Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»RathJatra»ସରିଲା ଛେରା ପହଁରା, ଲକ୍ଷଲକ୍ଷ ଭକ୍ତଙ୍କ ଗହଣରେ ଆରମ୍ଭ ହେଲା ରଥଟଣା
RathJatra

ସରିଲା ଛେରା ପହଁରା, ଲକ୍ଷଲକ୍ଷ ଭକ୍ତଙ୍କ ଗହଣରେ ଆରମ୍ଭ ହେଲା ରଥଟଣା

July 9, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ସରିଲା ଛେରା ପହଁରା, ଲକ୍ଷଲକ୍ଷ ଭକ୍ତଙ୍କ ଗହଣରେ ଆରମ୍ଭ ହେଲା ରଥ ଟଣା

ପୁରୀ: ତିନିଠାକୁର ରଥାଋଢ ହେବା ପରେ ଆରମ୍ଭ ହୋଇଥିଲା ଛେରା ପହଁରା ନୀତି। ଗଜପତି ମହାରାଜା ଦିବ୍ୟସିଂହ ଦେବ ତିନି ରଥରେ ଛେରା ପହଁରା କାର୍ଯ୍ୟ କରିଥିଲେ। ଏହାପରେ ଚାରମାଳ ଫିଟା ଯିବା ପରେ ଲକ୍ଷଲକ୍ଷ ଭକ୍ତଙ୍କ ଗହଣରେ ଆରମ୍ଭ ହୋଇଥିଲା ବଡ ଭାଇ ବଳଭଦ୍ରଙ୍କ ରଥଟଣା। ଏଥର ବାହୁଡା ନିତି ନିର୍ଦ୍ଧାରିତ ସମୟ ପୂର୍ବରୁ କରାଯାଇଛି। ଏପରିକି ରଥଟଣା ମଧ୍ୟ ନିର୍ଦ୍ଧାରିତ ସମୟ ପୂର୍ବରୁ ଆରମ୍ଭ ହୋଇଯାଇଛି।  ଫଳରେ ଭକ୍ତଙ୍କ ମଧ୍ୟରେ ବେଶ୍‌ ଆନନ୍ଦର ଲହରୀ ଖେଳିଯାଇଛି।

ଆଜି ଭୋର ୪ଟାରୁ ଶ୍ରୀଜୀଉଙ୍କ ସମସ୍ତ ନୀତି ସମ୍ପନ୍ନ ହେବା ପରେ ପ୍ରଥମେ ସକାଳୁ ସକାଳୁ ଗୋଟି ପହଣ୍ଡିରେ ରଥରେ ବିଜେ କରିଥିଲେ ଚକ୍ରରାଜ ସୁଦର୍ଶନ। ଦ୍ୱିତୀୟରେ ବଡ଼ ଭାଇ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ​‌ହୋଇ ତାଳଧ୍ୱଜ ରଥରେ ବିଜେ କରିଥିଲେ। ପରେ ପରେ ଭଉଣୀ ସୁଭଦ୍ରା ଦର୍ପଦଳନରେ ବିଜେ କରିଥିବା ବେଳେ ଶେଷରେ ମହାପ୍ରଭୁ ଶ୍ରୀ ଜଗନ୍ନାଥ ନନ୍ଦିଘୋଷ ରଥରେ ବିଜେ କରିଥିଲେ।

ବାହୁଡା ଯାତ୍ରା ରଥଯାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଜୁଲାଇ ୧୬ ତାରିଖ ଗୁରୁବାରରେ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର

July 16, 2026

ଗୋବରରୁ ବାୟୋ-ଗ୍ୟାସ୍ ଉତ୍ପାଦନ ପାଇଁ ଦିଲ୍ଲୀରେ ବଡ଼ ପଦକ୍ଷେପ: ଏମଓୟୁ ସ୍ୱାକ୍ଷରିତ

July 15, 2026

ବାରାଣସୀରେ ୧୪,୪୪୭ କୋଟିର ୬-ଲେନ୍ ଏଲିଭେଟେଡ୍ କରିଡରକୁ କ୍ୟାବିନେଟ୍ ମଞ୍ଜୁରୀ

July 15, 2026

ଆତ୍ମନିର୍ଭର ଭାରତ ପାଇଁ ଜାତୀୟ ୟୁରିଆ ନିବେଶ ନୀତି  ୨୦୨୬କୁ କ୍ୟାବିନେଟ୍‌ ମଞ୍ଜୁରି

July 15, 2026
Latest News

ଆଜି ଜୁଲାଇ ୧୬ ତାରିଖ ଗୁରୁବାରରେ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର

July 16, 2026

ଗୋବରରୁ ବାୟୋ-ଗ୍ୟାସ୍ ଉତ୍ପାଦନ ପାଇଁ ଦିଲ୍ଲୀରେ ବଡ଼ ପଦକ୍ଷେପ: ଏମଓୟୁ ସ୍ୱାକ୍ଷରିତ

July 15, 2026

ବାରାଣସୀରେ ୧୪,୪୪୭ କୋଟିର ୬-ଲେନ୍ ଏଲିଭେଟେଡ୍ କରିଡରକୁ କ୍ୟାବିନେଟ୍ ମଞ୍ଜୁରୀ

July 15, 2026

ଆତ୍ମନିର୍ଭର ଭାରତ ପାଇଁ ଜାତୀୟ ୟୁରିଆ ନିବେଶ ନୀତି  ୨୦୨୬କୁ କ୍ୟାବିନେଟ୍‌ ମଞ୍ଜୁରି

July 15, 2026

ଓଡ଼ିଶା ଏବଂ ଝାଡ଼ଖଣ୍ଡର ୪ଟି ଜିଲ୍ଲା ପାଇଁ ୨ଟି ରେଳଲାଇନ ପ୍ରଶସ୍ତିକରଣ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରି

July 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.