Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କ୍ରମାଗତ ତୃତୀୟ ଦିନ ପାଇଁ ୨୧ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ, ୧.୫ ଲକ୍ଷ ଅତିକ୍ରମ କଲା ସକ୍ରିୟ ମାମଲା
ଆଜିର ଖବର

କ୍ରମାଗତ ତୃତୀୟ ଦିନ ପାଇଁ ୨୧ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ, ୧.୫ ଲକ୍ଷ ଅତିକ୍ରମ କଲା ସକ୍ରିୟ ମାମଲା

July 23, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଭାରତରେ କରୋନା ବୃଦ୍ଧି ଯୋଗୁଁ ସାଧାରଣ ଲୋକଙ୍କ ଚିନ୍ତା ବଢାଇ ଦେଇଛି। ଦେଶରେ କରୋନା ସଂକ୍ରମଣର ଶୀଘ୍ର ବିସ୍ତାର ହେତୁ ଲୋକଙ୍କ ମଧ୍ୟରେ ଭୟ ରହିଛି। ଶନିବାର କ୍ରମାଗତ ତୃତୀୟ ଦିନ ପାଇଁ ୨୧ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କୋଭିଡ୧୯ ର ୨୧ ହଜାର ୪୧୧ ଟି ନୂଆ ମାମଲା ରିପୋର୍ଟ ହୋଇଛି। କିନ୍ତୁ ଏହି ସଂଖ୍ୟା ଶୁକ୍ରବାର ତୁଳନାରେ ସାମାନ୍ୟ କମ୍ ଅଟେ। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୭ ଜଣ କରୋନା ସଂକ୍ରମିତ ରୋଗୀ ପ୍ରାଣ ହରାଇଛନ୍ତି। ଏଥି ସହିତ କରୋନାର ସକ୍ରିୟ ମାମଲା ସଂଖ୍ୟା ଦେଢ ଲକ୍ଷ ଅତିକ୍ରମ କରିଛି।

କରୋନା ଆକ୍ଟିଭ୍ କେସ୍ ୧ ଲକ୍ଷ ୫୦ ହଜାର ୧୦୦ ରେ ପହଞ୍ଚିଛି। ଏହା ସହିତ କରୋନା ସଂକ୍ରମଣରୁ ସୁସ୍ଥ ହେବା ପରେ ୨୦ ହଜାର ୭୨୬ ରୋଗୀ ସେମାନଙ୍କ ଘରେ ପହଞ୍ଚିଛନ୍ତି।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ କରୋନାରେ ୬୭ ଜଣଙ୍କର ମୃତ୍ୟୁ ହୋଇଛି। ସାରା ଦେଶରେ କରୋନା ସଂକ୍ରମଣ ହେତୁ ଏପର୍ଯ୍ୟନ୍ତ ୫ ଲକ୍ଷ ୨୫ ହଜାର ୯୯୭ ଲୋକ ପ୍ରାଣ ହରାଇଛନ୍ତି।

କରୋନା ସକ୍ରିୟ ମାମଲା ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଥମ ଥର ପାଇଁ ଐତିହାସିକ ଲାଲକିଲ୍ଲାର ପ୍ରାଚୀରରୁ ଗାନ କରାଯିବ ‘ବନ୍ଦେ ମାତରମ୍’

August 11, 2026

ଓଡିଶା ରାଜ୍ୟ ପଣ୍ୟାଗାର ନିଗମ ପକ୍ଷରୁ ସରକାରଙ୍କୁ ଲାଭାଂଶ ଅର୍ଥ ପ୍ରଦାନ

August 11, 2026

ଜାତୀୟ ଜଳକ୍ରୀଡ଼ା ଚାମ୍ପିୟନସିପ୍‌ରେ ଓଡ଼ିଶା ପୋଲିସର ସଫଳତା : ୨ଟି ସ୍ୱର୍ଣ୍ଣ ସହ ୮ଟି ପଦକ ହାସଲ

August 11, 2026

ଆଜି ଅଗଷ୍ଟ ୧୧ ତାରିଖ ମଙ୍ଗଳବାରରେ ସାତୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

August 11, 2026
Latest News

ପ୍ରଥମ ଥର ପାଇଁ ଐତିହାସିକ ଲାଲକିଲ୍ଲାର ପ୍ରାଚୀରରୁ ଗାନ କରାଯିବ ‘ବନ୍ଦେ ମାତରମ୍’

August 11, 2026

ଓଡିଶା ରାଜ୍ୟ ପଣ୍ୟାଗାର ନିଗମ ପକ୍ଷରୁ ସରକାରଙ୍କୁ ଲାଭାଂଶ ଅର୍ଥ ପ୍ରଦାନ

August 11, 2026

ଜାତୀୟ ଜଳକ୍ରୀଡ଼ା ଚାମ୍ପିୟନସିପ୍‌ରେ ଓଡ଼ିଶା ପୋଲିସର ସଫଳତା : ୨ଟି ସ୍ୱର୍ଣ୍ଣ ସହ ୮ଟି ପଦକ ହାସଲ

August 11, 2026

ଆଜି ଅଗଷ୍ଟ ୧୧ ତାରିଖ ମଙ୍ଗଳବାରରେ ସାତୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

August 11, 2026

କଲମ୍ବିଆରେ ଭୂମିକମ୍ପ: ମୃତ୍ୟୁସଂଖ୍ୟା ୭୭, ଉଦ୍ଧାର ପାଇଁ ମୁତୟନ ହେଲା ସେନା

August 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.