Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟ ପାଇଁ ଆଶ୍ବସ୍ତିକର ଖବର: କମୁଛି କରୋନା ସଂକ୍ରମଣ, ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ଚିହ୍ନଟ
ଆଜିର ଖବର

ରାଜ୍ୟ ପାଇଁ ଆଶ୍ବସ୍ତିକର ଖବର: କମୁଛି କରୋନା ସଂକ୍ରମଣ, ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ଚିହ୍ନଟ

July 26, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଗତକାଲି ରାଜ୍ୟରେ ୭୩୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୬୬୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୬୬୨ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୧୦୪ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୩୮୭ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୨୭୫ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୩

ବାଲେଶ୍ଵର ଜିଲ୍ଲାରୁ- ୪

ବରଗଡ ଜିଲ୍ଲାରୁ- ୧୨

ଭଦ୍ରକ ଜିଲ୍ଲାରୁ- ୧୩

ବଲାଙ୍ଗୀରି ଜିଲ୍ଲାରୁ- ୯

ବୌଦ୍ଧ ଜିଲ୍ଲାରୁ- ୪

କଟକ ଜିଲ୍ଲାରୁ- ୩୮

ଦେବଗଡ ଜିଲ୍ଲାରୁ- ୫

ଗଜପତି ଜିଲ୍ଲାରୁ- ୫

ଗଞ୍ଜାମ ଜିଲ୍ଲାରୁ- ୧

ଜଗତସିଂହପୁର ଜିଲ୍ଲାରୁ- ୧୦

ଯାଜପୁର ଜିଲ୍ଲାରୁ- ୮

ଝାରସୁଗୁଡା ଜିଲ୍ଲାରୁ- ୪

କଳାହାଣ୍ଡି ଜିଲ୍ଲାରୁ- ୧୨

କନ୍ଧମାଳ ଜିଲ୍ଲାରୁ- ୯

କେନ୍ଦ୍ରାପଡା ଜିଲ୍ଲାରୁ- ୩

ଖୋର୍ଦ୍ଧା ଜିଲ୍ଲାରୁ- ୧୫୨

କୋରାପୁଟ ଜିଲ୍ଲାରୁ- ୧୫

ମୟୂରଭଞ୍ଜ ଜିଲ୍ଲାରୁ- ୭୮

ନବରଙ୍ଗପୁର ଜିଲ୍ଲାରୁ- ୬

ନୟାଗଡ ଜିଲ୍ଲାରୁ- ୧୨

ନୂଆପଡା ଜିଲ୍ଲାରୁ- ୧୧

ପୁରୀ ଜିଲ୍ଲାରୁ- ୬

ରାୟଗଡା ଜିଲ୍ଲାରୁ- ୧୧

ସମ୍ବଲପୁର ଜିଲ୍ଲାରୁ- ୪୮

ସୋନପୁର ଜିଲ୍ଲାରୁ- ୧୩

ସୁନ୍ଦରଗଡ ଜିଲ୍ଲାରୁ- ୧୪୨

ଷ୍ଟେଟ ପୁଲରୁ- ୨୮

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୭ ହଜାର ୯୧୧ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୯୧ ହଜାର ୬୬୯ ଏବଂ ବର୍ତ୍ତମାନ ୭୦୫୪ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

ଆଶ୍ବସ୍ତିକର ଖବର କରୋନା ସଂକ୍ରମଣ କ୍ୱାରେଣ୍ଟାଇନ ସ୍ଥାନୀୟ ସଂକ୍ରମିତ
Share. Facebook Twitter LinkedIn Email WhatsApp Copy Link

Related Posts

ଧାନ କ୍ଷେତ୍ରରେ ତାମିଲନାଡୁ ଦ୍ୱାରା କରାଯାଇଥିବା କାର୍ଯ୍ୟ ବିଶ୍ୱ ସ୍ତରରେ ଅତୁଳନୀୟ: ପ୍ରଧାନମନ୍ତ୍ରୀ

November 20, 2025

ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା: ‘ଏକ ଭାରତ ଶ୍ରେଷ୍ଠ ଭାରତ’ର ଏକ ଜୀବନ୍ତ ପ୍ରଦର୍ଶନୀ

November 20, 2025

ଶିଖର ଧାୱନଙ୍କ ସାଥିରେ ଲକ୍ଷାଧିକ ଟଙ୍କାର ବଡ଼ ଠକେଇ: ରୁଜୁ ହେଲା ମାମଲା

November 20, 2025

୩୧୦୦ କୋଟି ଠକେଇର ପର୍ଦ୍ଦାଫାସ: ଲଗଜରୀ କାର, ନଗଦ ଏବଂ କ୍ରିପ୍ଟୋ ଜବତ, ପାଞ୍ଚ ଗିରଫ

November 20, 2025
Latest News

ଧାନ କ୍ଷେତ୍ରରେ ତାମିଲନାଡୁ ଦ୍ୱାରା କରାଯାଇଥିବା କାର୍ଯ୍ୟ ବିଶ୍ୱ ସ୍ତରରେ ଅତୁଳନୀୟ: ପ୍ରଧାନମନ୍ତ୍ରୀ

November 20, 2025

ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା: ‘ଏକ ଭାରତ ଶ୍ରେଷ୍ଠ ଭାରତ’ର ଏକ ଜୀବନ୍ତ ପ୍ରଦର୍ଶନୀ

November 20, 2025

ଶିଖର ଧାୱନଙ୍କ ସାଥିରେ ଲକ୍ଷାଧିକ ଟଙ୍କାର ବଡ଼ ଠକେଇ: ରୁଜୁ ହେଲା ମାମଲା

November 20, 2025

୩୧୦୦ କୋଟି ଠକେଇର ପର୍ଦ୍ଦାଫାସ: ଲଗଜରୀ କାର, ନଗଦ ଏବଂ କ୍ରିପ୍ଟୋ ଜବତ, ପାଞ୍ଚ ଗିରଫ

November 20, 2025

ଭାରତର ଇସ୍ପାତ କ୍ଷେତ୍ରରେ ପ୍ରଗତି ଲାଗି ଭୁବନେଶ୍ୱରରେ ଚିନ୍ତନ ଶିବିରକୁ ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ

November 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.