୪ ଘଣ୍ଟା ମଧ୍ୟରେ ୧୫ ହଜାର ୮୯୯ ଜଣ ଲୋକ କରୋନାରୁ ଆରୋଗ୍ୟ ହୋଇଛନ୍ତି। ଯାହାଫଳରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ସୁସ୍ଥ ହାର ୪ କୋଟି ୨୯ ଲକ୍ଷ ୩୭ ହଜାର ୮୭୬ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି।
ଗତ ୨୪ ଘଣ୍ଟା ମଧ୍ୟରେ ୧୮ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ, କରୋନାଜନିତ ମୃତ୍ୟୁ ୩୮
Published:
Jul 8, 2022, 1:14 pm IST