ରାଜ୍ୟରେ ଆଜି ଆଉ ୮୦୦ ରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

Published: Jul 17, 2022, 9:33 am IST

ଭୁବନେଶ୍ବର: ଗତକାଲି ରାଜ୍ୟରେ ୧୦୬୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୮୭୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୮୭୨ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୧୨୩ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୫୧୨ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୩୬୦ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୪

ବାଲେଶ୍ଵର ଜିଲ୍ଲାରୁ- ୮

ବରଗଡ ଜିଲ୍ଲାରୁ- ୯

ଭଦ୍ରକ ଜିଲ୍ଲାରୁ- ୬

ବଲାଙ୍ଗୀରି ଜିଲ୍ଲାରୁ- ୭

ବୌଦ୍ଧ ଜିଲ୍ଲାରୁ- ୧୧

କଟକ ଜିଲ୍ଲାରୁ- ୯୬

ଦେବଗଡ ଜିଲ୍ଲାରୁ- ୨

ଢେଙ୍କାନାଳ ଜିଲ୍ଲାରୁ- ୧

ଗଜପତି ଜିଲ୍ଲାରୁ- ୩

ଗଞ୍ଜାମ ଜିଲ୍ଲାରୁ- ୮

ଜଗତସିଂହପୁର ଜିଲ୍ଲାରୁ- ୧୬

ଯାଜପୁର ଜିଲ୍ଲାରୁ- ୧୨

ଝାରସୁଗୁଡା ଜିଲ୍ଲାରୁ- ୧୨

କଳାହାଣ୍ଡି ଜିଲ୍ଲାରୁ- ୫

କନ୍ଧମାଳ ଜିଲ୍ଲାରୁ- ୫

କେନ୍ଦ୍ରାପଡା ଜିଲ୍ଲାରୁ- ୮

କେନ୍ଦୁଝର ଜିଲ୍ଲାରୁ- ୧

ଖୋର୍ଦ୍ଧା ଜିଲ୍ଲାରୁ- ୨୮୨

କୋରାପୁଟ ଜିଲ୍ଲାରୁ- ୧୨

ମୟୂରଭଞ୍ଜ ଜିଲ୍ଲାରୁ- ୫୯

ନୟାଗଡ ଜିଲ୍ଲାରୁ- ୧୯

ନୂଆପଡା ଜିଲ୍ଲାରୁ- ୭

ପୁରୀ ଜିଲ୍ଲାରୁ- ୧୯

ରାୟଗଡା ଜିଲ୍ଲାରୁ- ୬

ସମ୍ବଲପୁର ଜିଲ୍ଲାରୁ- ୨୩

ସୋନପୁର ଜିଲ୍ଲାରୁ- ୨୬

ସୁନ୍ଦରଗଡ ଜିଲ୍ଲାରୁ- ୧୪୪

ଷ୍ଟେଟ ପୁଲରୁ- ୬୧

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୯୯ ହଜାର ୧୧୨ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୪ ହଜାର ୨୩୫ ଏବଂ ବର୍ତ୍ତମାନ ୫୬୯୬ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts