Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ କରୋନା ସ୍ଥିତି ଚିନ୍ତାଜନକ: କ୍ରମାଗତ ବଢିଚାଲିଛି ସଂକ୍ରମଣ, ଜାଣନ୍ତୁ ଆଜିର ରିପୋର୍ଟ
ଆଜିର ଖବର

ରାଜ୍ୟରେ କରୋନା ସ୍ଥିତି ଚିନ୍ତାଜନକ: କ୍ରମାଗତ ବଢିଚାଲିଛି ସଂକ୍ରମଣ, ଜାଣନ୍ତୁ ଆଜିର ରିପୋର୍ଟ

July 12, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ପୁଣିଥରେ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଗତକାଲି ରାଜ୍ୟରେ ୫୭୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୫୦୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୫୦୯ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୫୨ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୨୯୯ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୨୧୦ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୫

ବରଗଡ ଜିଲ୍ଲାରୁ- ୨

ଭଦ୍ରକ ଜିଲ୍ଲାରୁ- ୭

ବଲାଙ୍ଗୀରି ଜିଲ୍ଲାରୁ- ୧

ବୌଦ୍ଧ ଜିଲ୍ଲାରୁ- ୨

କଟକ ଜିଲ୍ଲାରୁ- ୧୧୦

ଢେଙ୍କାନାଳ ଜିଲ୍ଲାରୁ- ୧

ଗଜପତି ଜିଲ୍ଲାରୁ- ୪

ଗଞ୍ଜାମ ଜିଲ୍ଲାରୁ- ୩

ଜଗତସିଂହପୁର ଜିଲ୍ଲାରୁ- ୯

ଯାଜପୁର ଜିଲ୍ଲାରୁ- ୧୦

କଳାହାଣ୍ଡି ଜିଲ୍ଲାରୁ- ୬

କନ୍ଧମାଳ ଜିଲ୍ଲାରୁ- ୨

କେନ୍ଦ୍ରପଡା ଜିଲ୍ଲାରୁ- ୬

କେନ୍ଦୁଝର ଜିଲ୍ଲାରୁ- ୩

ଖୋର୍ଦ୍ଧା ଜିଲ୍ଲାରୁ- ୨୦୦

କୋରାପୁଟ ଜିଲ୍ଲାରୁ- ୨

ମାଲକାନଗିରି ଜିଲ୍ଲାରୁ- ୧

ମୟୂରଭଞ୍ଜ ଜିଲ୍ଲାରୁ- ୮

ନବରଙ୍ଗପୁର ଜିଲ୍ଲାରୁ- ୧

ନୟାଗଡ ଜିଲ୍ଲାରୁ- ୯

ନୂଆପଡା ଜିଲ୍ଲାରୁ- ୪

ପୁରୀ ଜିଲ୍ଲାରୁ- ୧୪

ସମ୍ବଲପୁର ଜିଲ୍ଲାରୁ- ୮

ସୋନପୁର ଜିଲ୍ଲାରୁ- ୧

ସୁନ୍ଦରଗଡ ଜିଲ୍ଲାରୁ- ୪୯

ଷ୍ଟେଟ ପୁଲରୁ- ୪୧

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୯୪ ହଜାର ୫୮୫ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୧ ହଜାର ୮୬୬ ଏବଂ ବର୍ତ୍ତମାନ ୩୫୩୯ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

କରୋନା ସଂକ୍ରମଣ କ୍ୱାରେଣ୍ଟାଇନ ସୁସ୍ଥ ଆକ୍ରାନ୍ତ ସ୍ଥାନୀୟ ସଂକ୍ରମିତ
Share. Facebook Twitter LinkedIn Email WhatsApp Copy Link

Related Posts

କେବେ ହେବ ଖରାଛୁଟି ?

April 17, 2026

IMF GDP ରାଙ୍କିଂରେ ତଳକୁ ଖସିଲା ଭାରତ

April 17, 2026

ସୀମା ନିର୍ଦ୍ଧାରଣ ବିଲ୍ ପାସ୍ ହେବ କି ! ସଂଖ୍ୟାର ଜଟିଳ ଗଣିତ କଣ କହୁଛି ?

April 17, 2026

ନିର୍ଦ୍ଧାରିତ ସମୟ ପୂର୍ବରୁ ଜନ୍ମିତ ଶିଶୁକୁ ନୂଆ ଜୀବନ ଦେଲା ସମ୍

April 16, 2026
Latest News

କେବେ ହେବ ଖରାଛୁଟି ?

April 17, 2026

IMF GDP ରାଙ୍କିଂରେ ତଳକୁ ଖସିଲା ଭାରତ

April 17, 2026

ସୀମା ନିର୍ଦ୍ଧାରଣ ବିଲ୍ ପାସ୍ ହେବ କି ! ସଂଖ୍ୟାର ଜଟିଳ ଗଣିତ କଣ କହୁଛି ?

April 17, 2026

ନିର୍ଦ୍ଧାରିତ ସମୟ ପୂର୍ବରୁ ଜନ୍ମିତ ଶିଶୁକୁ ନୂଆ ଜୀବନ ଦେଲା ସମ୍

April 16, 2026

ନାବାଳିକାକୁ ଅସଦାଚରଣ ଅଭିଯୋଗରେ ପୁର୍ବତନ ଅଧ୍ୟାପକ କୋର୍ଟ ଚାଲାଣ।

April 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.