Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚିନ୍ତା ବଢାଉଛି କରୋନା, ଆଜି ରାଜ୍ୟରେ ୫୦୦ରୁ ଊର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

ଚିନ୍ତା ବଢାଉଛି କରୋନା, ଆଜି ରାଜ୍ୟରେ ୫୦୦ରୁ ଊର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ

July 9, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ପୁଣିଥରେ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଗତକାଲି ରାଜ୍ୟରେ ୪୭୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୫୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୫୧୨ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୫୯ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୩୦୦ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୨୧୨ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧

ବାଲେଶ୍ଵର ଜିଲ୍ଲାରୁ- ୩

ବରଗଡ ଜିଲ୍ଲାରୁ- ୧

ଭଦ୍ରକ ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ- ୮୯

ଦେବଗଡ ଜିଲ୍ଲାରୁ- ୨

ଗଞ୍ଜାମ ଜିଲ୍ଲାରୁ- ୨

ଜଗତସିଂହପୁର ଜିଲ୍ଲାରୁ- ୮

ଯାଜପୁର ଜିଲ୍ଲାରୁ- ୧୦

ଝାରସୁଗୁଡା ଜିଲ୍ଲାରୁ- ୭

କଳାହାଣ୍ଡି ଜିଲ୍ଲାରୁ- ୧

କେନ୍ଦ୍ରପଡା ଜିଲ୍ଲାରୁ- ୩

କେନ୍ଦୁଝର ଜିଲ୍ଲାରୁ- ୩

ଖୋର୍ଦ୍ଧା ଜିଲ୍ଲାରୁ- ୨୩୭

ମାଲକାନଗିରି ଜିଲ୍ଲାରୁ- ୩

ମୟୂରଭଞ୍ଜ ଜିଲ୍ଲାରୁ- ୮

ନୟାଗଡ ଜିଲ୍ଲାରୁ- ୧

ପୁରୀ ଜିଲ୍ଲାରୁ- ୨୯

ରାୟଗଡା ଜିଲ୍ଲାରୁ- ୨

ସମ୍ବଲପୁର ଜିଲ୍ଲାରୁ- ୬

ସୋନପୁର ଜିଲ୍ଲାରୁ- ୧୫

ସୁନ୍ଦରଗଡ ଜିଲ୍ଲାରୁ- ୨୯

ଷ୍ଟେଟ ପୁଲରୁ- ୫୧

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୯୨ ହଜାର ୯୨୮ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୦ ହଜାର ୯୫୪ ଏବଂ ବର୍ତ୍ତମାନ ୨୭୯୫ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

ଓଡିଶା କରୋନା ସଂକ୍ରମଣ ସକ୍ରିୟ ମାମଲା
Share. Facebook Twitter LinkedIn Email WhatsApp Copy Link

Related Posts

ଡିଏମକେ ନେତା ଉଦୟନିଧି ଷ୍ଟାଲିନଙ୍କ କଡ଼ା ମନ୍ତବ୍ୟ: କଂଗ୍ରେସ ଦଳକୁ କହିଲେ ବିଶ୍ୱାସଘାତକ

May 24, 2026

ଫଲଟା ଉପନିର୍ବାଚନ: ୧ ଲକ୍ଷରୁ ଅଧିକ ଭୋଟରେ ଜିତିଲା ବିଜେପି, ଜାଣନ୍ତୁ ଟିଏମସି ର ସ୍ଥିତି

May 24, 2026

ନୀବନ ପଟ୍ଟନାୟକଙ୍କୁ ହଠାତ୍ ଦେଖିଲେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, ତାପରେ….

May 24, 2026

ସୀମାପାର ନିଶାଦ୍ରବ୍ୟ ଚୋରା ଚାଲାଣ ନେଟୱାର୍କର ପର୍ଦ୍ଦାଫାସ୍: ୨୮ କିଲୋ ହେରୋଇନ୍ ସହିତ ୪ ଗିରଫ

May 24, 2026
Latest News

ଡିଏମକେ ନେତା ଉଦୟନିଧି ଷ୍ଟାଲିନଙ୍କ କଡ଼ା ମନ୍ତବ୍ୟ: କଂଗ୍ରେସ ଦଳକୁ କହିଲେ ବିଶ୍ୱାସଘାତକ

May 24, 2026

ଫଲଟା ଉପନିର୍ବାଚନ: ୧ ଲକ୍ଷରୁ ଅଧିକ ଭୋଟରେ ଜିତିଲା ବିଜେପି, ଜାଣନ୍ତୁ ଟିଏମସି ର ସ୍ଥିତି

May 24, 2026

ଅବୈଧ ବାଂଲାଦେଶୀମାନଙ୍କର ବଢିଲା ସମସ୍ୟା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ନେଲେ ବଡ଼ ନିଷ୍ପତ୍ତି

May 24, 2026

ନୀବନ ପଟ୍ଟନାୟକଙ୍କୁ ହଠାତ୍ ଦେଖିଲେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, ତାପରେ….

May 24, 2026

ସୀମାପାର ନିଶାଦ୍ରବ୍ୟ ଚୋରା ଚାଲାଣ ନେଟୱାର୍କର ପର୍ଦ୍ଦାଫାସ୍: ୨୮ କିଲୋ ହେରୋଇନ୍ ସହିତ ୪ ଗିରଫ

May 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.