Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୧୬ନମ୍ବର ଜାତୀୟ ରାଜପଥ ବଘେଇପୁଟ ଛକ ନିକଟରେ ସିରିଜ ଦୁର୍ଘଟଣା: ଦୁଇ ମୃତ, ୯ ଆହତ
ଆଜିର ଖବର

୧୬ନମ୍ବର ଜାତୀୟ ରାଜପଥ ବଘେଇପୁଟ ଛକ ନିକଟରେ ସିରିଜ ଦୁର୍ଘଟଣା: ଦୁଇ ମୃତ, ୯ ଆହତ

July 11, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନିରାକାରପୁର: ନିରାକାରପୁର ଥାନା ଅନ୍ତର୍ଗତ ୧୬ନମ୍ବର ଜାତୀୟ ରାଜପଥ ବଘେଇପୁଟ ଛକ ନିକଟରେ ଏକ ସିରିଜ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ମୃତକର ପରିଚୟ ମିଳିନାହିଁ। ଆହତ ମାନଙ୍କୁ ଖୋର୍ଦ୍ଧା ମେଡ଼ିକାଲକୁ ସ୍ଥାନାନ୍ତରିତ କରାଯାଇଛି।

ଘଟଣାରୁ ଜଣାପଡିଛି ଗୋଟିଏ ବୋଲୋରୋ ଖୋର୍ଦ୍ଧା ପଟୁ ଟାଙ୍ଗୀ ଅଭିମୁଖେ ଯାଉଥିବା ବେଳେ ଆଗରେ ଯାଉଥିବା ଏକ ଇଣ୍ଡିକା କାରକୁ ଧକ୍କା ଦେଇଥିଲା। ଏହାପରେ ଇଣ୍ଡିକା କାରଟି ଆଗରେ ଯାଉଥିବା ଏକ ଅଟୋକୁ ଧକ୍କା ଦେଇଥିଲା। ଘଟଣା ସ୍ଥଳରେ ତିନୋଟି ଗାଡି ରାସ୍ତାରେ ଭାରସାମ୍ୟ ହରାଇ ଓଲଟି ପଡି ଯାଇଥିଲା।

ଗାଡିରେ ଥିବା ଯାତ୍ରୀମାନେ ଗୁରୁତର ଭାବରେ ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ ଦୁର୍ଘଟଣା ସ୍ଥଳରେ ପହଞ୍ଚି ଆହତମାନଙ୍କୁ ମେଡିକାଲକୁ ପଠାଇଛନ୍ତି। ଦୁର୍ଘଟଣା ସ୍ଥଳରେ ନିରାକାରପୁର ପୋଲିସ ପହଞ୍ଚି ଆହତମାନଙ୍କୁ ମେଡିକାଲକୁ ନେବା ବ୍ୟବସ୍ଥା କରିଛନ୍ତି।

ଜାତୀୟ ରାଜପଥ କାର୍ଯ୍ୟରେ ନିୟୋଜିତ ଏଆଇପିଏଲ ଠିକା ସଂସ୍ଥାର ମନମୁଖୀ କାର୍ଯ୍ୟ ଯୋଗୁଁ ଏହି ଦୁର୍ଘଟଣା ଘଟିଛି ବୋଲି ଅଭିଯୋଗ କରାଯାଉଛି। ଆଜିର ଦୁର୍ଘଟଣାକୁ ନେଇ ସ୍ଥାନୀୟ ଲୋକେ ଅସନ୍ତୋଷ ପ୍ରକାଶ କରିଛନ୍ତି।

ଜାତୀୟ ରାଜପଥ ଦୁଇ ମୃତ ସିରିଜ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ୱତନ୍ତ୍ର ପରୀକ୍ଷା ପେ ଚର୍ଚ୍ଚା ଏପିସୋଡ୍ ଦେଖିବା ପାଇଁ ସମସ୍ତଙ୍କୁ ଆହ୍ୱାନ କଲେ ପ୍ରଧାନମନ୍ତ୍ରୀ

February 4, 2026

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ

February 4, 2026

କ୍ୟାନସର ରୋଗୀଙ୍କ ପାଇଁ ଖୁସି ଖବର, ଶିମିଳିପାଳ ଜଙ୍ଗଲରୁ ମିଳିଲା ରୋଗ ପ୍ରତିରୋଧୀ ଯୌଗିକ

February 4, 2026

କଠିନ ଇନ୍ଧନ ପରିଚାଳିତ ରାମଜେଟ୍ ପ୍ରଯୁକ୍ତିର ସଫଳ ପରୀକ୍ଷଣ

February 4, 2026
Latest News

‘ଆମ ନିଷ୍ପତ୍ତିରେ ଆମେରିକାର କ’ଣ ଅଧିକାର?’: ବାଣିଜ୍ୟ ଚୁକ୍ତି ଉପରେ ସଚିନ ପାଇଲଟ୍ ଙ୍କ ଟାର୍ଗେଟ

February 4, 2026

ସ୍ୱତନ୍ତ୍ର ପରୀକ୍ଷା ପେ ଚର୍ଚ୍ଚା ଏପିସୋଡ୍ ଦେଖିବା ପାଇଁ ସମସ୍ତଙ୍କୁ ଆହ୍ୱାନ କଲେ ପ୍ରଧାନମନ୍ତ୍ରୀ

February 4, 2026

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ

February 4, 2026

କ୍ୟାନସର ରୋଗୀଙ୍କ ପାଇଁ ଖୁସି ଖବର, ଶିମିଳିପାଳ ଜଙ୍ଗଲରୁ ମିଳିଲା ରୋଗ ପ୍ରତିରୋଧୀ ଯୌଗିକ

February 4, 2026

କଠିନ ଇନ୍ଧନ ପରିଚାଳିତ ରାମଜେଟ୍ ପ୍ରଯୁକ୍ତିର ସଫଳ ପରୀକ୍ଷଣ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.