ରାଜ୍ୟରେ ଆଜି ପୁଣି ବଢିଲା କରୋନା: ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ଆକ୍ରାନ୍ତ ଚିହ୍ନଟ

Published: Jul 27, 2022, 11:24 am IST

ଭୁବନେଶ୍ବର: ଗତକାଲି ରାଜ୍ୟରେ ୬୬୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୧୧୭୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୧୧୭୪ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୧୫୫ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୬୮୮ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୪୮୬ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୩

ବାଲେଶ୍ଵର ଜିଲ୍ଲାରୁ- ୧୬

ବରଗଡ ଜିଲ୍ଲାରୁ- ୨୩

ଭଦ୍ରକ ଜିଲ୍ଲାରୁ- ୭

ବଲାଙ୍ଗୀରି ଜିଲ୍ଲାରୁ- ୩୨

ବୌଦ୍ଧ ଜିଲ୍ଲାରୁ- ୪

କଟକ ଜିଲ୍ଲାରୁ- ୬୩

ଦେବଗଡ ଜିଲ୍ଲାରୁ- ୯

ଢେଙ୍କାନାଳ ଜିଲ୍ଲାରୁ- ୫

ଗଜପତି ଜିଲ୍ଲାରୁ- ୫

ଗଞ୍ଜାମ ଜିଲ୍ଲାରୁ- ୩

ଜଗତସିଂହପୁର ଜିଲ୍ଲାରୁ- ୧୧

ଯାଜପୁର ଜିଲ୍ଲାରୁ- ୧୬

ଝାରସୁଗୁଡା ଜିଲ୍ଲାରୁ- ୧୩

କଳାହାଣ୍ଡି ଜିଲ୍ଲାରୁ- ୧୯

କନ୍ଧମାଳ ଜିଲ୍ଲାରୁ- ୨୮

କେନ୍ଦ୍ରାପଡା ଜିଲ୍ଲାରୁ- ୫

ଖୋର୍ଦ୍ଧା ଜିଲ୍ଲାରୁ- ୩୧୬

କୋରାପୁଟ ଜିଲ୍ଲାରୁ- ୧୬

ମାଲକାନଗିରି ଜିଲ୍ଲାରୁ- ୧

ମୟୂରଭଞ୍ଜ ଜିଲ୍ଲାରୁ- ୮୭

ନବରଙ୍ଗପୁର ଜିଲ୍ଲାରୁ- ୧୬

ନୟାଗଡ ଜିଲ୍ଲାରୁ- ୨୫

ନୂଆପଡା ଜିଲ୍ଲାରୁ- ୯

ପୁରୀ ଜିଲ୍ଲାରୁ- ୮

ରାୟଗଡା ଜିଲ୍ଲାରୁ- ୧୨

ସମ୍ବଲପୁର ଜିଲ୍ଲାରୁ- ୮୯

ସୋନପୁର ଜିଲ୍ଲାରୁ- ୧୪

ସୁନ୍ଦରଗଡ ଜିଲ୍ଲାରୁ- ୨୬୧

ଷ୍ଟେଟ ପୁଲରୁ- ୪୮

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୯ ହଜାର ୮୫ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୯୨ ହଜାର ୮୮୫ ଏବଂ ବର୍ତ୍ତମାନ ୭୦୧୧ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts