ଗତକାଲି ଅପେକ୍ଷା ଆଜି ୨୦୦ ରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

Published: Jul 13, 2022, 9:14 am IST

ଭୁବନେଶ୍ବର: ପୁଣିଥରେ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଗତକାଲି ରାଜ୍ୟରେ ୫୦୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୭୪୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୭୪୩ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୮୭ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୪୩୬ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୩୦୭ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧

ବାଲେଶ୍ଵର ଜିଲ୍ଲାରୁ- ୧୨

ବରଗଡ ଜିଲ୍ଲାରୁ- ୧

ଭଦ୍ରକ ଜିଲ୍ଲାରୁ- ୮

ବଲାଙ୍ଗୀରି ଜିଲ୍ଲାରୁ- ୪

ବୌଦ୍ଧ ଜିଲ୍ଲାରୁ- ୮

କଟକ ଜିଲ୍ଲାରୁ- ୧୧୫

ଦେବଗଡ ଜିଲ୍ଲାରୁ- ୮

ଗଜପତି ଜିଲ୍ଲାରୁ- ୨

ଗଞ୍ଜାମ ଜିଲ୍ଲାରୁ- ୧

ଜଗତସିଂହପୁର ଜିଲ୍ଲାରୁ- ୧୧

ଯାଜପୁର ଜିଲ୍ଲାରୁ- ୧୨

ଝାରସୁଗୁଡା ଜିଲ୍ଲାରୁ- ୬

କଳାହାଣ୍ଡି ଜିଲ୍ଲାରୁ- ୨

କେନ୍ଦ୍ରପଡା ଜିଲ୍ଲାରୁ- ୪

କେନ୍ଦୁଝର ଜିଲ୍ଲାରୁ- ୫

ଖୋର୍ଦ୍ଧା ଜିଲ୍ଲାରୁ- ୩୦୩

କୋରାପୁଟ ଜିଲ୍ଲାରୁ- ୧୦

ମୟୂରଭଞ୍ଜ ଜିଲ୍ଲାରୁ- ୧୬

ନବରଙ୍ଗପୁର ଜିଲ୍ଲାରୁ- ୭

ନୟାଗଡ ଜିଲ୍ଲାରୁ- ୧୧

ନୂଆପଡା ଜିଲ୍ଲାରୁ- ୧୧

ପୁରୀ ଜିଲ୍ଲାରୁ- ୩୬

ରାୟଗଡା ଜିଲ୍ଲାରୁ- ୩

ସମ୍ବଲପୁର ଜିଲ୍ଲାରୁ- ୧୪

ସୋନପୁର ଜିଲ୍ଲାରୁ- ୭

ସୁନ୍ଦରଗଡ ଜିଲ୍ଲାରୁ- ୬୫

ଷ୍ଟେଟ ପୁଲରୁ- ୬୦

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୯୫ ହଜାର ୩୨୮ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୨ ହଜାର ୨୭୦ ଏବଂ ବର୍ତ୍ତମାନ ୩୮୭୮ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts