Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତର ଦ୍ବିତୀୟ ମହିଳା ରାଷ୍ଟ୍ରପତିଙ୍କୁ ସାକ୍ଷାତ କଲେ ପ୍ରଥମ ମହିଳା ରାଷ୍ଟ୍ରପତି
ଆଜିର ଖବର

ଭାରତର ଦ୍ବିତୀୟ ମହିଳା ରାଷ୍ଟ୍ରପତିଙ୍କୁ ସାକ୍ଷାତ କଲେ ପ୍ରଥମ ମହିଳା ରାଷ୍ଟ୍ରପତି

July 26, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭାରତର ଦ୍ବିତୀୟ ମହିଳା ରାଷ୍ଟ୍ରପତିଙ୍କୁ ସାକ୍ଷାତ କଲେ ପ୍ରଥମ ମହିଳା ରାଷ୍ଟ୍ରପତି

ନୂଆଦିଲ୍ଲୀ: ଆଜି ରାଷ୍ଟ୍ରପତି ଭାବେ ବିଧିବଧ କାର୍ଯ୍ୟ ଆରମ୍ଭ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ରାଷ୍ଟ୍ରପତି ଭବନ କାର୍ଯ୍ୟାଳୟରେ ଯୋଗଦେଇ ନିଜର ପ୍ରଥମ କାର୍ଯ୍ୟ ଆରମ୍ଭ କରିଛନ୍ତି। ଏହି ଅବସରରେ ତାଙ୍କୁ ବହୁ ବିଶିଷ୍ଠ ବ୍ୟକ୍ତି ସାକ୍ଷାତ କରିବାକୁ ଆସିଛନ୍ତି। ସେମାନଙ୍କୁ ମଧ୍ୟ ସମୟ ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

ତେବେ ଆଜିର ଅତିଥି ମଧ୍ୟରେ ଥିଲେ ଭାରତର ପ୍ରଥମ ମହିଳା ରାଷ୍ଟ୍ରପତି ପ୍ରତିଭା ଦେବୀସିଂ ପାଟିଲ। ସେ ଆଜି ଭାରତର ଦ୍ବିତୀୟ ମହିଳା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ କରିଛନ୍ତି। ପ୍ରତିଭା ତାଙ୍କ ଝିଅ ଜ୍ୟୋତି ରାଠୋର ମଧ୍ୟ ସାକ୍ଷାତ କରିଛନ୍ତି। ଉଭୟ ବେଶ୍ କିଛି ସମୟ ଆଲୋଚନା ମଧ୍ୟ କରିଥିଲେ। ପ୍ରତିଭା ଦେବୀସିଂ ପାଟିଲ 2007 ମସିହାରୁ 2012 ପର୍ଯ୍ୟନ୍ତ ଭାରତର ରାଷ୍ଟ୍ରପତି ଥିଲେ।

ଦ୍ରୌପଦୀ ମୁର୍ମୁ ପ୍ରଥମ ମହିଳା ରାଷ୍ଟ୍ରପତି ଭାରତର ରାଷ୍ଟ୍ରପତି
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଅଗଷ୍ଟ ୨୭ରେ ଏହି ସାତୋଟି ରାଶିର ବ୍ୟକ୍ତିଙ୍କ ବଢିବ ଧନ, ଜାଣନ୍ତୁ ରାଶିଫଳ

August 27, 2026

ଭଉଣୀଙ୍କ ପାଇଁ ରାକ୍ଷୀ ଉପହାର: ରକ୍ଷାବନ୍ଧନରେ ମାଗଣା ‘ଆମ ବସ୍’ ସେବା

August 27, 2026

ନଭେମ୍ବର ୨୪ରୁ ବାଲିଯାତ୍ରା: ମହାନଦୀରେ ଜଳକ୍ରୀଡ଼ା ହେବ ମୁଖ୍ୟ ଆକର୍ଷଣ

August 27, 2026

କ୍ୟାଶ୍‌ଲେସ୍‌ ଚିକିତ୍ସାରେ କ୍ୟାଶ୍‌ର ଖେଳ! ଆୟୁଷ୍ମାନ ହିତାଧିକାରୀଙ୍କୁ ଟାର୍ଗେଟ୍‌ କରୁଛନ୍ତି ଘରୋଇ ହସ୍ପିଟାଲ?

August 26, 2026
Latest News

ଆଜି ଅଗଷ୍ଟ ୨୭ରେ ଏହି ସାତୋଟି ରାଶିର ବ୍ୟକ୍ତିଙ୍କ ବଢିବ ଧନ, ଜାଣନ୍ତୁ ରାଶିଫଳ

August 27, 2026

ଭଉଣୀଙ୍କ ପାଇଁ ରାକ୍ଷୀ ଉପହାର: ରକ୍ଷାବନ୍ଧନରେ ମାଗଣା ‘ଆମ ବସ୍’ ସେବା

August 27, 2026

ନଭେମ୍ବର ୨୪ରୁ ବାଲିଯାତ୍ରା: ମହାନଦୀରେ ଜଳକ୍ରୀଡ଼ା ହେବ ମୁଖ୍ୟ ଆକର୍ଷଣ

August 27, 2026

କ୍ୟାଶ୍‌ଲେସ୍‌ ଚିକିତ୍ସାରେ କ୍ୟାଶ୍‌ର ଖେଳ! ଆୟୁଷ୍ମାନ ହିତାଧିକାରୀଙ୍କୁ ଟାର୍ଗେଟ୍‌ କରୁଛନ୍ତି ଘରୋଇ ହସ୍ପିଟାଲ?

August 26, 2026

ଧର୍ମପରାୟଣ ସମାଜସେବୀ ମହିଳାଙ୍କ ପରଲୋକ

August 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.