Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ୮୦୦ ଅତିକ୍ରମ କଲା କରୋନା: ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ସଂକ୍ରମିତ ଚିହ୍ନଟ
ଆଜିର ଖବର

ରାଜ୍ୟରେ ୮୦୦ ଅତିକ୍ରମ କଲା କରୋନା: ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ସଂକ୍ରମିତ ଚିହ୍ନଟ

July 14, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ପୁଣିଥରେ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଗତକାଲି ରାଜ୍ୟରେ ୭୪୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୮୦୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୮୦୪ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୭୧ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୪୭୧ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୩୩୩ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୩

ବାଲେଶ୍ଵର ଜିଲ୍ଲାରୁ- ୧୧

ବରଗଡ ଜିଲ୍ଲାରୁ- ୧

ଭଦ୍ରକ ଜିଲ୍ଲାରୁ- ୯

ବଲାଙ୍ଗୀରି ଜିଲ୍ଲାରୁ- ୫

ବୌଦ୍ଧ ଜିଲ୍ଲାରୁ- ୨

କଟକ ଜିଲ୍ଲାରୁ- ୧୧୯

ଦେବଗଡ ଜିଲ୍ଲାରୁ- ୧

ଗଜପତି ଜିଲ୍ଲାରୁ- ୫

ଜଗତସିଂହପୁର ଜିଲ୍ଲାରୁ- ୧୮

ଯାଜପୁର ଜିଲ୍ଲାରୁ- ୧୯

ଝାରସୁଗୁଡା ଜିଲ୍ଲାରୁ- ୯

କଳାହାଣ୍ଡି ଜିଲ୍ଲାରୁ- ୮

କନ୍ଧମାଳ ଜିଲ୍ଲାରୁ- ୧

କେନ୍ଦୁଝର ଜିଲ୍ଲାରୁ- ୫

ଖୋର୍ଦ୍ଧା ଜିଲ୍ଲାରୁ- ୩୦୭

କୋରାପୁଟ ଜିଲ୍ଲାରୁ- ୬

ମାଲକାନଗିରିରୁ- ୧

ମୟୂରଭଞ୍ଜ ଜିଲ୍ଲାରୁ- ୨୮

ନୟାଗଡ ଜିଲ୍ଲାରୁ- ୧୭

ନୂଆପଡା ଜିଲ୍ଲାରୁ- ୯

ପୁରୀ ଜିଲ୍ଲାରୁ- ୨୮

ରାୟଗଡା ଜିଲ୍ଲାରୁ- ୨

ସମ୍ବଲପୁର ଜିଲ୍ଲାରୁ- ୩୦

ସୋନପୁର ଜିଲ୍ଲାରୁ- ୯

ସୁନ୍ଦରଗଡ ଜିଲ୍ଲାରୁ- ୮୦

ଷ୍ଟେଟ ପୁଲରୁ- ୭୧

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୯୬ ହଜାର ୧୩୨ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୨ ହଜାର ୬୯୦ ଏବଂ ବର୍ତ୍ତମାନ ୪୨୬୨ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ଏହି ଚାଷୀମାନେ ପାଇବେ ନାହିଁ ନଭେମ୍ବର 19 ରେ କିଷାନ ସମ୍ମାନ ନିଧିର 21ତମ କିସ୍ତି: ଜାଣନ୍ତୁ କାହିଁକି?

November 16, 2025

ହସ୍ପିଟାଲରେ ଭର୍ତ୍ତି ହେଲେ ଶୁଭମନ ଗିଲ: ପ୍ରଥମ ଟେଷ୍ଟରେ ଖେଳିପାରିବେନି ଅଧିନାୟକ

November 16, 2025

ଭାରତରେ ଦ୍ରୁତ ଗତିରେ ବୃଦ୍ଧି ପାଉଛି ମେଦବହୁଳ, ସରଳ ଓଜନ ହ୍ରାସ ଟିପ୍ସ ପ୍ରଦାନ କଲା ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ

November 16, 2025

ବାସ୍ତୁ ଶାସ୍ତ୍ରରେ ସୂର୍ଯ୍ୟଙ୍କ ରହିଛି ବଡ ଭୂମିକା, ଜାଣନ୍ତୁ କେଉଁ ସମୟରେ କଣ କଲେ ମିଳିବ ସୁଖ ସମୃଦ୍ଧି

November 16, 2025
Latest News

ଏହି ଚାଷୀମାନେ ପାଇବେ ନାହିଁ ନଭେମ୍ବର 19 ରେ କିଷାନ ସମ୍ମାନ ନିଧିର 21ତମ କିସ୍ତି: ଜାଣନ୍ତୁ କାହିଁକି?

November 16, 2025

ହସ୍ପିଟାଲରେ ଭର୍ତ୍ତି ହେଲେ ଶୁଭମନ ଗିଲ: ପ୍ରଥମ ଟେଷ୍ଟରେ ଖେଳିପାରିବେନି ଅଧିନାୟକ

November 16, 2025

ଭାରତରେ ଦ୍ରୁତ ଗତିରେ ବୃଦ୍ଧି ପାଉଛି ମେଦବହୁଳ, ସରଳ ଓଜନ ହ୍ରାସ ଟିପ୍ସ ପ୍ରଦାନ କଲା ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ

November 16, 2025

ବାସ୍ତୁ ଶାସ୍ତ୍ରରେ ସୂର୍ଯ୍ୟଙ୍କ ରହିଛି ବଡ ଭୂମିକା, ଜାଣନ୍ତୁ କେଉଁ ସମୟରେ କଣ କଲେ ମିଳିବ ସୁଖ ସମୃଦ୍ଧି

November 16, 2025

CII Partnership Summit: ଆନ୍ଧ୍ର ପ୍ରଦେଶକୁ ମିଳିଲା 11 ଲକ୍ଷ କୋଟି ଟଙ୍କାର ପୁଂଜି ନିବେଶ

November 16, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.