Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହୁଇଲ ଚ୍ୟାୟରରେ ଭୋଟ ଦେବାକୁ ଆସିଲେ ବିରୋଧୀ ଦଳର ନେତା ପ୍ରଦୀପ୍ତ ନାୟକ
ଆଜିର ଖବର

ହୁଇଲ ଚ୍ୟାୟରରେ ଭୋଟ ଦେବାକୁ ଆସିଲେ ବିରୋଧୀ ଦଳର ନେତା ପ୍ରଦୀପ୍ତ ନାୟକ

July 18, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ହୁଇଲ ଚ୍ୟାୟରରେ ଭୋଟ ଦେବାକୁ ଆସିଲେ ବିରୋଧୀ ଦଳର ନେତା ପ୍ରଦୀପ୍ତ ନାୟକ

ନୂଆଦିଲ୍ଲୀ: ବହୁଦିନ ଧରି ହସପିଟାଲରେ ଚିକିତ୍ସିତ ହେଉଥିବା ବିରୋଧୀ ଦଳର ନେତା ପ୍ରଦୀପ୍ତ ନାୟକ ରାଷ୍ଟ୍ରପତି ନିର୍ବାଚନରେ ଭୋଟ ଦେଇଛନ୍ତି। ସେ ଦିଲ୍ଲୀର ଏକ ହସପିଟାଲରେ ମାସାଧିକ ସମୟ ଧରି ଚିକିତ୍ସିତ ହେଉଛନ୍ତି।

ଦିଲ୍ଲୀରେ ରହୁଥିବାରୁ ସେ ରାଷ୍ଟ୍ରପତି ନିର୍ବାଚନରେ ସଂସଦ ଭବନରେ ଭୋଟ ଦେବାକୁ ଆବେଦନ କରିଥିଲେ। ସେହି ଅନୁସାରେ ତାଙ୍କୁ ଦିଲ୍ଲୀରେ ଭୋଟ ଦେବାକୁ ଅନୁମତି ଦିଆଯାଇଥିଲା। ଆଜି ସେ ଏକ ହୁଇଲ ଚ୍ୟାୟରରେ ସଂସଦ ଭବନକୁ ଆସି ଭୋଟ ଦେଇଛନ୍ତି।

ପ୍ରଦୀପ୍ତ ନାୟକ ବିରୋଧୀ ଦଳର ନେତା ରାଷ୍ଟ୍ରପତି ନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ବନାମ ଇଂଲଣ୍ଡ ପ୍ରଥମ ଦିନିକିଆ: କେତେବେଳେ ଆରମ୍ଭ ହେବ ମ୍ୟାଚ୍?

July 14, 2026

ଇ-୨୦ ଉପରେ କଠୋର ଆଭିମୁଖ୍ୟ: କଡ଼ା ନିର୍ଦ୍ଦେଶ ଦେଲେ ସରକାର

July 14, 2026

ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଭାରତ ସରକାରଙ୍କ କାର୍ଯ୍ୟାନୁଷ୍ଠାନ: ଇରାନୀ ଦୂତାବାସକୁ କଲେ ସମନ

July 14, 2026

ଆଜି ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ODI: ଜାଣନ୍ତୁ ପିଚ୍ ରିପୋର୍ଟ

July 14, 2026
Latest News

ଭାରତ ବନାମ ଇଂଲଣ୍ଡ ପ୍ରଥମ ଦିନିକିଆ: କେତେବେଳେ ଆରମ୍ଭ ହେବ ମ୍ୟାଚ୍?

July 14, 2026

ଇ-୨୦ ଉପରେ କଠୋର ଆଭିମୁଖ୍ୟ: କଡ଼ା ନିର୍ଦ୍ଦେଶ ଦେଲେ ସରକାର

July 14, 2026

ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଭାରତ ସରକାରଙ୍କ କାର୍ଯ୍ୟାନୁଷ୍ଠାନ: ଇରାନୀ ଦୂତାବାସକୁ କଲେ ସମନ

July 14, 2026

ଆଜି ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ODI: ଜାଣନ୍ତୁ ପିଚ୍ ରିପୋର୍ଟ

July 14, 2026

ସୁନା କିଣିବା ପାଇଁ ଏହା କ’ଣ ଠିକ୍ ସମୟ?: ଜାଣନ୍ତୁ ଆଜିର ମୂଲ୍ୟ

July 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.