Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜେଏସ୍‌ଡବ୍ଲ୍ୟୁ ପକ୍ଷରୁ ଆଜାଦୀ କା ଅମୃତ ମହୋତ୍ସବ ପାଳନ
ଆଜିର ଖବର

ଜେଏସ୍‌ଡବ୍ଲ୍ୟୁ ପକ୍ଷରୁ ଆଜାଦୀ କା ଅମୃତ ମହୋତ୍ସବ ପାଳନ

July 12, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଜେଏସ୍‌ଡବ୍ଲ୍ୟୁ ପକ୍ଷରୁ ଆଜାଦୀ କା ଅମୃତ ମହୋତ୍ସବ ପାଳନ

ବଡ଼ବିଲ: ଆଜାଦୀ କା ଅମୃତ ମହୋତ୍ସବର ଏକ ଅଂଶ ଭାବେ ଦେଶର ଅଗ୍ରଣୀ ଷ୍ଟିଲ ଉତ୍ପାଦନକାରୀ କମ୍ପାନୀ, ଜେଏସ୍‌ଡବ୍ଲ୍ୟୁ ଏହାର କାର୍ଯ୍ୟାଳୟ ପରିସର ଏବଂ ଖଣି ଅଞ୍ଚଳରେ ଚାରା ରୋପଣ କାର୍ଯ୍ୟକ୍ରମ ଆୟୋଜନ କରିଥିଲା। କମ୍ପାନୀର ଭଦ୍ରସାହି ଅଫିସ୍‌ରେ ଚାରା ରୋପଣ କରାଯାଇଛି। ସେଗୁଡ଼ିକ ଭଲ ଭାବେ ବଢ଼ିବା ପର୍ଯ୍ୟନ୍ତ କମ୍ପାନୀ ତାହାର ଦେଖାରଖା କରିବ। ଭଦ୍ରସାହି ସମେତ ନୂଆଗାଁ ଖଣି ଅଞ୍ଚଳ ଏବଂ ଭୁବନେଶ୍ୱର କାର୍ଯ୍ୟାଳୟ ପରିସରରେ ମଧ୍ୟ ଚାରା ଲଗାଯାଇଛି।

ସ୍ୱାଧୀନତା ଦିବସ ସମ୍ପର୍କରେ ପିଲାଙ୍କ ଭିତରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଜେଏସ୍‌ଡବ୍ଲ୍ୟୁ ଷ୍ଟିଲ ପକ୍ଷରୁ ଜଜାଙ୍ଗ ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଚିତ୍ରାଙ୍କନ ପ୍ରତିଯୋଗିତା ଆୟୋଜନ ହୋଇଥିଲା। ଏହାର ବିଷୟ ବସ୍ତୁ ଥିଲା ‘ଆଜାଦୀ କା ଅମୃତ ମହୋତ୍ସବ’।ଶେଷରେ ପ୍ରତିଯୋଗିତାରେ ଜିତିଥିବା ପିଲାଙ୍କୁ ପୁରସ୍କୃତ କରାଯାଇଥିଲା।

ଜଗତସିଂପୁର ଜିଲାର ଏରସମା ବ୍ଲକରେ ଥିବା ଅଙ୍ଗନୱାଡିଗୁଡ଼ିକୁ ଜେଏସ୍‌ଡବ୍ଲ୍ୟୁ ଫାଉଣ୍ଡେଶନ ଏହାର ଆଇଏସ୍‌ପି ପ୍ରକଳ୍ପ ଅଞ୍ଚଳରେ ଅନ୍ତର୍ଭୂକ୍ତ କରିବା ପାଇଁ କାର୍ଯ୍ୟକ୍ରମ ହାତକୁ ନେଇଛି। ଜେଏସ୍‌ଡବ୍ଲ୍ୟୁ ଉତ୍କଳ ଷ୍ଟିଲର ଇଣ୍ଟିଗ୍ରେଟେଡଷ୍ଟିଲ୍ ପ୍ଲାଣ୍ଟ ପ୍ରକଳ୍ପର ପ୍ରତ୍ୟକ୍ଷ ପ୍ରଭାବ କ୍ଷେତ୍ରରେ ଆସୁଥିବା ଢିଙ୍କିଆ, ନୂଆଗାଁ ଏବଂ ଗଡ଼କୁଜଙ୍ଗର ୧୫ ଅଙ୍ଗନୱାଡ଼ି କେନ୍ଦ୍ର କାନ୍ଥରେ ଚିତ୍ର ଅଙ୍କନ, ବାଲା ମଡେଲ, ସୌନ୍ଦର୍ଯ୍ୟକରଣ ସହ ପିଲାମାନଙ୍କ ପାଇଁ ଖେଳିବା ବ୍ୟବସ୍ଥା କରାଯିବ ବୋଲି କଂପାନୀ ନିଷ୍ପତି କରିଛି।

jsw ଜେଏସ୍‌ଡବ୍ଲ୍ୟୁ
Share. Facebook Twitter LinkedIn Email WhatsApp Copy Link

Related Posts

ଆଇଆଇଟି ବିଏଚୟୁ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତାରେ ସୋଆ ଛାତ୍ରଛାତ୍ରୀଙ୍କ ବାଜିମାତ୍‌

October 16, 2026

ଆଞ୍ଚଳିକ ବିଜ୍ଞାନ କେନ୍ଦ୍ରଠାରେ ରାଜ୍ୟସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା ୨୦୨୬ ଆୟୋଜିତ

October 16, 2026

ଏସୀୟ କ୍ରୀଡ଼ାରେ ଅଂଶଗ୍ରହଣ କରିଥିବା ଭାରତୀୟ ଖେଳାଳିଙ୍କ ସହ ମତବିନିମୟ କଲେ ପ୍ରଧାନମନ୍ତ୍ରୀ

October 16, 2026

୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ : ଅକ୍ଟୋବର ୨୬ରୁ ’ଘରକୁ ଘର ସର୍ଭେ’

October 16, 2026
Latest News

ପୂର୍ବତନ ଆମେରିକୀୟ ଜିମ୍ନାଷ୍ଟିକ୍ସ କୋଚ୍‌ ସିନ୍ ଗାର୍ଡନରଙ୍କୁ ୯୦ ବର୍ଷ ଜେଲ୍‌

October 16, 2026

ଆଇଆଇଟି ବିଏଚୟୁ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତାରେ ସୋଆ ଛାତ୍ରଛାତ୍ରୀଙ୍କ ବାଜିମାତ୍‌

October 16, 2026

ଭାରତ-ଆମେରିକା ଦ୍ୱିପାକ୍ଷିକ ବାଣିଜ୍ୟ ଚୁକ୍ତି: ପ୍ରଥମ ପର୍ଯ୍ୟାୟ ଆଲୋଚନା ଶେଷ

October 16, 2026

ଆଞ୍ଚଳିକ ବିଜ୍ଞାନ କେନ୍ଦ୍ରଠାରେ ରାଜ୍ୟସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା ୨୦୨୬ ଆୟୋଜିତ

October 16, 2026

ଚଳିତ ବର୍ଷ ରାବଣ ସାଙ୍ଗକୁ ଜଳିବ ୩୦ ଫୁଟର ‘କକ୍ରୋଚ୍’

October 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.