Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଶ୍ରାବଣ ମାସର ପ୍ରଥମ ସୋମବାର, ଦୁଇବର୍ଷ ପରେ ହେଲା ବୋଲବମ୍ ଯାତ୍ରା
ଆଜିର ଖବର

ଆଜି ଶ୍ରାବଣ ମାସର ପ୍ରଥମ ସୋମବାର, ଦୁଇବର୍ଷ ପରେ ହେଲା ବୋଲବମ୍ ଯାତ୍ରା

July 18, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଜି ଶ୍ରାବଣ ମାସର ପ୍ରଥମ ସୋମବାର, ଆରମ୍ଭ ହେଲା ବୋଲବମ୍ ଯାତ୍ରା

ଭୁବନେଶ୍ବର: ଆଜି ହେଉଛି ଶ୍ରାବଣ ମାସର ପ୍ରଥମ ସୋମବାର। ବିଶ୍ବାସ ରହିଛି ଯେ, ଶ୍ରାବଣ ସୋମବାରରେ ଶିବଙ୍କ ମସ୍ତକରେ ଜଳ ଅର୍ପଣ କଲେ ପୂଣ୍ୟ ହୁଏ। ସେଥିପାଇଁ ଏହି ମାସରେ ଭକ୍ତମାନେ କାନ୍ଧରେ ବାହାଙ୍ଗି ଧରି ପବିତ୍ର ନଦୀରୁ ଜଳ ଆଣି ଶିବଙ୍କୁ ସମର୍ପଣ କରିଥାନ୍ତି। ଏହାକୁ ବୋଲବମ ଯାତ୍ରା କୁହାଯାଇଥାଏ। ହେଲେ ଗତ ଦୁଇ ବର୍ଷ ଧରି ରାଜ୍ୟରେ କରୋନା ପାଇଁ ଏହି ଯାତ୍ରା ବନ୍ଦ ଥିଲା।

ଆଜି ଓଡିଶାର ସମସ୍ତ ଶୈବ୍ୟ ପିଠରେ ବୋଲବମ ଭକ୍ତଙ୍କ ଭିଡ ପରିଲକ୍ଷିତ ହୋଇଛି। ସେହିପରି ଭୁବନେଶ୍ବର ପ୍ରତିଷ୍ଠିତ ଶୈବ୍ୟପିଠ ପ୍ରଭୃ ଶ୍ରୀଲିଙ୍ଗରାଜଙ୍କ ପିଠରେ ଶହଶହ ଭକ୍ତ ଜଳାଭିଷେକ କରିଛନ୍ତି। ପ୍ରଥମ ସୋମବାରରେ ସେତେଟା ଭିଡ ନ ଥିଲେ ମଧ୍ୟ ପ୍ରଶାସନ ତରଫରୁ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ପରବର୍ତ୍ତି ସୋମବାରରେ ଏହି ଭିଡ ଅଧିକ ପରିଲକ୍ଷିତ ହେବ।

ବୋଲବମ ଯାତ୍ରା ଲିଙ୍ଗରାଜ ମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

Reliance Digital: ରିଲାଏନ୍ସ ଡିଜିଟାଲର ରଥଯାତ୍ରା ଉପଲକ୍ଷେ ଅଫର, ₹୭,୫୦୦ ପର୍ଯ୍ୟନ୍ତ ଉପହାର

July 17, 2026

ଆନ୍ଧ୍ରପ୍ରଦେଶରେ ୧୨ଟି ନୂତନ କୋଭିଡ-୧୯ ମାମଲା: ୪ ମୃତ

July 17, 2026

ଭାରତର ପ୍ରଥମ ହାଇଡ୍ରୋଜେନ୍ ଟ୍ରେନ୍‌ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

July 17, 2026

ଅଳଙ୍କାର କିଣିବାର ଭଲ ସୁଯୋଗ!: ଆଜି ପୁଣି ଶସ୍ତା ହେଲା ସୁନା

July 17, 2026
Latest News

ରାଜ୍ୟସଭାରେ ପ୍ରଥମେ ବନ୍ଦେ ମାତରମ୍ ବିଲ୍ ଆଗତ କରିବେ ଗୃହମନ୍ତ୍ରୀ: ଅପମାନ କଲେ ମିଳିବ କଠୋର ଦଣ୍ଡ 

July 17, 2026

ଭାରତରେ ପ୍ଲାଷ୍ଟିକ୍ ନୋଟ୍ ପ୍ରଚଳନ ପାଇଁ ପ୍ରସ୍ତୁତି ଶେଷ: RBI ନେଲା ବଡ଼ ପଦକ୍ଷେପ

July 17, 2026

Reliance Digital: ରିଲାଏନ୍ସ ଡିଜିଟାଲର ରଥଯାତ୍ରା ଉପଲକ୍ଷେ ଅଫର, ₹୭,୫୦୦ ପର୍ଯ୍ୟନ୍ତ ଉପହାର

July 17, 2026

ଆନ୍ଧ୍ରପ୍ରଦେଶରେ ୧୨ଟି ନୂତନ କୋଭିଡ-୧୯ ମାମଲା: ୪ ମୃତ

July 17, 2026

ଭାରତର ପ୍ରଥମ ହାଇଡ୍ରୋଜେନ୍ ଟ୍ରେନ୍‌ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

July 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.