Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲି ପ୍ରକାଶ ପାଇବ +2 ପରୀକ୍ଷା ଫଳ, କେମିତି ଜାଣିବେ ରେଜଲଟ ?
ଆଜିର ଖବର

ଆସନ୍ତାକାଲି ପ୍ରକାଶ ପାଇବ +2 ପରୀକ୍ଷା ଫଳ, କେମିତି ଜାଣିବେ ରେଜଲଟ ?

July 26, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆସନ୍ତାକାଲି ପ୍ରକାଶ ପାଇବ +2 ପରୀକ୍ଷା ଫଳ

ଭୁବନେଶ୍ବର : ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ । ଅପରାହ୍ନ ୪ଟାରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଏହା ପ୍ରକାଶ ପାଇବ ବୋଲି କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ।

ପ୍ରଥମ ପର୍ଯ୍ୟାୟରେ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ବାହାରିବା । ଏହାର ସପ୍ତାହ ପରେ ଯୁକ୍ତ ଦୁଇ କଳା ରେଜଲଟ ପ୍ରକାଶ ପାଇବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୂଚନା ଦେଇଛନ୍ତି । ପରୀକ୍ଷାର୍ଥୀମାନେ orissaresults.nic.in ଜରିଆରେ ସେମାନଙ୍କର ରେଜଲ୍ଟ ବିଷୟରେ ଜାଣି ପାରିବେ।

+2 ପରୀକ୍ଷା ପ୍ଲସ ଟୁ
Share. Facebook Twitter LinkedIn Email WhatsApp Copy Link

Related Posts

ରାହୁଲ ଗାନ୍ଧୀଙ୍କ ଲୋକସଭା ସଦସ୍ୟତା ସମାପ୍ତ ହେବ କି?: ଲୋକସଭାରେ ପ୍ରସ୍ତାବ ଦେଲେ ବିଜେପି ସାଂସଦ 

February 12, 2026

‘ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧମକ, ବାଚସ୍ପତିଙ୍କୁ ଦୁର୍ବ୍ୟବହାର’: ବିରୋଧୀଙ୍କ ହଟ୍ଟଗୋଳର ଭିଡିଓ ଜାରି କଲେ ରିଜିଜୁ

February 12, 2026

ନାମିବିୟା ମ୍ୟାଚ୍ ପୂର୍ବରୁ ଟିମ୍ ଇଣ୍ଡିଆର ଫିଟନେସ୍ ସମ୍ବନ୍ଧୀୟ ଚିନ୍ତା: ପ୍ଲେଇଂ ଇଲେଭେନରେ ପରିବର୍ତ୍ତନ ସମ୍ଭବ

February 12, 2026

ଶ୍ରମ କୋଡକୁ ବିରୋଧ କରୁଥିବା ଶ୍ରମିକ ସଂଗଠନର ନେତାମାନଙ୍କୁ ସମାଲୋଚନା କଲା ବିଜେପି

February 12, 2026
Latest News

ରାହୁଲ ଗାନ୍ଧୀଙ୍କ ଲୋକସଭା ସଦସ୍ୟତା ସମାପ୍ତ ହେବ କି?: ଲୋକସଭାରେ ପ୍ରସ୍ତାବ ଦେଲେ ବିଜେପି ସାଂସଦ 

February 12, 2026

କଂଗ୍ରେସ ସାଂସଦ ପାପୁ ଯାଦବଙ୍କ ହାଜର ହେବ ପୂର୍ବରୁ ପାଟନା ସିଭିଲ୍ କୋର୍ଟକୁ ପୁଣି ଥରେ ବୋମା ଧମକ

February 12, 2026

‘ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧମକ, ବାଚସ୍ପତିଙ୍କୁ ଦୁର୍ବ୍ୟବହାର’: ବିରୋଧୀଙ୍କ ହଟ୍ଟଗୋଳର ଭିଡିଓ ଜାରି କଲେ ରିଜିଜୁ

February 12, 2026

ଲାଲକିଲ୍ଲା ବିସ୍ଫୋରଣରେ ଜୈଶ-ଏ-ମହମ୍ମଦର ହାତ: UNSC ରିପୋର୍ଟକୁ ପାକିସ୍ତାନର ଆପତ୍ତି

February 12, 2026

ନାମିବିୟା ମ୍ୟାଚ୍ ପୂର୍ବରୁ ଟିମ୍ ଇଣ୍ଡିଆର ଫିଟନେସ୍ ସମ୍ବନ୍ଧୀୟ ଚିନ୍ତା: ପ୍ଲେଇଂ ଇଲେଭେନରେ ପରିବର୍ତ୍ତନ ସମ୍ଭବ

February 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.