Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କ୍ରମାଗତ ଦ୍ଵିତୀୟ ଦିନରେ ଚିହ୍ନଟ ହେଲେ ୫୦୦ରୁ ଊର୍ଦ୍ଧ୍ଵ ଆକ୍ରାନ୍ତ, ଜାଣନ୍ତୁ କେଉଁ ଜିଲ୍ଲାରେ କେତେ
ଆଜିର ଖବର

କ୍ରମାଗତ ଦ୍ଵିତୀୟ ଦିନରେ ଚିହ୍ନଟ ହେଲେ ୫୦୦ରୁ ଊର୍ଦ୍ଧ୍ଵ ଆକ୍ରାନ୍ତ, ଜାଣନ୍ତୁ କେଉଁ ଜିଲ୍ଲାରେ କେତେ

July 10, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ପୁଣିଥରେ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଗତକାଲି ରାଜ୍ୟରେ ୫୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୫୭୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୫୭୦ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୬୯ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୩୩୭ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୨୩୯ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧

ବାଲେଶ୍ଵର ଜିଲ୍ଲାରୁ- ୧୬

ବରଗଡ ଜିଲ୍ଲାରୁ- ୨

ଭଦ୍ରକ ଜିଲ୍ଲାରୁ- ୬

ବଲାଙ୍ଗୀରି ଜିଲ୍ଲାରୁ- ୨

ବୌଦ୍ଧ ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ- ୧୧୮

ଦେବଗଡ ଜିଲ୍ଲାରୁ- ୪

ଢେଙ୍କାନାଳ ଜିଲ୍ଲାରୁ- ୨

ଗଜପତି ଜିଲ୍ଲାରୁ- ୮

ଜଗତସିଂହପୁର ଜିଲ୍ଲାରୁ- ୮

ଯାଜପୁର ଜିଲ୍ଲାରୁ- ୬

ଝାରସୁଗୁଡା ଜିଲ୍ଲାରୁ- ୬

କଳାହାଣ୍ଡି ଜିଲ୍ଲାରୁ- ୫

କେନ୍ଦ୍ରପଡା ଜିଲ୍ଲାରୁ- ୩

କେନ୍ଦୁଝର ଜିଲ୍ଲାରୁ- ୪

ଖୋର୍ଦ୍ଧା ଜିଲ୍ଲାରୁ- ୨୦୪

କୋରାପୁଟ ଜିଲ୍ଲାରୁ- ୩

ମୟୂରଭଞ୍ଜ ଜିଲ୍ଲାରୁ- ୧୭

ନବରଙ୍ଗପୁର ଜିଲ୍ଲାରୁ- ୧

ନୟାଗଡ ଜିଲ୍ଲାରୁ- ୨

ନୂଆପଡା ଜିଲ୍ଲାରୁ- ୫

ପୁରୀ ଜିଲ୍ଲାରୁ- ୩୭

ରାୟଗଡା ଜିଲ୍ଲାରୁ- ୨

ସମ୍ବଲପୁର ଜିଲ୍ଲାରୁ- ୬

ସୋନପୁର ଜିଲ୍ଲାରୁ- ୨୦

ସୁନ୍ଦରଗଡ ଜିଲ୍ଲାରୁ- ୪୨

ଷ୍ଟେଟ ପୁଲରୁ- ୪୫

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୯୩ ହଜାର ୫୦୪ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୧ ହଜାର ୨୯୮ ଏବଂ ବର୍ତ୍ତମାନ ୩୦୨୭ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

କରୋନା ସଂକ୍ରମଣ କ୍ୱାରେଣ୍ଟାଇନ ସୁସ୍ଥ ଆକ୍ରାନ୍ତ ସ୍ଥାନୀୟ ସଂକ୍ରମିତ
Share. Facebook Twitter LinkedIn Email WhatsApp Copy Link

Related Posts

ମଣିଶଙ୍କର ଆୟାରଙ୍କ ଉପରେ ବର୍ଷିଲେ ଉଦିତ ରାଜ: ଟିଏମସିରେ ଯୋଗଦେବା ପାଇଁ ଦେଲେ ପରାମର୍ଶ

February 23, 2026

ଦିଲ୍ଲୀର ଆର୍ମି ପବ୍ଲିକ୍ ସ୍କୁଲ୍ ଏବଂ ଏୟାର ଫୋର୍ସ ସ୍କୁଲ୍ କୁ ବୋମା ଧମକ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

February 23, 2026

ଆଜି ମଧ୍ୟ ବଢିଲା ସୁନା ମୂଲ୍ୟ: ୩ ଲକ୍ଷରେ ପହଞ୍ଚିଲା ରୂପା

February 23, 2026

ଭାରତର ଭାଙ୍ଗିଲା ଟି-୨୦ ବିଶ୍ୱକପ୍ ରେକର୍ଡ: ଏବେ ସେମିଫାଇନାଲ୍ ପାଇଁ ଜାଣନ୍ତୁ ସମୀକରଣ?

February 23, 2026
Latest News

ମଣିଶଙ୍କର ଆୟାରଙ୍କ ଉପରେ ବର୍ଷିଲେ ଉଦିତ ରାଜ: ଟିଏମସିରେ ଯୋଗଦେବା ପାଇଁ ଦେଲେ ପରାମର୍ଶ

February 23, 2026

ଦିଲ୍ଲୀର ଆର୍ମି ପବ୍ଲିକ୍ ସ୍କୁଲ୍ ଏବଂ ଏୟାର ଫୋର୍ସ ସ୍କୁଲ୍ କୁ ବୋମା ଧମକ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

February 23, 2026

“ଗାନ୍ଧୀ ଜୀ ଭାରତର ନୁହଁନ୍ତି, ବରଂ ପାକିସ୍ତାନର…”: ବିଜେପି ବିଧାୟକଙ୍କ ବିବାଦୀୟ ବିବୃତ୍ତି

February 23, 2026

ଆଜି ମଧ୍ୟ ବଢିଲା ସୁନା ମୂଲ୍ୟ: ୩ ଲକ୍ଷରେ ପହଞ୍ଚିଲା ରୂପା

February 23, 2026

ଭାରତର ଭାଙ୍ଗିଲା ଟି-୨୦ ବିଶ୍ୱକପ୍ ରେକର୍ଡ: ଏବେ ସେମିଫାଇନାଲ୍ ପାଇଁ ଜାଣନ୍ତୁ ସମୀକରଣ?

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.