Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୨୫୦ଟି ପଦବୀ ପାଇଁ ନିଯୁକ୍ତି, କେନ୍ଦ୍ର ସରକାର ଭୁବନେଶ୍ବରରେ କରୁଛନ୍ତି ସାକ୍ଷାତକାର ପରୀକ୍ଷା
ଆଜିର ଖବର

୨୫୦ଟି ପଦବୀ ପାଇଁ ନିଯୁକ୍ତି, କେନ୍ଦ୍ର ସରକାର ଭୁବନେଶ୍ବରରେ କରୁଛନ୍ତି ସାକ୍ଷାତକାର ପରୀକ୍ଷା

July 14, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
୨୫୦ଟି ପଦବୀ ପାଇଁ ବାହାରିଲା ନିଯୁକ୍ତି , କେନ୍ଦ୍ର ସରକାର ଭୁବନେଶ୍ବରରେ ଆୟୋଜିତ କରୁଛନ୍ତି ମେଳା

ନୂଆଦିଲ୍ଲୀ: ଉଭୟ ଦିବ୍ୟାଙ୍ଗ ଏବଂ ଅଣ ଦିବ୍ୟାଙ୍ଗ ନିଯୁକ୍ତି ଆଶାୟୀଙ୍କ ଲାଗି ଭୁବନେଶ୍ବରସ୍ଥିତ ଏନସିଏସସିଡିଏ (ଦିବ୍ୟାଙ୍ଗଜନଙ୍କ ପାଇଁ ଜାତୀୟ କ୍ୟାରିଅର ସେବା କେନ୍ଦ୍ର) ପକ୍ଷରୁ ଏକ ସ୍ବତନ୍ତ୍ର ନିଯୁକ୍ତି ମେଳା ଅୟୋଜନ କରାଯିବ। ଆସନ୍ତା ୧୫ ତାରିଖରେ ବିଭିନ୍ନ ବର୍ଗରେ ୨୫୦ଟି ପଦବୀ ପାଇଁ ଏହି ନିଯୁକ୍ତି ମେଳା ଅନୁଷ୍ଠିତ ହେବ।

ଭୁବନେଶ୍ବର ପୋଖରୀପୁଟ ଗଣ୍ଡମୁଣ୍ଡାସ୍ଥିତ (ମଧୁସୂଦନ ପାର୍କ ସମ୍ମୁଖ) ଏନସିଏସସିଡିଏ ମୁଖ୍ୟ କାର୍ଯ୍ୟାଳୟରେ ସକାଳ ୯ଟା ଠାରୁ ଦିନ ୨ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଏହି ମେଳାରେ ବିଭିନ୍ନ ପଦବୀ ପାଇଁ ଭିନ୍ନ ଭିନ୍ନ ଶିକ୍ଷାଗତ ଯୋଗ୍ୟତାଧାରୀ ପ୍ରାର୍ଥୀମାନେ ଭାଗ ନେଇପାରିବେ।

ୱେବ ଡେଭଲପମେଣ୍ଟ, ସେଲ୍ସ, ଟେଲି ସେଲ୍ସ, ସର୍ଭିସ ଇଞ୍ଜିନିୟର, ଗ୍ରାହକ ସେବା, ଲଜିଷ୍ଟିକ୍ସ ଆଦି ବିଭିନ୍ନ କ୍ଷେତ୍ରରେ ପ୍ରାର୍ଥୀମାନଙ୍କୁ ନିଯୁକ୍ତି ଦିଆଯିବ। ମାଟ୍ରିକ ପାସ ଠାରୁ ଆରମ୍ଭ କରି ଯୁକ୍ତ ଦୁଇ, ସ୍ନାତକ, ଏମବିଏ, ଆଇଟିଆଇ ଏବଂ ଡିପ୍ଲୋମା ନିଯୁକ୍ତିଧାରୀମାନେ ଏସବୁ ପଦବୀ ପାଇଁ ଆବେଦନ କରିପାରିବେ। ଆବେଦନକାରୀଙ୍କ ବୟସ ୧୮ରୁ ୩୫ ବର୍ଷ ମଧ୍ୟରେ ହୋଇଥିବା ଆବଶ୍ୟକ। ଦିବ୍ୟାଙ୍ଗ ବର୍ଗରେ ନିଯୁକ୍ତି ଆଶାୟୀମାନେ ଚଳନ ଅକ୍ଷମତା (ଏଲଡି) ଏବଂ ବାକ୍‌ ଓ ଶ୍ରବଣଶକ୍ତି ହୀନ ଦିବ୍ୟାଙ୍ଗମାନେ ଏଥିରେ ଭାଗ ନେଇପାରିବେ।

ସମସ୍ତ ନିଯୁକ୍ତି ଆଶାୟୀ ପ୍ରାର୍ଥୀମାନେ ସବୁ ଶିକ୍ଷାଗତ ଯୋଗ୍ୟତା ପ୍ରମାଣପତ୍ର, ଆଧାର କାର୍ଡ, ପାସପୋର୍ଟ ଫଟୋ, ଦିବ୍ୟାଙ୍ଗ ପ୍ରମାଣପତ୍ର ଏବଂ ବାୟୋଡେଟା ସହିତ ଆବେଦନ କରିପାରିବେ । ନିଯୁକ୍ତି ମେଳା ସମ୍ପର୍କରେ ଅଧିକ ସୂଚନା ପାଇବାକୁ ଚାହୁଁଥିବା ପ୍ରାର୍ଥୀମାନେ ୦୬୭୪-୨୩୫୨୩୧୭ ନମ୍ବରରେ ଯୋଗାଯୋଗ କରିବା ଲାଗି ଏନସିଏସସିଡିଏ ପକ୍ଷରୁ ଅନୁରୋଧ କରାଯାଇଛି ।

ଏନସିଏସସିଡିଏ ଦିବ୍ୟାଙ୍ଗ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026
Latest News

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.