Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜମ୍ମୁ କାଶ୍ମୀରରେ ଗୁଳି ବିନିମୟ : ଦୁଇ ଆତଙ୍କବାଦୀ ନିହତ
ଆଜିର ଖବର

ଜମ୍ମୁ କାଶ୍ମୀରରେ ଗୁଳି ବିନିମୟ : ଦୁଇ ଆତଙ୍କବାଦୀ ନିହତ

May 12, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜମ୍ମୁ-କାଶ୍ମୀରର ସୋପିଆନରେ ଆଜି ଆତଙ୍କବାଦୀ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ଏଥିରେ ୨ଜଣ ଆତଙ୍କବାଦୀ ପ୍ରାଣ ହରାଇବା ସହ ଘଟଣାସ୍ଥଳରୁ ବିପୁଳ ପରିମାଣରେ ଗୁଳିଗୋଳା ଜବତ କରାଯାଇଛି । ସୂଚନା ମୁତାବକ, ସୋପିଆନ ହିନ୍ଦ ସୀତାପୁରା ଅଂଚଳରେ  ୨ଜଣ ଆତଙ୍କବାଦୀ ଲୁଚି ରହିଥିବା ସୁରକ୍ଷାକର୍ମୀଙ୍କୁ ସୂଚନା ମିଳିଥିଲା । ସେନା ପକ୍ଷରୁ ସର୍ଚ୍ଚ ଅପରେସନ୍‌ କରାଯାଇଥିଲା ।  ଏଥିରେ ଦୁଇଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି  । ଏହାସହ ଘଟଣାସ୍ଥଳରୁ ବିପୁଳ ପରିମାଣରେ ବନ୍ଧୁକ, ଗ୍ରେନେଡ ଜବତ କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ମହାରାଜା ଫିଲ୍ମ ହଲରେ ମାରପିଟ୍

May 22, 2026

କେନ୍ଦ୍ର କ୍ୟାବିନେଟ ବୈଠକ : କମ୍ ସମୟରେ ଅଧିକ କାମ

May 22, 2026

ନିର୍ମାଣ ବିଭାଗର ସମୀକ୍ଷା : ଦୁର୍ନୀତିମୁକ୍ତ କାର୍ଯ୍ୟାନ୍ବୟନକୁ ଗୁରୁତ୍ବ

May 21, 2026

ଆଧୁନିକ ଜ୍ଞାନକୌଶଳ ବ୍ୟବହାର କରି ଗୁଇନ୍ଦା ସୂଚନା ସଂଗ୍ରହକୁ ସୁଦୃଢ଼ କରୁଛି ରେଳବାଇ: ଅଶ୍ୱିନୀ ବୈଷ୍ଣବ

May 21, 2026
Latest News

ମହାରାଜା ଫିଲ୍ମ ହଲରେ ମାରପିଟ୍

May 22, 2026

କେନ୍ଦ୍ର କ୍ୟାବିନେଟ ବୈଠକ : କମ୍ ସମୟରେ ଅଧିକ କାମ

May 22, 2026

ନିର୍ମାଣ ବିଭାଗର ସମୀକ୍ଷା : ଦୁର୍ନୀତିମୁକ୍ତ କାର୍ଯ୍ୟାନ୍ବୟନକୁ ଗୁରୁତ୍ବ

May 21, 2026

ଆଧୁନିକ ଜ୍ଞାନକୌଶଳ ବ୍ୟବହାର କରି ଗୁଇନ୍ଦା ସୂଚନା ସଂଗ୍ରହକୁ ସୁଦୃଢ଼ କରୁଛି ରେଳବାଇ: ଅଶ୍ୱିନୀ ବୈଷ୍ଣବ

May 21, 2026

ଚାନ୍ଦପୁର ମଣ୍ଡଳ ବିଜେପି ପକ୍ଷରୁ ବିଶାଳ ଜନ ଆକ୍ରୋଶ ମହିଳା ଶକ୍ତି ପଦଯାତ୍ରା

May 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.