Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»2002ରେ ମୋଦିଙ୍କୁ ବହିଷ୍କାର କରିବାକୁ ଚାହୁଁଥିଲେ ବାଜପେୟୀ : ୟଶଓ୍ବନ୍ତ ସିହ୍ନା
ଆଜିର ଖବର

2002ରେ ମୋଦିଙ୍କୁ ବହିଷ୍କାର କରିବାକୁ ଚାହୁଁଥିଲେ ବାଜପେୟୀ : ୟଶଓ୍ବନ୍ତ ସିହ୍ନା

May 11, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପୂର୍ବତନ ବିଜେପି ନେତା ୟଶଓ୍ବନ୍ତ ସିହ୍ନା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ ଏକ ବିସ୍ଫୋରକ ବୟାନ ଦେଇଛନ୍ତି । 2002ରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ମୋଦିଙ୍କୁ ବହିଷ୍କାର କରିବାକୁ ଚାହୁଁଥିଲେ ବୋଲି କହିଛନ୍ତି ସିହ୍ନା । 2002ରେ ଗୋଧ୍ରା ଦଙ୍ଗା ପରେ ବାଜପେୟୀ ମୋଦିଙ୍କୁ ବହିଷ୍କାର କରିବାକୁ ଚାହୁଁଥିଲେ ମାତ୍ର ତତ୍କାଳୀନ ଗୃହ ମନ୍ତ୍ରୀ ଲାଲ କୃଷ୍ଣ ଆଡଭାଣୀଙ୍କ ଚାପରେ ବାଜପେୟୀ ନିଜର ନିଷ୍ପତ୍ତି ପରିବର୍ତ୍ତନ କରିଥିଲେ । 2002ରେ ଦଳର ଗୋଆ ସମ୍ମିଳନୀରେ ମୋଦିଙ୍କୁ ବହିଷ୍କାର କରିବାକୁ ଚାହୁଁଥିଲେ ମାତ୍ର ଆଡଭାଣୀ ଇସ୍ତଫା ପ୍ରଦାନର ଧମକ ଦେବାରୁ ଏହା ହୋଇ ପାରିନଥିଲା । ଆଇଏନଏସ୍‌ ବିରାଟ ସମ୍ପର୍କିତ ମୋଦିଙ୍କ ବିବାଦୀୟ ବୟାନକୁ ନେଇ ଭୋପାଳରେ ଏକ ସାମ୍ବାଦିକ ସମ୍ମିଳନୀରେ ଏହି ମନ୍ତବ୍ୟ ଦେଇଛନ୍ତି ସିହ୍ନା । ସିହ୍ନା କହିଥିଲେ, ଏହା ଉପରେ ଅଯଥା ରାଜନୀତି କରାନଯିବା ଆବଶ୍ୟକ କାରଣ ସେନାର ପୂର୍ବତନ ବରିଷ୍ଠ ଅଧିକାରୀ ଏହା ଉପରେ ନିଜର ମତାମତ ରଖି ସାରିଛନ୍ତି । ସେହିପରି ଦେଶର ଅର୍ଥନୀତିକୁ ନେଇ ମୋଦି ଦେଶବାସୀଙ୍କୁ ସର୍ବଦା ଅନ୍ଧାରରେ ରଖୁଛନ୍ତି ବୋଲି ସିହ୍ନା କହିଛନ୍ତି । ବର୍ତ୍ତମାନର ଏନ୍‌ଡିଏ ସରକାର ଅପେକ୍ଷା ୟୁପିଏ ସରକାର ଅମଳରେ ଜିଡିପି ସୁଦୃଢ ରହିଥିଲା ବୋଲି ସିହ୍ନା କହିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ମୁଦ୍ରିତ ଗଣମାଧ୍ୟମ ସଂସ୍ଥାର ପ୍ରକାଶକ ଓ ପରିଚାଳକଙ୍କୁ ନେଇ ପିଆରଜିଆଇ ପକ୍ଷରୁ ମତବିନିମୟ କାର୍ଯ୍ୟକ୍ରମ

March 20, 2026

ଜାନୁଆରୀରେ ଜିଓ ନେଟୱାର୍କରେ ଯୋଡ଼ିହେଲେ ୧.୮ ଲକ୍ଷରୁ ଅଧିକ ନୂତନ ଉପଭୋକ୍ତା: ଟ୍ରାଇ ତଥ୍ୟ

March 20, 2026

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ପଖାଳ ଦିବସ ପାଳିତ

March 20, 2026

ନିଶା କାରବାର ବିରୋଧରେ ଅଭିଯାନ ଜୋରଦାର: ପ୍ରାୟ ୩ ହଜାର କେଜି ଗଞ୍ଜେଇ ଜବତ

March 20, 2026
Latest News

ମୁଦ୍ରିତ ଗଣମାଧ୍ୟମ ସଂସ୍ଥାର ପ୍ରକାଶକ ଓ ପରିଚାଳକଙ୍କୁ ନେଇ ପିଆରଜିଆଇ ପକ୍ଷରୁ ମତବିନିମୟ କାର୍ଯ୍ୟକ୍ରମ

March 20, 2026

ଯାତ୍ରୀ ସୁବିଧା ଓ ସୁରକ୍ଷାର ସମୀକ୍ଷା କଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

March 20, 2026

ଜାନୁଆରୀରେ ଜିଓ ନେଟୱାର୍କରେ ଯୋଡ଼ିହେଲେ ୧.୮ ଲକ୍ଷରୁ ଅଧିକ ନୂତନ ଉପଭୋକ୍ତା: ଟ୍ରାଇ ତଥ୍ୟ

March 20, 2026

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ପଖାଳ ଦିବସ ପାଳିତ

March 20, 2026

ନିଶା କାରବାର ବିରୋଧରେ ଅଭିଯାନ ଜୋରଦାର: ପ୍ରାୟ ୩ ହଜାର କେଜି ଗଞ୍ଜେଇ ଜବତ

March 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.