Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମଙ୍କିପକ୍ସ ପାଇଁ ପଦକ୍ଷେପ: ସମସ୍ତ ଆନ୍ତର୍ଜାତୀୟ ଯାତ୍ରୀଙ୍କ ସ୍ୱାସ୍ଥ୍ୟଗତ ସ୍କ୍ରିନିଂ ନିଶ୍ଚିତ କରିବାକୁ କେନ୍ଦ୍ରର ପରାମର୍ଶ
ଆଜିର ଖବର

ମଙ୍କିପକ୍ସ ପାଇଁ ପଦକ୍ଷେପ: ସମସ୍ତ ଆନ୍ତର୍ଜାତୀୟ ଯାତ୍ରୀଙ୍କ ସ୍ୱାସ୍ଥ୍ୟଗତ ସ୍କ୍ରିନିଂ ନିଶ୍ଚିତ କରିବାକୁ କେନ୍ଦ୍ରର ପରାମର୍ଶ

July 18, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
Ministry of Health and Family welfare

ନୂଆଦିଲ୍ଲୀ: କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଆଜି ବିମାନବନ୍ଦର ଏବଂ ବନ୍ଦର ମାଧ୍ୟମରେ ଭାରତରେ ପହଞ୍ଚୁଥିବା ଆନ୍ତର୍ଜାତୀୟ ଯାତ୍ରୀମାନଙ୍କ ସ୍ୱାସ୍ଥ୍ୟ ସ୍କ୍ରିନିଂର କାର୍ଯ୍ୟକାରିତା ସମୀକ୍ଷା କରିଛନ୍ତି।

ଏହି ବୈଠକରେ ବିମାନବନ୍ଦର ଏବଂ ବନ୍ଦର ସ୍ୱାସ୍ଥ୍ୟ ଅଧିକାରୀ (ଏପିଏଚଓ / ପିଏଚଓ) ଏବଂ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗର ଆଞ୍ଚଳିକ ନିର୍ଦ୍ଦେଶକମାନେ ଯୋଗ ଦେଇଥିଲେ। ସମସ୍ତ ଆସୁଥିବା ଆନ୍ତର୍ଜାତୀୟ ଯାତ୍ରୀମାନଙ୍କର କଠୋର ସ୍ୱାସ୍ଥ୍ୟ ପରୀକ୍ଷଣ ନିଶ୍ଚିତ କରିବାକୁ ସେମାନଙ୍କୁ ପରାମର୍ଶ ଦିଆଯାଇଥିଲା ଯାହାଦ୍ବାରା ଦେଶରେ ମଙ୍କିପକ୍ସ ସଂକ୍ରମଣର ସମ୍ଭାବନାକୁ କମ୍ କରାଯାଇପାରିବ।

ମନ୍ତ୍ରଣାଳୟର ‘ମଙ୍କିପକ୍ସ ରୋଗର ପରିଚାଳନା ପାଇଁ ନିର୍ଦ୍ଦେଶାବଳୀ’ଅନୁଯାୟୀ ସେମାନଙ୍କୁ ପରାମର୍ଶ ଦିଆଯାଇଥିଲା ଏବଂ ଦିଗଦର୍ଶନ ପ୍ରଦାନ କରାଯାଇଥିଲା।

ଏହା ସହିତ ଅନ୍ୟାନ୍ୟ ଅଂଶୀଦାର ଯଥା ଆନ୍ତର୍ଜାତିକ ବନ୍ଦର ଓ ବିମାନ ବନ୍ଦରର ଇମିଗ୍ରେସନରେ ସମନ୍ବୟ ସ୍ଥାପନ କରିବାକୁ ସେମାନଙ୍କୁ ପରାମର୍ଶ ଦିଆଯାଇଛି ଯଦ୍ବାରା ସ୍ବାସ୍ଥ୍ୟ ସ୍କ୍ରିନିଂ ପ୍ରକ୍ରିୟାକୁ ଶୃଙ୍ଖଳିତ କରାଯାଇପାରିବ। ଏହା ସହିତ ପ୍ରତି ବନ୍ଦରର ପ୍ରବେଶ ମାର୍ଗରେ ହସ୍‌ପିଟାଲ୍ ସହିତ ଏକ ଉପଯୁକ୍ତ ଲିଙ୍କେଜ ବ୍ୟବସ୍ଥା ସ୍ଥାପନ କରାଯାଇଛି ଯଦ୍ବାରା ସଠିକ୍ ସମୟରେ ରେଫରାଲ୍ ଓ ଆଇସୋଲେସନ ବ୍ୟବସ୍ଥା କରାଯାଇପାରିବ।

