ରାଜ୍ୟରେ ୧ ହଜାର ଅତିକ୍ରମ କଲା କରୋନା: ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ସଂକ୍ରମିତ ଚିହ୍ନଟ

Published: Jul 15, 2022, 9:38 am IST

ଭୁବନେଶ୍ବର: ପୁଣିଥରେ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଗତକାଲି ରାଜ୍ୟରେ ୮୦୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୧୦୪୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୧୦୪୩ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୧୦୦ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୬୦୯ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୪୩୪ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୨୦

ବରଗଡ ଜିଲ୍ଲାରୁ- ୨

ଭଦ୍ରକ ଜିଲ୍ଲାରୁ- ୭

ବଲାଙ୍ଗୀରି ଜିଲ୍ଲାରୁ- ୭

ବୌଦ୍ଧ ଜିଲ୍ଲାରୁ- ୧୩

କଟକ ଜିଲ୍ଲାରୁ- ୨୦୫

ଦେବଗଡ ଜିଲ୍ଲାରୁ- ୪

ଢେଙ୍କାନାଳ ଜିଲ୍ଲାରୁ- ୩

ଗଜପତି ଜିଲ୍ଲାରୁ- ୧୦

ଗଞ୍ଜାମ ଜିଲ୍ଲାରୁ- ୬

ଜଗତସିଂହପୁର ଜିଲ୍ଲାରୁ- ୨୨

ଯାଜପୁର ଜିଲ୍ଲାରୁ- ୧୮

ଝାରସୁଗୁଡା ଜିଲ୍ଲାରୁ- ୧୨

କଳାହାଣ୍ଡି ଜିଲ୍ଲାରୁ- ୧୦

କନ୍ଧମାଳ ଜିଲ୍ଲାରୁ- ୨

କେନ୍ଦ୍ରାପଡା ଜିଲ୍ଲାରୁ- ୧୫

କେନ୍ଦୁଝର ଜିଲ୍ଲାରୁ- ୬

ଖୋର୍ଦ୍ଧା ଜିଲ୍ଲାରୁ- ୩୩୫

କୋରାପୁଟ ଜିଲ୍ଲାରୁ- ୪

ମୟୂରଭଞ୍ଜ ଜିଲ୍ଲାରୁ- ୨୮

ନବରଙ୍ଗପୁର ଜିଲ୍ଲାରୁ- ୯

ନୟାଗଡ ଜିଲ୍ଲାରୁ- ୧୯

ନୂଆପଡା ଜିଲ୍ଲାରୁ- ୯

ପୁରୀ ଜିଲ୍ଲାରୁ- ୨୮

ରାୟଗଡା ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୩୧

ସୋନପୁର ଜିଲ୍ଲାରୁ- ୩୨

ସୁନ୍ଦରଗଡ ଜିଲ୍ଲାରୁ- ୧୦୬

ଷ୍ଟେଟ ପୁଲରୁ- ୭୯

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୯୭ ହଜାର ୧୭୫ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୩ ହଜାର ୧୬୯ ଏବଂ ବର୍ତ୍ତମାନ ୪୮୨୫ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts