Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏନସିଏସସିଡିଏ ପକ୍ଷରୁ ନିଯୁକ୍ତି ମେଳା
ଆଜିର ଖବର

ଏନସିଏସସିଡିଏ ପକ୍ଷରୁ ନିଯୁକ୍ତି ମେଳା

July 15, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଭିନ୍ନକ୍ଷମ ମାନଙ୍କ ପାଇଁ ଜାତୀୟ ଆଜୀବିକା ସେବା କେନ୍ଦ୍ର (NCSCDA), ଭୁବନେଶ୍ୱର, ରୋଜଗାର ମହାନିର୍ଦ୍ଦେଶାଳୟ (ଡିଜିଇ), ଶ୍ରମ ଓ ନିଯୁକ୍ତି ମନ୍ତ୍ରଣାଳୟ, ଭାରତ ସରକାର ଦ୍ଵାରା ଏକ ନିଯୁକ୍ତି ମେଳା ଆୟୋଜିତ ହୋଇଯାଇଛି। ରାଜ୍ୟର ବିଭିନ୍ନ ସ୍ଥାନରୁ ପ୍ରାର୍ଥୀ ମାନେ (ଉଭୟ ଭିନ୍ନକ୍ଷମ ଏବଂ ଅଣ ଭିନ୍ନକ୍ଷମ)  ଏନ.ସି.ଏସ.ସି.ଡି.ଏ କାର୍ଯ୍ୟାଳୟ ପରିସରରେ ଏହି ନିଯୁକ୍ତି ମେଳାରେ ଭାଗ ନେଇଥିଲେ। ଏହି ନିଯୁକ୍ତି ମେଳାରେ ଚଳନ ଶକ୍ତି ବାଧିତ ଏବଂ ଶ୍ରବଣ ଶକ୍ତି ବାଧିତ ଭିନ୍ନକ୍ଷମମାନଙ୍କ ପାଇଁ ବିଭିନ୍ନ କ୍ଷେତ୍ରରେ ପଦବୀ ଥିଲା।

ଏହି ନିଯୁକ୍ତି ମେଳାଟି ବିଭିନ୍ନ ନିଯୁକ୍ତିଦାତା ଯଥା ସାଇଣ୍ଟିଷ୍ଟିକ ମାଇଣ୍ଡ, ଗର୍ଗ ଲଜିଷ୍ଟିକ, କମଳିନୀ ଆସୋସିଏଟ ମାନଙ୍କ ସକ୍ରିୟ ସହଯୋଗରେ ସଫଳ ହୋଇଛି। ସେମାନେ ୬୭ ଜଣ ଚାକିରି ଆଶାୟୀ ମାନଙ୍କର ଇଣ୍ଟରଭ୍ୟୁ ନେଇଥିଲେ, ସେଥି ମଧ୍ୟରୁ ୬୩ ଜଣ ପ୍ରାର୍ଥୀ (ଭିନ୍ନକ୍ଷମ ସହିତ) ସର୍ଟଲିଷ୍ଟ ହୋଇଛନ୍ତି।ଏହି ନିଯୁକ୍ତି ମେଳାରେ ବିଭିନ୍ନ କ୍ଷେତ୍ରରୁ ଯଥା ଲଜିଷ୍ଟିକ, ରିଟେଲ ସେଲ୍ସ ଏକଜିକ୍ୟୁଟିଭ , ମାର୍କେଟିଙ୍ଗ, , ଟେଲି କଲର, ୱେବ ଡିଜାନିଙ୍ଗ ଆଦି ପ୍ରାୟ ୨୦୦ ରୁ ଅଧିକ ପଦବୀ ପାଇଁ ବିଭିନ୍ନ କମ୍ପାନି ମାନେ ଯୋଗଦେଇଛନ୍ତି।

NCSCDA କାର୍ଯ୍ୟାଳୟର ମୁଖ୍ୟ/ମନୋବିଜ୍ଞାନୀ ସୋନାଲିକା ସୁମନ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିବା ସମସ୍ତ ନିଯୁକ୍ତିଦାତା ଏବଂ ଚାକିରି ଆଶାୟୀ ପାର୍ଥିମାନଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ ଏବଂ ସେମାନଙ୍କ ସଂଗଠନ ପାଇଁ ଅଧିକରୁ ଅଧିକ PWD ନିଯୁକ୍ତି ଦେବା ପାଇଁ ନିଯୁକ୍ତିଦାତା ମାନଙ୍କୁ ଉତ୍ସାହିତ କରିଥିଲେ। ପ୍ରତ୍ୟେକ ସଂଗଠନରେ ସମାବେଶୀ କର୍ମକ୍ଷେତ୍ର ନିଶ୍ଚିତ କରିବାକୁ ଏହି କେନ୍ଦ୍ର ଦ୍ୱାରା ଆୟୋଜିତ ହେବାକୁ ଥିବା ଭବିଷ୍ୟତର ଚାକିରି ମେଳାରେ ଅଂଶଗ୍ରହଣ କରିବାକୁ ଶ୍ରୀମତୀ ସୋନାଲିକା ସେମାନଙ୍କୁ ଅନୁରୋଧ କରିଥିଲେ।        

NCSCDA ଏନସିଏସସିଡିଏ ନିଯୁକ୍ତି ମେଳା ଭିନ୍ନକ୍ଷମ ଭୁବନେଶ୍ୱର
Share. Facebook Twitter LinkedIn Email WhatsApp Copy Link

Related Posts

କେବେ ହେବ ଖରାଛୁଟି ?

April 17, 2026

IMF GDP ରାଙ୍କିଂରେ ତଳକୁ ଖସିଲା ଭାରତ

April 17, 2026

ସୀମା ନିର୍ଦ୍ଧାରଣ ବିଲ୍ ପାସ୍ ହେବ କି ! ସଂଖ୍ୟାର ଜଟିଳ ଗଣିତ କଣ କହୁଛି ?

April 17, 2026

ନିର୍ଦ୍ଧାରିତ ସମୟ ପୂର୍ବରୁ ଜନ୍ମିତ ଶିଶୁକୁ ନୂଆ ଜୀବନ ଦେଲା ସମ୍

April 16, 2026
Latest News

କେବେ ହେବ ଖରାଛୁଟି ?

April 17, 2026

IMF GDP ରାଙ୍କିଂରେ ତଳକୁ ଖସିଲା ଭାରତ

April 17, 2026

ସୀମା ନିର୍ଦ୍ଧାରଣ ବିଲ୍ ପାସ୍ ହେବ କି ! ସଂଖ୍ୟାର ଜଟିଳ ଗଣିତ କଣ କହୁଛି ?

April 17, 2026

ନିର୍ଦ୍ଧାରିତ ସମୟ ପୂର୍ବରୁ ଜନ୍ମିତ ଶିଶୁକୁ ନୂଆ ଜୀବନ ଦେଲା ସମ୍

April 16, 2026

ନାବାଳିକାକୁ ଅସଦାଚରଣ ଅଭିଯୋଗରେ ପୁର୍ବତନ ଅଧ୍ୟାପକ କୋର୍ଟ ଚାଲାଣ।

April 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.