Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୁଶୀନଗରଠାରେ  ନିର୍ବାଚନୀ ପ୍ରଚାରରେ ଉଭୟ କଂଗ୍ରେସ ଓ ମେଣ୍ଟ ସରକାର ଉପରେ ବର୍ଷିଲେ ମୋଦି
ଆଜିର ଖବର

କୁଶୀନଗରଠାରେ  ନିର୍ବାଚନୀ ପ୍ରଚାରରେ ଉଭୟ କଂଗ୍ରେସ ଓ ମେଣ୍ଟ ସରକାର ଉପରେ ବର୍ଷିଲେ ମୋଦି

May 13, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆଜି ଷଷ୍ଠ ପର୍ଯ୍ୟାୟ ନିର୍ବାଚନ ଚାଲିଥିବାବେଳେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର କରିଛନ୍ତି ।  କୁଶୀନଗରଠାରେ ଏକ ରାଲିକୁ ସମ୍ବୋଧନ କରିଛନ୍ତି ମୋଦି ।  ଏହି ରାଲିରେ ଯୋଗ ଦେଇ  ମୋଦି କଂଗ୍ରେସ ଓ ମହାମେଣ୍ଟର ସରକାର ଉପରେ ବର୍ଷିଛନ୍ତି । ଆଜି ଜମ୍ମୁର ଶୋପିଆନ ଜିଲ୍ଲାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ନେଇ ମୋଦି କହିଛନ୍ତି ଯେ, ଆତଙ୍କବାଦୀଙ୍କୁ ଯବାନ ଗୁଳି ମାରିବା ସ୍ୱାଭାବିକ। ହେଲେ ଏଥିପାଇଁ କଣ ନିର୍ବାଚନ କମିଶନଙ୍କ ଅନୁମତି ଦରକାର କି ବୋଲି ମୋଦି ଉପସ୍ଥିତ ଜନତାଙ୍କୁ ପ୍ରଶ୍ନ କରିଛନ୍ତି। ସେନା ଯେଉଁ ଗୁଳି ଫୁଟାଉଛି ତାହା ମୋଦି କରାଉଛି ବୋଲି କହି ବିରୋଧୀ ରାଜନୀତିକ ଡ୍ରାମା ଆରମ୍ଭ କରିଥିବା ସେ କହିଛନ୍ତି। ସେହିପରି ନିର୍ବାଚନ ଫଳାଫଳ ଉପରେ ନିଜର ମତ ରଖିଛନ୍ତି ମୋଦି । ଫଳାଫଳ ଆସିଲେ ବିରୋଧୀଙ୍କ ଅବସ୍ଥା ଜଣାପଡିବ ବୋଲି ସେ କହିଛନ୍ତି। ସାରା ଦେଶ ଏକ ମଜବୁତ ସରକାର ଗଢ଼ିବା ପାଇଁ ଭୋଟ ଦେଉଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି । ରାଜସ୍ଥାନର ଅଲବରରେ ହୋଇଥିବା ଦୁଷ୍କର୍ମ ଘଟଣାକୁ ନେଇ ମଧ୍ୟ ମୋଦୀ କଂଗ୍ରେସ ଉପରକୁ ଆକ୍ରମଣ କରିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଟ୍ରେନ୍ ଉପରେ ପଥର ଫିଙ୍ଗିବା ମାମଲା: 45 ଅଭିଯୁକ୍ତ ଗିରଫ, ସହଯୋଗ ପାଇଁ ପୂର୍ବତଟ ରେଳପଥର ନିବେଦନ

November 27, 2025

ଶିକ୍ଷକ ଓ ଶିକ୍ଷା କର୍ମଚାରୀ ମାନଙ୍କର ସମସ୍ୟା ସମାଧାନ କରନ୍ତୁ ସରକାର: ସମନ୍ୱୟ ସମିତି

November 27, 2025

ଦ୍ୱିତୀୟ ବିବାହ କଲେ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ୍ ଦଣ୍ଡ: ଆସାମ ବିଧାନସଭାରେ ଆଗତ ହେଲା ବିଲ୍

November 27, 2025

ୟୁପିଏସସିର ଶତାବ୍ଦୀ ସମ୍ମେଳନ କାର୍ଯ୍ୟକ୍ରମର ପୂର୍ଣ୍ଣାଙ୍ଗ ଅଧିବେଶନକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ

November 27, 2025
Latest News

ଟ୍ରେନ୍ ଉପରେ ପଥର ଫିଙ୍ଗିବା ମାମଲା: 45 ଅଭିଯୁକ୍ତ ଗିରଫ, ସହଯୋଗ ପାଇଁ ପୂର୍ବତଟ ରେଳପଥର ନିବେଦନ

November 27, 2025

ଶିକ୍ଷକ ଓ ଶିକ୍ଷା କର୍ମଚାରୀ ମାନଙ୍କର ସମସ୍ୟା ସମାଧାନ କରନ୍ତୁ ସରକାର: ସମନ୍ୱୟ ସମିତି

November 27, 2025

ଦ୍ୱିତୀୟ ବିବାହ କଲେ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ୍ ଦଣ୍ଡ: ଆସାମ ବିଧାନସଭାରେ ଆଗତ ହେଲା ବିଲ୍

November 27, 2025

ୟୁପିଏସସିର ଶତାବ୍ଦୀ ସମ୍ମେଳନ କାର୍ଯ୍ୟକ୍ରମର ପୂର୍ଣ୍ଣାଙ୍ଗ ଅଧିବେଶନକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ

November 27, 2025

IITF 2025: ପ୍ରଥମ ସ୍ଥାନ ଅଧିକାର କଲା ଓଡ଼ିଶା, ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

November 27, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.