Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହାତୀ ଆକ୍ରମଣରେ ଜଣେ ଗୁରୁତର, ବୁର୍ଲା ସ୍ଥାନାନ୍ତର
ଆଜିର ଖବର

ହାତୀ ଆକ୍ରମଣରେ ଜଣେ ଗୁରୁତର, ବୁର୍ଲା ସ୍ଥାନାନ୍ତର

July 9, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା

ରେଢାଖୋଲ: ସମ୍ବଲପୁର ଜିଲ୍ଲା ରେଢାଖୋଲ ବନଖଣ୍ଡ ଅଞ୍ଚଳରେ ଦିନକୁ ଦିନ ହାତୀ ଉପଦ୍ରବରେ ଲୋକମାନେ ନାହିଁ ନ ଥିବା ଦୁର୍ଦ୍ଦଶା ଭୋଗୁଛନ୍ତି। ରେଢାଖୋଲ ବନଖଣ୍ଡ ବଡ଼ମାଳ ରେଞ୍ଜ ଅନ୍ତର୍ଗତ ଆର. ବଡ଼ମାଳ ଗ୍ରାମରେ ଶୁକ୍ରବାର ସକାଳେ ହାତୀ ଆକ୍ରମଣରେ ଜଣେ ଗୁରୁତର ଆହତ ହୋଇଛନ୍ତି। ଆହତ ଜଣଙ୍କ ହେଲେ ଆର. ବଡ଼ମାଳ ଗ୍ରାମର ଲୁକୁ ପ୍ରଧାନ।

ସେ ଜମିକୁ ଭୋର ସକାଳୁ ଲୁକୁ ଯାଇ ଥିବା ବେଳେ ଏକ ଜଙ୍ଗଲୀ ହାତୀ ଆକ୍ରମଣ କରିଥିଲା। ଫଳରେ ତାଙ୍କର ମୁଣ୍ଡରେ ଓ ଶରୀରର ବିଭିନ୍ନ ସ୍ଥାନରେ ଆଘାତ ଲାଗିଥିଲା। ଘଟଣା ସ୍ଥଳରୁ ସେ କୌଣସି ପ୍ରକାରେ ଖସି ଆସିବା ପରେ ପରିବାର ଓ ଗ୍ରାମବାସୀ ମାନେ ୧୦୮ ଆମ୍ବୁଲାନ୍ସ ଯୋଗେ ରେଢାଖୋଲ ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ହେଲେ ଲୁକୁ ଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି। ହେଲେ ବଡ଼ମାଳ ଅଞ୍ଚଳରେ ଦିନକୁ ଦିନ ଜଙ୍ଗଲୀ ହାତୀଙ୍କ ଦୌରାତ୍ମ ଯୋଗୁଁ ଲୋକେ ଅତିଷ୍ଠ ହୋଇ ଗଲେଣି।

ଏ ସଂକ୍ରାନ୍ତରେ ବଡ଼ମାଳ ରେଞ୍ଜ ଅଧିକାରୀ ପ୍ରଦୀପ କୁମାର ସେଠୀଙ୍କୁ ଯୋଗା ଯୋଗ କରିବାରେ  ସେ କହିଲେ ଯେ ହାତୀ ଆକ୍ରମଣ କରି ଥିବା ଗ୍ରାମବାସୀ କହିଛନ୍ତି, ହେଲେ ପରିବାର ଲୋକ ପକ୍ଷରୁ କୌଣସି ଅଭିଯୋଗ କରାଯାଇନାହିଁ। ଘଟଣା ସ୍ଥଳକୁ ବିଭାଗ ପକ୍ଷରୁ ଯାଇଥିଲୁ। ସେଠାରେ ହାତୀ ପାଦ ଚିହ୍ନ ଥିବା ଦେଖିବାକୁ ମିଳିଥିଲା। ଏପରିକି ରେଢାଖୋଲ ଉପଖଣ୍ଡ ଡାକ୍ତରଖାନାକୁ ଯାଇ ଥିଲୁ, ସେଠାରେ ତାଙ୍କୁ ଦେଖା ହୋଇ ପାରି ନ ଥିଲା। ହେଲେ ପରିବାର ଲୋକଙ୍କୁ ଦେଖା ନ ହେବା କିମ୍ବା ଅଭିଯୋଗ ହେବା ପରେ ହାତୀ ଆକ୍ରମଣ ଉପରେ କହି ହେବ ବୋଲି ପ୍ରକାଶ କରିଥିଲେ।

ଗୁରୁତର ବୁର୍ଲା ସ୍ଥାନାନ୍ତର ସମ୍ବଲପୁର ହାତୀ ଆକ୍ରମଣ
Share. Facebook Twitter LinkedIn Email WhatsApp Copy Link

Related Posts

ସ୍କୁଲ–କଲେଜରେ ଏଭିଜିସି କଣ୍ଟେଣ୍ଟ କ୍ରିଏଟର୍ ଲ୍ୟାବ୍ ପାଇଁ ରୋଡମ୍ୟାପ୍ ଉପରେ ଆଲୋଚନା

March 11, 2026

ମା’ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ପର୍ବ ଆରମ୍ଭ

March 11, 2026

ରାଜ୍ୟରେ ରନ୍ଧନ ଗ୍ୟାସ ଏବଂ ପେଟ୍ରୋଲ ଓ ଡିଜେଲର ଉପଲବ୍ଧତା ସଂପର୍କରେ ସମୀକ୍ଷା କଲେ ଅନୁ ଗର୍ଗ

March 11, 2026

ଆଜି ମାର୍ଚ୍ଚ ୧୧ ତାରିଖ ବୁଧବାର ଦିନ ଏହି ଆଠଟି ରାଶି ପାଇଁ ଦିନଟି ରହିଛି ଖୁସିମୟ

March 11, 2026
Latest News

ସ୍କୁଲ–କଲେଜରେ ଏଭିଜିସି କଣ୍ଟେଣ୍ଟ କ୍ରିଏଟର୍ ଲ୍ୟାବ୍ ପାଇଁ ରୋଡମ୍ୟାପ୍ ଉପରେ ଆଲୋଚନା

March 11, 2026

ମା’ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ପର୍ବ ଆରମ୍ଭ

March 11, 2026

ରାଜ୍ୟରେ ରନ୍ଧନ ଗ୍ୟାସ ଏବଂ ପେଟ୍ରୋଲ ଓ ଡିଜେଲର ଉପଲବ୍ଧତା ସଂପର୍କରେ ସମୀକ୍ଷା କଲେ ଅନୁ ଗର୍ଗ

March 11, 2026

ଆଜି ମାର୍ଚ୍ଚ ୧୧ ତାରିଖ ବୁଧବାର ଦିନ ଏହି ଆଠଟି ରାଶି ପାଇଁ ଦିନଟି ରହିଛି ଖୁସିମୟ

March 11, 2026

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ, ବିଜେପିରେ ଦେବେ ଯୋଗ!!

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.