Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଙ୍ଗିରିପୋଷି ଘାଟିରେ କାହିଁକି ବାରମ୍ଵାର ଦୁର୍ଘଟଣା ହେଉଛି ? ନିଆଗଲା ପଦକ୍ଷେପ
ଆଜିର ଖବର

ବାଙ୍ଗିରିପୋଷି ଘାଟିରେ କାହିଁକି ବାରମ୍ଵାର ଦୁର୍ଘଟଣା ହେଉଛି ? ନିଆଗଲା ପଦକ୍ଷେପ

July 19, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଙ୍ଗିରିପୋଷି ଘାଟିରେ କାହିଁକି ବାରମ୍ଵାର ଦୁର୍ଘଟଣା ହେଉଛି ? ନିଆଗଲା ପଦକ୍ଷେପ

ଭୁବନେଶ୍ଵର: ଆଜି ଲୋକସେବା ଭବନର ପୂର୍ତ୍ତମନ୍ତ୍ରୀଙ୍କ ପ୍ରକୋଷ୍ଠରେ ବାଙ୍ଗିରିପୋଷି ଘାଟିରେ ବାରମ୍ଵାର ଦୁର୍ଘଟଣାର ଉଚ୍ଚସ୍ତରୀୟ ସମୀକ୍ଷା ହୋଇଛି। ମନ୍ତ୍ରୀ ଶ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆଜିର ସମୀକ୍ଷା ବୈଠକରେ ବାଙ୍ଗିରିପୋଷି ବିଧାୟକ ଶ୍ରୀ ସୁଦାମା ମାର୍ଣ୍ଡି, ବିଶ୍ଵବ୍ୟାଙ୍କର ମୁଖ୍ୟଯନ୍ତ୍ରୀ, ଜାତୀୟ ରାଜପଥ କର୍ତ୍ତୃପକ୍ଷର ଉଚ୍ଚପଦାଧିକାରୀ, ମୁଖ୍ୟଯନ୍ତ୍ରୀ, ସିଭିଲ, ଅଧିକ୍ଷଣ ଯନ୍ତ୍ରୀ, ବାରିପଦାଙ୍କ ଉପସ୍ଥିତିରେ ସମୀକ୍ଷା ହୋଇଥିଲା।

ଏଥିରେ ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ୪୯ ନଂ ଜାତୀୟ ରାଜପଥର ଦ୍ଵାରଶୁଣୀ ଘାଟିରେ ବାରମ୍ଵାର ଦୁର୍ଘଟଣାର ନିରାକରଣ ନିମନ୍ତେ ପ୍ରତିକାର ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ଏଥି ସହିତ ବାଙ୍ଗିରିପୋଷି-ଭୂଆଷୁଣୀ, ଭୂଆଷୁଣୀ-ଲମୁଣ୍ଡାକଟା, ବାଲିଡିହ-ଭୂଆଷୁଣୀ ଏବଂ ଶଙ୍ଖଭଙ୍ଗା-ବିଷୋଇ ରାସ୍ତାର ଉନ୍ନତିକରଣ ତଥା ଗମନାଗମନ ପାଇଁ ଉପଯୁକ୍ତ ରକ୍ଷଣାବେକ୍ଷଣ ବ୍ୟବସ୍ଥା ନିମନ୍ତେ ପଦକ୍ଷେପ ଗ୍ରହଣ କରାଯାଇଥିଲା।

ଗମନାଗମନର ସୁବିଧା ତଥା ଦୁର୍ଘଟଣା ହ୍ରାସ ନିମନ୍ତେ ବାଲିଡିହ-ଭୂଆଷୁଣୀ ରାସ୍ତା ଉପରେ ଏକ ହାଇଲେଭଲ ବ୍ରିଜ ନିର୍ମାଣ ନିମନ୍ତେ ଏକ ବୈଷୟିକ କମିଟି ଗଠନ କରାଯାଇ ଏଥିରେ ତଥ୍ୟଗତ ସହାୟତା ପାଇଁ ଏନ୍‌ଏଚ୍ ର ଅଧିକାରୀ ତଥା ବିଧାୟକଙ୍କୁ ମଧ୍ୟ ସାମିଲ କରାଯାଇଛି।

ଦୁର୍ଘଟଣା ପ୍ରଫୁଲ୍ଲ କୁମାର ମଲ୍ଲିକ ବାଙ୍ଗିରିପୋଷି
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରେସ୍ ସେବା ପୋର୍ଟାଲ୍ ମାଧ୍ୟମରେ ସବୁ ପ୍ରେସ୍ ପଞ୍ଜୀକରଣ ସେବା ଏବେ ଅନଲାଇନରେ ଉପଲବ୍ଧ

March 12, 2026

ରେଳଭଡାରେ କୌଣସି ବ୍ୟବସାୟିକ ଗୋପନୀୟତା ନାହିଁ: ଅଶ୍ୱିନୀ ବୈଷ୍ଣବ

March 12, 2026

ତିରୁଚିରାପଲ୍ଲିରେ ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

March 12, 2026

ଦୃଢ଼ ଡିଜିଟାଲ ଭିତ୍ତିଭୂମି ଦ୍ୱାରା ଡିଜିଟାଲ ଅନ୍ତର୍ଭୁକ୍ତିକୁ ଆଗେଇ ନେଉଛି ଡିଜିଟାଲ ଇଣ୍ଡିଆ: ଅଶ୍ୱିନୀ ବୈଷ୍ଣବ

March 12, 2026
Latest News

ପ୍ରେସ୍ ସେବା ପୋର୍ଟାଲ୍ ମାଧ୍ୟମରେ ସବୁ ପ୍ରେସ୍ ପଞ୍ଜୀକରଣ ସେବା ଏବେ ଅନଲାଇନରେ ଉପଲବ୍ଧ

March 12, 2026

ରେଳଭଡାରେ କୌଣସି ବ୍ୟବସାୟିକ ଗୋପନୀୟତା ନାହିଁ: ଅଶ୍ୱିନୀ ବୈଷ୍ଣବ

March 12, 2026

ତିରୁଚିରାପଲ୍ଲିରେ ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

March 12, 2026

ଦୃଢ଼ ଡିଜିଟାଲ ଭିତ୍ତିଭୂମି ଦ୍ୱାରା ଡିଜିଟାଲ ଅନ୍ତର୍ଭୁକ୍ତିକୁ ଆଗେଇ ନେଉଛି ଡିଜିଟାଲ ଇଣ୍ଡିଆ: ଅଶ୍ୱିନୀ ବୈଷ୍ଣବ

March 12, 2026

କେନ୍ଦ୍ର ବୟନଶିଳ୍ପ ମନ୍ତ୍ରୀଙ୍କ ଦ୍ୱାରା ‘ଭାରତ ଟେକ୍ସ ୨୦୨୬’ ଶୁଭାରମ୍ଭ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.