Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ: ଭାରତରେ ନୂତନମାମଲାରେ ୩୨.୩ ପ୍ରତିଶତ ବୃଦ୍ଧି
ଆଜିର ଖବର

କରୋନା ଅପଡେଟ: ଭାରତରେ ନୂତନମାମଲାରେ ୩୨.୩ ପ୍ରତିଶତ ବୃଦ୍ଧି

July 20, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦ ହଜାର ୫୫୭ ଟି ନୂଆ କରୋନା ମାମଲା ରିପୋର୍ଟ ହୋଇଥିବା ବେଳେ ଦେଶରେ ମୋଟ ମାମଲା ୪ କୋଟି ୩୮ ଲକ୍ଷ ୩ ହଜାର ୬୧୯ ରେ ପହଞ୍ଚିଛି। ବର୍ତ୍ତମାନ ମୋଟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୪୫ ହଜାର ୬୫୪କୁ ବୃଦ୍ଧି ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୮ ହଜାର ୫୧୭ ଜଣ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି।

ତେବେ ଏପର୍ଯ୍ୟନ୍ତ ସମୁଦାୟ ୪ କୋଟି ୩୧ ଲକ୍ଷ ୩୨ ହଜାର ୧୪୦ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ କରୋନା ଯୋଗୁଁ ୪୦ ଜଣଙ୍କର ମୃତ୍ୟୁ ହୋଇଛି। କରୋନାରେ ମୃତ୍ୟୁବରଣ କରିଥିବା ମୋଟ ଲୋକଙ୍କ ସଂଖ୍ୟା ୫ ଲକ୍ଷ ୨୫ ହଜାର ୮୨୫ କୁ ବୃଦ୍ଧି ପାଇଛି।

କରୋନା ଅପଡେଟ କରୋନା ମାମଲା ସକ୍ରିୟ ଆକ୍ରାନ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ଆମେରିକୀୟ କୃଷକଙ୍କୁ ସମୃଦ୍ଧ କରିବ ବାଣିଜ୍ୟ ଚୁକ୍ତି: ଆମେରିକା ସଚିବଙ୍କ ଦାବିର ଜବାବ ଦେଲା ଭାରତ

February 3, 2026

ବର୍ତ୍ତମାନ କେଉଁ ଦେଶ ଉପରେ ରହିଛି ସର୍ବାଧିକ ଆମେରିକା ଶୁଳ୍କ: କେଉଁଠି ଭାରତର ସ୍ଥାନ?

February 3, 2026

ଆଡମିଟ୍ କାର୍ଡ ଜାରି କଲା CBSE: ଦଶମ ଏବଂ ଦ୍ୱାଦଶ ଛାତ୍ରଛାତ୍ରୀମାନେ ତୁରନ୍ତ କରନ୍ତୁ ଡାଉନଲୋଡ୍

February 3, 2026

ଅଗ୍ନିବୀରମାନଙ୍କ ପାଇଁ ବଡ଼ ଘୋଷଣା କରିବେ ସରକାର?: ପ୍ରସ୍ତୁତି ଆରମ୍ଭ କଲା ଗୃହ ମନ୍ତ୍ରାଳୟ

February 3, 2026
Latest News

ଆମେରିକୀୟ କୃଷକଙ୍କୁ ସମୃଦ୍ଧ କରିବ ବାଣିଜ୍ୟ ଚୁକ୍ତି: ଆମେରିକା ସଚିବଙ୍କ ଦାବିର ଜବାବ ଦେଲା ଭାରତ

February 3, 2026

ବର୍ତ୍ତମାନ କେଉଁ ଦେଶ ଉପରେ ରହିଛି ସର୍ବାଧିକ ଆମେରିକା ଶୁଳ୍କ: କେଉଁଠି ଭାରତର ସ୍ଥାନ?

February 3, 2026

ଆଡମିଟ୍ କାର୍ଡ ଜାରି କଲା CBSE: ଦଶମ ଏବଂ ଦ୍ୱାଦଶ ଛାତ୍ରଛାତ୍ରୀମାନେ ତୁରନ୍ତ କରନ୍ତୁ ଡାଉନଲୋଡ୍

February 3, 2026

ଅଗ୍ନିବୀରମାନଙ୍କ ପାଇଁ ବଡ଼ ଘୋଷଣା କରିବେ ସରକାର?: ପ୍ରସ୍ତୁତି ଆରମ୍ଭ କଲା ଗୃହ ମନ୍ତ୍ରାଳୟ

February 3, 2026

୫୦୦% ଶୁଳ୍କ ଧମକ ଦେଇଥିବା ଆମେରିକା ନେତା, ଏବେ ଭାରତ ଉପରେ କହିଲେ…

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.