Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ପ୍ରକାଶ ପାଇବ +2 ପରୀକ୍ଷା ଫଳ, ଜାଣନ୍ତୁ କେମିତି ପାଇବେ ରେଜଲଟ
ଆଜିର ଖବର

ଆଜି ପ୍ରକାଶ ପାଇବ +2 ପରୀକ୍ଷା ଫଳ, ଜାଣନ୍ତୁ କେମିତି ପାଇବେ ରେଜଲଟ

July 27, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଜି ପ୍ରକାଶ ପାଇବ +2 ପରୀକ୍ଷା ଫଳ, ଜାଣନ୍ତୁ କେମିତି ପାଇବେ ରେଜଲଟ

ଭୁବନେଶ୍ବର : ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ । ଅପରାହ୍ନ ୪ଟାରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଏହା ପ୍ରକାଶ ପାଇବ ବୋଲି କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ।

ପ୍ରଥମ ପର୍ଯ୍ୟାୟରେ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ବାହାରିବା । ଏହାର ସପ୍ତାହ ପରେ ଯୁକ୍ତ ଦୁଇ କଳା ରେଜଲଟ ପ୍ରକାଶ ପାଇବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୂଚନା ଦେଇଛନ୍ତି । ପରୀକ୍ଷାର୍ଥୀମାନେ orissaresults.nic.in ଜରିଆରେ ସେମାନଙ୍କର ରେଜଲ୍ଟ ବିଷୟରେ ଜାଣି ପାରିବେ।

ଯୁକ୍ତ ଦୁଇ ଯୁକ୍ତ ଦୁଇ ବିଜ୍ଞାନ
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବ ବାସସ୍ଥାନକୁ ଫେରିବ ହାତୀ ‘ମାଧୁରୀ’: ଯତ୍ନ ନେବାରେ ସହଯୋଗ କରିବ ‘ବନତାରା’

September 12, 2026

ସାହେବୀରେ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଓ ଜୀବନ କୌଶଳ ଉପରେ ସଚେତନତା କାର୍ଯ୍ୟକ୍ରମ

September 12, 2026

ମୋଦୀଙ୍କ ଜନ୍ମଦିନରେ ପ୍ରତ୍ୟେକ ଘରେ ‘ଆଶୀର୍ବାଦର ଦୀପ’ ଜଳାଇବାକୁ ଆହ୍ୱାନ କଲେ ଉପମୁଖ୍ୟମନ୍ତ୍ରୀ

September 12, 2026

ଭିଜିଲାନ୍ସ ନଜରରେ ଅବକାରୀ ଅଧୀକ୍ଷକ, ସ୍କର୍ପିଓରୁ ମିଳିଲା ୫ ଲକ୍ଷ

September 12, 2026
Latest News

ପୂର୍ବ ବାସସ୍ଥାନକୁ ଫେରିବ ହାତୀ ‘ମାଧୁରୀ’: ଯତ୍ନ ନେବାରେ ସହଯୋଗ କରିବ ‘ବନତାରା’

September 12, 2026

ସାହେବୀରେ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଓ ଜୀବନ କୌଶଳ ଉପରେ ସଚେତନତା କାର୍ଯ୍ୟକ୍ରମ

September 12, 2026

ମୋଦୀଙ୍କ ଜନ୍ମଦିନରେ ପ୍ରତ୍ୟେକ ଘରେ ‘ଆଶୀର୍ବାଦର ଦୀପ’ ଜଳାଇବାକୁ ଆହ୍ୱାନ କଲେ ଉପମୁଖ୍ୟମନ୍ତ୍ରୀ

September 12, 2026

ଭିଜିଲାନ୍ସ ନଜରରେ ଅବକାରୀ ଅଧୀକ୍ଷକ, ସ୍କର୍ପିଓରୁ ମିଳିଲା ୫ ଲକ୍ଷ

September 12, 2026

ସେବା ସଂକଳ୍ପ ଅଭିଯାନ ପାଇଁ ପ୍ରସ୍ତୁତି ଜୋରଦାର କଲା ପଞ୍ଚାୟତିରାଜ ବିଭାଗ

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.