ରାଜ୍ୟରେ ୮୦୦ ଅତିକ୍ରମ କଲା କରୋନା: ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ସଂକ୍ରମିତ ଚିହ୍ନଟ

Published: Jul 14, 2022, 10:18 am IST

ଭୁବନେଶ୍ବର: ପୁଣିଥରେ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଗତକାଲି ରାଜ୍ୟରେ ୭୪୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୮୦୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୮୦୪ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୭୧ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୪୭୧ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୩୩୩ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୩

ବାଲେଶ୍ଵର ଜିଲ୍ଲାରୁ- ୧୧

ବରଗଡ ଜିଲ୍ଲାରୁ- ୧

ଭଦ୍ରକ ଜିଲ୍ଲାରୁ- ୯

ବଲାଙ୍ଗୀରି ଜିଲ୍ଲାରୁ- ୫

ବୌଦ୍ଧ ଜିଲ୍ଲାରୁ- ୨

କଟକ ଜିଲ୍ଲାରୁ- ୧୧୯

ଦେବଗଡ ଜିଲ୍ଲାରୁ- ୧

ଗଜପତି ଜିଲ୍ଲାରୁ- ୫

ଜଗତସିଂହପୁର ଜିଲ୍ଲାରୁ- ୧୮

ଯାଜପୁର ଜିଲ୍ଲାରୁ- ୧୯

ଝାରସୁଗୁଡା ଜିଲ୍ଲାରୁ- ୯

କଳାହାଣ୍ଡି ଜିଲ୍ଲାରୁ- ୮

କନ୍ଧମାଳ ଜିଲ୍ଲାରୁ- ୧

କେନ୍ଦୁଝର ଜିଲ୍ଲାରୁ- ୫

ଖୋର୍ଦ୍ଧା ଜିଲ୍ଲାରୁ- ୩୦୭

କୋରାପୁଟ ଜିଲ୍ଲାରୁ- ୬

ମାଲକାନଗିରିରୁ- ୧

ମୟୂରଭଞ୍ଜ ଜିଲ୍ଲାରୁ- ୨୮

ନୟାଗଡ ଜିଲ୍ଲାରୁ- ୧୭

ନୂଆପଡା ଜିଲ୍ଲାରୁ- ୯

ପୁରୀ ଜିଲ୍ଲାରୁ- ୨୮

ରାୟଗଡା ଜିଲ୍ଲାରୁ- ୨

ସମ୍ବଲପୁର ଜିଲ୍ଲାରୁ- ୩୦

ସୋନପୁର ଜିଲ୍ଲାରୁ- ୯

ସୁନ୍ଦରଗଡ ଜିଲ୍ଲାରୁ- ୮୦

ଷ୍ଟେଟ ପୁଲରୁ- ୭୧

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୯୬ ହଜାର ୧୩୨ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୨ ହଜାର ୬୯୦ ଏବଂ ବର୍ତ୍ତମାନ ୪୨୬୨ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts