Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ: ଭାରତରେ ୨୧ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

କରୋନା ଅପଡେଟ: ଭାରତରେ ୨୧ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ

July 21, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତକାଲି ଦେଶରେ ୨୦ ହଜାର ୫୫୭ ଟି ନୂଆ କରୋନା ମାମଲା ରିପୋର୍ଟ ହୋଇଥିବା ବେଳେ ଆଜି ୨୧ ହଜାର ୫୫୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦେଶରେ ମୋଟ ମାମଲା ୪ କୋଟି ୩୮ ଲକ୍ଷ ୨୫ ହଜାର ୧୭୫ ରେ ପହଞ୍ଚିଛି। ବର୍ତ୍ତମାନ ମୋଟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୪୮ ହଜାର ୮୮୧ କୁ ବୃଦ୍ଧି ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୮ ହଜାର ୨୯୪ ଜଣ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି।

ତେବେ ଏପର୍ଯ୍ୟନ୍ତ ସମୁଦାୟ ୪ କୋଟି ୩୧ ଲକ୍ଷ ୫୦ ହଜାର ୪୩୪ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ କରୋନା ଯୋଗୁଁ ୪୫ ଜଣଙ୍କର ମୃତ୍ୟୁ ହୋଇଛି। କରୋନାରେ ମୃତ୍ୟୁବରଣ କରିଥିବା ମୋଟ ଲୋକଙ୍କ ସଂଖ୍ୟା ୫ ଲକ୍ଷ ୨୫ ହଜାର ୮୭୦ କୁ ବୃଦ୍ଧି ପାଇଛି।

କରୋନା ଅପଡେଟ କରୋନା ମାମଲା ଭାରତ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ମାନଧନ ଯୋଜନା ପାଇଁ କିପରି ଆବେଦନ କରିବେ?: ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

September 12, 2026

ସୁନା ଓ ରୂପା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ଆଜିର ଦର

September 12, 2026

ନନ୍ଦନକାନନକୁ ଗୁଜରାଟ ବନ୍ତାରାରୁ ଆସିଲେ ୭ ପ୍ରଜାତିର ନୂଆ ଅତିଥି

September 12, 2026

ବ୍ରିକ୍ସ ପ୍ଲାଟଫର୍ମରୁ ମହିନ୍ଦ୍ରାଙ୍କୁ ପ୍ରଶଂସା କଲେ ପୁଟିନ୍: ଜାଣନ୍ତୁ କାହିଁକି?

September 12, 2026
Latest News

ପ୍ରଧାନମନ୍ତ୍ରୀ ମାନଧନ ଯୋଜନା ପାଇଁ କିପରି ଆବେଦନ କରିବେ?: ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

September 12, 2026

ସୁନା ଓ ରୂପା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ଆଜିର ଦର

September 12, 2026

ନନ୍ଦନକାନନକୁ ଗୁଜରାଟ ବନ୍ତାରାରୁ ଆସିଲେ ୭ ପ୍ରଜାତିର ନୂଆ ଅତିଥି

September 12, 2026

ବ୍ରିକ୍ସ ପ୍ଲାଟଫର୍ମରୁ ମହିନ୍ଦ୍ରାଙ୍କୁ ପ୍ରଶଂସା କଲେ ପୁଟିନ୍: ଜାଣନ୍ତୁ କାହିଁକି?

September 12, 2026

କ୍ଷତିକାରକ ନୁହେଁ ଉପବାସ, ଜାଣନ୍ତୁ କ’ଣ ମିଳିଥାଏ ଲାଭ

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.