Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଇଦ୍ ଉଜ୍ ଜୁହା ଉପଲକ୍ଷେ ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା
ଆଜିର ଖବର

ଆଜି ଇଦ୍ ଉଜ୍ ଜୁହା ଉପଲକ୍ଷେ ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

July 10, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଜି ଇଦ୍ ଉଜ୍ ଜୁହା ଉପଲକ୍ଷେ ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ବର : ଆଜି ପବିତ୍ର ଇଦ୍ ଉଜ୍ ଜୁହା ଉପଲକ୍ଷେ  ମୁସଲମାନ ଭାଇ ଭଉଣୀଙ୍କୁ  ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭାଇଚାରାକୁ ମଜବୁତ କରୁଥିବା ପର୍ବ ସମସ୍ତଙ୍କ ସୁଖ ଓ ସମୃଦ୍ଧି ଭରି ଦେଉ ବୋଲି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । କୋଭିଡର ବିପଦ ଏ ଯାଏଁ ଦୂର ହୋଇନାହିଁ । ସମସ୍ତଙ୍କୁ କୋଭିଡ ନିୟମ ମାନିବା ସହ ମାସ୍କ ପିନ୍ଧିବା, ହାତ ଧୋଇବା ଓ ସାମାଜିକ ଦୂରତା ରକ୍ଷା କରି ନିଜେ ଓ ପରିବାରକୁ ସୁସ୍ଥ ରଖିବାକୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତୀ ନବୀନ ପଟ୍ଟନାୟକ ।

ସେହିପରି ଇଦ-ଉଜ୍-ଜୁହା ପର୍ବ ଉପଲକ୍ଷେ ସମସ୍ତ ମୁସଲମାନ ଭାଇ ଭଉଣୀଙ୍କୁ ଟ୍ବିଟ କରି ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟପାଳ ଗଣେଶୀ ଲାଲ । ରାଜ୍ୟର ସମସ୍ତ ମୁସଲମାନ ଭାଇ ଭଉଣୀଙ୍କୁ ଏହି ପର୍ବ ଉପଲକ୍ଷେ ଆନ୍ତରିକ ଶୁଭେଚ୍ଛା ସହ ସେବା, ସମର୍ପଣ, ତ୍ୟାଗର ଏହି ପର୍ବରେ ସମସ୍ତେ ସାମିଲ ହେବା ସହ ମୁସଲମାନ ସମ୍ପ୍ରଦାୟର ସର୍ବାଙ୍ଗୀନ ବିକାଶ ନିମନ୍ତେ ଉତ୍ସର୍ଗୀକୃତଭାବେ କାର୍ଯ୍ୟ କରିବାକୁ ରାଜ୍ୟପାଳ ଆହ୍ବାନ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଜମ୍ମୁ କାଶ୍ମୀର ବିଧାନସଭାରେ ‘ଇସ୍ରାଏଲ ମୁର୍ଦ୍ଦାବାଦ’ ସ୍ଲୋଗାନ: ବିଜେପି ଏବଂ କଂଗ୍ରେସ ବିଧାୟକଙ୍କ ମଧ୍ୟରେ ସଂଘର୍ଷ

March 27, 2026

ଲକଡାଉନର ମିଥ୍ୟା ଖବର ପ୍ରସାରଣ କରିବା ମହଙ୍ଗା ପଡିଲା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

March 27, 2026

ପାକିସ୍ତାନକୁ “ଦଲାଲ ରାଷ୍ଟ୍ର” ବୋଲି କହିଲେ ଏସ. ଜୟଶଙ୍କର: କଡ଼ା ବିରୋଧ କଲେ କଂଗ୍ରେସ ନେତା

March 27, 2026

Breaking News: ପେଟ୍ରୋଲ ଏବଂ ଡିଜେଲ ଉପରେ ଉତ୍ପାଦ ଶୁଳ୍କ ହ୍ରାସ କଲେ ସରକାର

March 27, 2026
Latest News

ଜମ୍ମୁ କାଶ୍ମୀର ବିଧାନସଭାରେ ‘ଇସ୍ରାଏଲ ମୁର୍ଦ୍ଦାବାଦ’ ସ୍ଲୋଗାନ: ବିଜେପି ଏବଂ କଂଗ୍ରେସ ବିଧାୟକଙ୍କ ମଧ୍ୟରେ ସଂଘର୍ଷ

March 27, 2026

ଲକଡାଉନର ମିଥ୍ୟା ଖବର ପ୍ରସାରଣ କରିବା ମହଙ୍ଗା ପଡିଲା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

March 27, 2026

ପାକିସ୍ତାନକୁ “ଦଲାଲ ରାଷ୍ଟ୍ର” ବୋଲି କହିଲେ ଏସ. ଜୟଶଙ୍କର: କଡ଼ା ବିରୋଧ କଲେ କଂଗ୍ରେସ ନେତା

March 27, 2026

Breaking News: ପେଟ୍ରୋଲ ଏବଂ ଡିଜେଲ ଉପରେ ଉତ୍ପାଦ ଶୁଳ୍କ ହ୍ରାସ କଲେ ସରକାର

March 27, 2026

ଆଜି ଶ୍ରୀମନ୍ଦିରରେ ଶ୍ରୀରାମ ଜନ୍ମ ନୀତି ପାଇଁ ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

March 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.