Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»BREAKING NEWS: ପନ୍ଦରତମ ରାଷ୍ଟ୍ରପତି ଭାବେ ଶପଥ ନେଲେ ଦ୍ରୌପଦୀ ମୁର୍ମୁ
ଆଜିର ଖବର

BREAKING NEWS: ପନ୍ଦରତମ ରାଷ୍ଟ୍ରପତି ଭାବେ ଶପଥ ନେଲେ ଦ୍ରୌପଦୀ ମୁର୍ମୁ

July 25, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
BREAKING NEWS: ପନ୍ଦରତମ ରାଷ୍ଟ୍ରପତି ଭାବେ ଶପଥ ନେଲେ ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ଆଜି 10ଟା 15 ମିନିଟରେ ଦେଶର 15 ତମ ରାଷ୍ଟ୍ରପତି ଭାବେ ଶପଥ ନେଲେ ଦ୍ରୌପଦୀ ମୁର୍ମୁ। ସଂସଦର କେନ୍ଦ୍ରୀୟ ହଲରେ ତାଙ୍କୁ ଶପଥ ପାଠ କରାଇଥିଲେ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଏମ ଭି ରମନା। ମଞ୍ଚ ଉପରେ ମୁଖ୍ୟ ବିଚାରପତି ରମନା ତାଙ୍କ ପାଖରେ ଦ୍ରୌପଦୀ ମୁର୍ମୁ, ମଝିରେ ରାଷ୍ଟ୍ରପତି ରାମାନାଥ କୋବିନ୍ଦ, ତାଙ୍କ ପାଖରେ ଉପରାଷ୍ଟ୍ରପତି ଏମ ଭେଙ୍କେୟାନାଇଡୁ ଏବଂ ଶେଷରେ ବାଚସ୍ପତି ଓମ ବିର୍ଲା ବସିଥିଲେ।

ଶପଥପାଠ ପରେ ମଝିରେ ବସିଥିବା ରାଷ୍ଟ୍ରପତି ରାମାନଥ କୋବିନ୍ଦ ଦ୍ରୌପଦୀ ମୁର୍ମୁଙ୍କୁ ସେହି ଆସନ ଛାଡି ଦେଇଥିଲେ। ଆସନ ଅଦଳବଦଳ ପରେ ଦ୍ରୌପଦୀ ମୁର୍ମୁ ମଝିରେ ବସିଥିଲେ। ଏହାପରେ ତାଙ୍କୁ ତୋପ ସଲାମି ପ୍ରଦାନ କରାଯାଇଥିଲା। ଏହାପରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅଭିଭାଷଣ ପ୍ରଦାନ କରିଥିଲେ।

DroupadiMurmu ଦ୍ରୌପଦୀ ମୁର୍ମୁ ଭାରତର ରାଷ୍ଟ୍ରପତି ରାମାନାଥ କୋବିନ୍ଦ
Share. Facebook Twitter LinkedIn Email WhatsApp Copy Link

Related Posts

ମହାପ୍ରଭୁଙ୍କ ଦେବସ୍ନାନ ଲୀଳା ପାଇଁ ଶ୍ରୀମନ୍ଦିରରେ ଆରମ୍ଭ ହେଲା ନୀତିକାନ୍ତି

June 27, 2026

ମଇରେ ଓଡ଼ିଶାରେ ୧ ଲକ୍ଷରୁ ଅଧିକ ନୂତନ ମୋବାଇଲ୍ ଏବଂ ହୋମ୍ ବ୍ରଡବ୍ୟାଣ୍ଡ ଉପଭୋକ୍ତା ଯୋଡ଼ିଲା ଜିଓ

June 27, 2026

ବଜ୍ରପାତରେ ଆହତ ହେବା ପରେ ବି ୧୦୦% ଡିଜିଟାଇଜେସନ କାମ ଶେଷ କଲେ ବିଏଲ୍ଓ ପ୍ରମିଳା ଓଝା

June 27, 2026

ପାରାଦୀପର ବିଭିନ୍ନ ପ୍ରଗତିମୂଳକ ପ୍ରକଳ୍ପର ସମୀକ୍ଷା କଲେ ଉଷା ପାଢ଼ୀ

June 27, 2026
Latest News

ମହାପ୍ରଭୁଙ୍କ ଦେବସ୍ନାନ ଲୀଳା ପାଇଁ ଶ୍ରୀମନ୍ଦିରରେ ଆରମ୍ଭ ହେଲା ନୀତିକାନ୍ତି

June 27, 2026

ମଇରେ ଓଡ଼ିଶାରେ ୧ ଲକ୍ଷରୁ ଅଧିକ ନୂତନ ମୋବାଇଲ୍ ଏବଂ ହୋମ୍ ବ୍ରଡବ୍ୟାଣ୍ଡ ଉପଭୋକ୍ତା ଯୋଡ଼ିଲା ଜିଓ

June 27, 2026

ବଜ୍ରପାତରେ ଆହତ ହେବା ପରେ ବି ୧୦୦% ଡିଜିଟାଇଜେସନ କାମ ଶେଷ କଲେ ବିଏଲ୍ଓ ପ୍ରମିଳା ଓଝା

June 27, 2026

ପାରାଦୀପର ବିଭିନ୍ନ ପ୍ରଗତିମୂଳକ ପ୍ରକଳ୍ପର ସମୀକ୍ଷା କଲେ ଉଷା ପାଢ଼ୀ

June 27, 2026

ଭାରତରେ ଗ୍ରୀନ୍ ୟୁରିଆ ଉତ୍ପାଦନକୁ ବାସ୍ତବରୂପ ଦେବା ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ କରୁଛନ୍ତି ସରକାର

June 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.