Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଷ୍ଟ୍ରପତି ଭବନର ଏକ ବୁଥରେ ନିଜର ମତାଧିକାର ସାବସ୍ତ୍ୟ କଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
ଆଜିର ଖବର

ରାଷ୍ଟ୍ରପତି ଭବନର ଏକ ବୁଥରେ ନିଜର ମତାଧିକାର ସାବସ୍ତ୍ୟ କଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

May 12, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
President Ram Nath Kovind casts his vote at a polling booth in the Rashtrapati Bhawan
President Ram Nath Kovind casts his vote at a polling booth in the Rashtrapati Bhawan

ଷଷ୍ଠ ପର୍ଯ୍ୟାୟ ମତଦାନରେ ଆଜି ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କର ମତାଧିକାର ସାବସ୍ତ୍ୟ କରିଛନ୍ତି। ରାଷ୍ଟ୍ରପତି ଭବନରେ ହୋଇଥିବା ଏକ ବୁଥରେ ରାଷ୍ଟ୍ରପତି ଏବଂ ତାଙ୍କର ଧର୍ମପତ୍ନୀ ସବିତା କୋବିନ୍ଦ ନିଜର ଭୋଟ ପ୍ରଦାନ କରିଛନ୍ତି। ଆଜି ନୂଆଦିଲ୍ଲୀ ସମେତ ବିଭିନ୍ନ ରାଜ୍ୟରେ ଷଷ୍ଠ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେଉଛି। ନୂଆଦିଲ୍ଲୀରେ ପ୍ରାୟ 1 କୋଟି 43 ଲକ୍ଷ ଭୋଟର ଭୋଟ ଦେବାର ସମ୍ଭାବନା ରହିଛି।ସେଥିପାଇଁ ଦିଲ୍ଲୀରେ 13 ହଜାର 8ଶହ ପୁଲିଂ ବୁଥ କରାଯାଇଛି। ଆଜି ସକାଳ 7ଟାରୁ ଶାନ୍ତଶୃଙ୍ଖଳା ଭାବେ ମତଦାନ ଆରମ୍ଭ ହୋଇଛି। ଦେଶର ରାଜଧାନୀରେ ଭୋଟ ପକ୍ରିୟା ଚାଲୁଥିବାରୁ ସେଠାରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ବର୍ତ୍ତମାନ ନୂଆଦିଲ୍ଲୀର ଲୋକସଭା ନିର୍ବାଚନ ପାଇଁ ମୁଖ୍ୟତଃ ତ୍ରିମୁଖୀ ପ୍ରତିଦ୍ବନ୍ଦିତା ହେଉଛି। ଦିଲ୍ଲୀ ଶାସନ କ୍ଷମତାରେ ଥିବା ଆମ୍ ଆଦମି ପାର୍ଟି, କଂଗ୍ରେସ ଏବଂ ବିଜେପି ମଧ୍ୟରେ ତୀବ୍ର ଲଢେଇ ହେଉଛି।

Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତଟ ରେଳପଥ ଦ୍ୱାରା ସ୍ୱଚ୍ଛତା ହିଁ ସେବା 2025 ଅଭିଯାନ

September 17, 2025

ସେବା ପର୍ବ ଉପଲକ୍ଷେ ଡିଡି ନେସନାଲ୍ ଏବଂ ଡିଡି ନ୍ୟୁଜର ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଶୁଭାରମ୍ଭ

September 17, 2025

ଖୋର୍ଦ୍ଧା ରୋଡ୍-ବଲାଙ୍ଗିର ରେଳ ଲାଇନରେ ତରାବୋଇ ଠାରେ ନୂତନ ପାସେଞ୍ଜର ହଲ୍ଟ ଉଦଘାଟନ

September 17, 2025

ପ୍ରକୃତି ଏବଂ ବନ୍ୟପ୍ରାଣୀ ସଂରକ୍ଷଣ ପାଇଁ ଢେଙ୍କାନାଳରେ ଅନୁଷ୍ଠିତ ହେବ ଫଟୋଗ୍ରାଫୀ ପ୍ରତିଯୋଗିତା

September 17, 2025
Latest News

ପୂର୍ବତଟ ରେଳପଥ ଦ୍ୱାରା ସ୍ୱଚ୍ଛତା ହିଁ ସେବା 2025 ଅଭିଯାନ

September 17, 2025

ସେବା ପର୍ବ ଉପଲକ୍ଷେ ଡିଡି ନେସନାଲ୍ ଏବଂ ଡିଡି ନ୍ୟୁଜର ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଶୁଭାରମ୍ଭ

September 17, 2025

ବାଣପୁର ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ “ମା ପାଇଁ ଗଛଟିଏ ” କାର୍ଯ୍ୟକ୍ରମ

September 17, 2025

ଖୋର୍ଦ୍ଧା ରୋଡ୍-ବଲାଙ୍ଗିର ରେଳ ଲାଇନରେ ତରାବୋଇ ଠାରେ ନୂତନ ପାସେଞ୍ଜର ହଲ୍ଟ ଉଦଘାଟନ

September 17, 2025

ପ୍ରକୃତି ଏବଂ ବନ୍ୟପ୍ରାଣୀ ସଂରକ୍ଷଣ ପାଇଁ ଢେଙ୍କାନାଳରେ ଅନୁଷ୍ଠିତ ହେବ ଫଟୋଗ୍ରାଫୀ ପ୍ରତିଯୋଗିତା

September 17, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.