Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମା’ ଭଗବତୀ ମନ୍ଦିର ଦର୍ଶନ କଲେ ବରିଷ୍ଠ ବିଜେପି ନେତା ବିଜୟ ମହାପାତ୍ର
ଆଜିର ଖବର

ମା’ ଭଗବତୀ ମନ୍ଦିର ଦର୍ଶନ କଲେ ବରିଷ୍ଠ ବିଜେପି ନେତା ବିଜୟ ମହାପାତ୍ର

July 21, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଆଜି ବରିଷ୍ଠ ବିଜେପି ନେତା ବିଜୟ ମହାପାତ୍ର ଖୋର୍ଦ୍ଧା ଜିଲ୍ଲା ବାଣପୁର ପ୍ରସିଦ୍ଧ ମା’ ଭଗବତୀ ପୀଠ ଦର୍ଶନକୁ ଆସିଥିଲେ। ତାଙ୍କ ସାଙ୍ଗରେ ପୂର୍ବତନ ସାଂସଦ ରବି ନାରାୟଣ ପାଣି ମଧ୍ୟ ସାମିଲ ଥିଲେ। ଶ୍ରୀ ମହାପାତ୍ର ମନ୍ଦିରରେ ମା’ଙ୍କ ଦର୍ଶନ ସାରି ବେଢାରେ କିଛି ସମୟ ଅତିବାହିତ କରିବା ସହ ପ୍ରସାଦ ସେବନ କରିଥିଲେ।

ଏହି ସମୟରେ ଖୋର୍ଦ୍ଧା ଜିଲ୍ଲା ବିଜେପି ସଭାପତି ରଶ୍ମିରଞ୍ଜନ ମହାପାତ୍ର ଏବଂ ସ୍ଥାନୀୟ ବିଜେପି କର୍ମୀମାନେ ଉପସ୍ଥିତ ଥିଲେ। ଏହି ଅବସରରେ ସ୍ଥାନୀୟ ସେବାୟତଙ୍କ ସହ ଶ୍ରୀ ମହାପାତ୍ର ମନ୍ଦିରର ଉନ୍ନତି ବିଷୟରେ ମଧ୍ୟ ବିସ୍ତୃତ ଆଲୋଚନା କରିଥିଲେ।

ବାଣପୁର ଓକିଲ ସଂଘର ସମ୍ପାଦକ ଜଗନ୍ନାଥ ଭୋଳଙ୍କ ନେତୃତ୍ୱରେ ଏକ ଟିମ ମଧ୍ୟ ଶ୍ରୀ ମହାପାତ୍ରଙ୍କୁ ମନ୍ଦିର ପରିସରରେ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲା। ତେବେ ବାଣପୁର ଗସ୍ତର ଆଭିମୁଖ୍ୟ ବିଷୟରେ ଗଣମାଧ୍ୟମ ପ୍ରତିନିଧିମାନେ ଶ୍ରୀ ମହାପାତ୍ରଙ୍କୁ ପଚାରିବାରୁ ଏହା ତାଙ୍କର ସମ୍ପୂର୍ଣ୍ଣ ବ୍ୟକ୍ତିଗତ ଗସ୍ତ ବୋଲି କହିବା ସହ କେବଳ ମା’ ଭଗବତୀଙ୍କ ଦର୍ଶନ ପାଇଁ ଆସିଥିବାର କହିଛନ୍ତି। ତେବେ ରାଜନୈତିକ ପ୍ରଶ୍ନରୁ ସମ୍ପୂର୍ଣ୍ଣ ଦୁରେଇ ରହିଥିଲେ ଶ୍ରୀ ମହାପାତ୍ର।

ବରିଷ୍ଠ ବିଜେପି ନେତା ବାଣପୁର ବିଜୟ ମହାପାତ୍ର ମା’ ଭଗବତୀ ମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ଆଫଗାନିସ୍ତାନରେ ଶକ୍ତିଶାଳୀ ଭୂମିକମ୍ପ: ଥରିଲା ହିନ୍ଦୁକୁଶ, ଲୋକେ ଭୟଭୀତ

October 1, 2026

ଅକ୍ଟୋବର ଆରମ୍ଭରୁ ମହଙ୍ଗା ବାଣିଜ୍ୟିକ ଏଲପିଜି

October 1, 2026

“ସାରା ଦେଶରେ NRC ଲାଗୁ ହେବା ଉଚିତ”: SIR ବିବାଦ ମଧ୍ୟରେ RSS ର ଦାବି

October 1, 2026

Jio 10th Anniversary Offer: ୧,୪୯୯ ଟଙ୍କା ମୂଲ୍ୟର ଜିଓଭାରତ ୪ଜି ଫୋନ ସହିତ ୬ ମାସର ମାଗଣା ରିଚାର୍ଜ

October 1, 2026
Latest News

ଆଫଗାନିସ୍ତାନରେ ଶକ୍ତିଶାଳୀ ଭୂମିକମ୍ପ: ଥରିଲା ହିନ୍ଦୁକୁଶ, ଲୋକେ ଭୟଭୀତ

October 1, 2026

ଅକ୍ଟୋବର ଆରମ୍ଭରୁ ମହଙ୍ଗା ବାଣିଜ୍ୟିକ ଏଲପିଜି

October 1, 2026

“ସାରା ଦେଶରେ NRC ଲାଗୁ ହେବା ଉଚିତ”: SIR ବିବାଦ ମଧ୍ୟରେ RSS ର ଦାବି

October 1, 2026

ୟୁପିରେ ୨୦୨୭ ନିର୍ବାଚନ ପୂର୍ବରୁ ମେଣ୍ଟରେ ମହାଟକ୍କର! ଆସନ ଦାବିକୁ ନେଇ SP-କଂଗ୍ରେସ ମୁହାଁମୁହିଁ, ଭାଙ୍ଗିବ କି ଇଣ୍ଡିଆ ମେଣ୍ଟ?

October 1, 2026

Jio 10th Anniversary Offer: ୧,୪୯୯ ଟଙ୍କା ମୂଲ୍ୟର ଜିଓଭାରତ ୪ଜି ଫୋନ ସହିତ ୬ ମାସର ମାଗଣା ରିଚାର୍ଜ

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.