ଏହି ବୈଠକରେ ଆନ୍ତର୍ଜାତୀୟ ସ୍ୱାସ୍ଥ୍ୟ ବିଭାଗ ଏବଂ ବିପର୍ଯ୍ୟୟ ପରିଚାଳନା ସେଲର ର ବରିଷ୍ଠ ଅଧିକାରୀ ମାନେ ମଧ୍ୟ ଉପସ୍ଥିତ ରହିଥିଲେ।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମଙ୍କିପକ୍ସ
Share. Facebook Twitter LinkedIn Email WhatsApp Copy Link

Related Posts

ଦୁଇଟି ଗୁରୁତ୍ୱପୂର୍ଣ୍ଣ ଏକ୍ସପ୍ରେସ୍ ଟ୍ରେନକୁ ଆଧୁନିକ ଏଲଏଚବି କୋଚ୍ ସହିତ ଅପଗ୍ରେଡ୍ କରିବ ପୂର୍ବତଟ ରେଳପଥ 

February 24, 2026

IPL 2026 କାର୍ଯ୍ୟସୂଚୀ ସମ୍ପର୍କରେ ବଡ଼ ଅପଡେଟ୍: ଏହି ଦିନ ଘୋଷଣା ହେବ ତାରିଖ

February 24, 2026

ମାର୍ଚ୍ଚ ୧ ତାରିଖ ସନ୍ଧ୍ୟା ୬:୩୦ରୁ ଟିଭି ପ୍ରିମିୟମରେ ଦେଖନ୍ତୁ ସୁପରହିଟ୍ ଚଳଚ୍ଚିତ୍ର ‘ଚନ୍ଦ୍ରବଂଶୀ’

February 24, 2026

ଓଡିଶାର ସବୁଠାରୁ ବଡ ଓ ଫ୍ଲାଗସିପ୍ ରିଆଲିଟି ଶୋ‘ ରଜ କୁଇନ୍’: ଆସନ୍ତା ୨୮ରୁ ବିଭିନ୍ନ ସହରରେ ଅଡିସନ୍

February 24, 2026
Latest News

ଦୁଇଟି ଗୁରୁତ୍ୱପୂର୍ଣ୍ଣ ଏକ୍ସପ୍ରେସ୍ ଟ୍ରେନକୁ ଆଧୁନିକ ଏଲଏଚବି କୋଚ୍ ସହିତ ଅପଗ୍ରେଡ୍ କରିବ ପୂର୍ବତଟ ରେଳପଥ 

February 24, 2026

ନାକଟିଦେଉଳରେ ବନାଞ୍ଚଳ ସ୍ତରୀୟ ଜଙ୍ଗଲ ନିଆଁ ନିରାକରଣ ସଚେତନତା ସଭା

February 24, 2026

IPL 2026 କାର୍ଯ୍ୟସୂଚୀ ସମ୍ପର୍କରେ ବଡ଼ ଅପଡେଟ୍: ଏହି ଦିନ ଘୋଷଣା ହେବ ତାରିଖ

February 24, 2026

ମାର୍ଚ୍ଚ ୧ ତାରିଖ ସନ୍ଧ୍ୟା ୬:୩୦ରୁ ଟିଭି ପ୍ରିମିୟମରେ ଦେଖନ୍ତୁ ସୁପରହିଟ୍ ଚଳଚ୍ଚିତ୍ର ‘ଚନ୍ଦ୍ରବଂଶୀ’

February 24, 2026

ଓଡିଶାର ସବୁଠାରୁ ବଡ ଓ ଫ୍ଲାଗସିପ୍ ରିଆଲିଟି ଶୋ‘ ରଜ କୁଇନ୍’: ଆସନ୍ତା ୨୮ରୁ ବିଭିନ୍ନ ସହରରେ ଅଡିସନ୍

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.