Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»BREAKING NEWS: ବଢିଲା ପିଇଟି ଶିକ୍ଷକଙ୍କ ଦରମା, ଶିକ୍ଷା ବିଭାଗର ଘୋଷଣା
ଆଜିର ଖବର

BREAKING NEWS: ବଢିଲା ପିଇଟି ଶିକ୍ଷକଙ୍କ ଦରମା, ଶିକ୍ଷା ବିଭାଗର ଘୋଷଣା

July 27, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
BREAKING NEWS: ବଢିଲା ଓଡିଶା ପିଇଟି ଶିକ୍ଷକଙ୍କ ଦରମା, ଶିକ୍ଷା ବିଭାଗର ଘୋଷଣା

ଭୁବନେଶ୍ବର: ବହୁ ବର୍ଷ ଧରି ଦାବୀକୁ ଶେଷରେ ରାଜ୍ୟ ସରକାର ଗ୍ରହଣ କରିଛନ୍ତି। ରାଜ୍ୟର ସ୍କୁଲରେ କାର୍ଯ୍ୟରତ ପିଇଟି ଶିକ୍ଷକଙ୍କ ଦରମା ବୃଦ୍ଧି କରାଯାଇଛି। ଏ ନେଇ ରାଜ୍ୟ ଶିକ୍ଷା ବିଭାଗ ତରଫରୁ ଘୋଷଣା କରାଯାଇଛି। ଘୋଷଣା ଅନୁସାରେ ବର୍ତ୍ତମାନ ରାଜ୍ୟରେ କାର୍ଯ୍ୟରତ ପିଇଟିମାନଙ୍କ ଦରମା ମାସିକ 8 ହଜାର ଟଙ୍କାରୁ  13 ହଜାର 500 ଟଙ୍କାକୁ ବୃଦ୍ଧି କରାଯାଇଛି।

ତେବେ ଏହା ଘୋଷଣା ଅନୁସାରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଗ୍ରାଣ୍ଟ-ଇନ-ଏଡ ଅର୍ଡର 2014 ଅନୁଯାୟୀ ଅନୁଦାନପ୍ରାପ୍ତ ସ୍କୁଲର ପିଇଟି ପାଇବେ। ତେବେ ସେମାନେ ବିପିଇଡି ବା ବିଏସିପିଇଡି ଯୋଗ୍ୟତା ହାସଲ କରିଥିବା ଶିକ୍ଷକଙ୍କୁ ଏହି ବର୍ଦ୍ଧିତ ଦରମା ପ୍ରଦାନ କରାଯିବ।

school School Teacher students
Share. Facebook Twitter LinkedIn Email WhatsApp Copy Link

Related Posts

ଶରୀରରେ ଭିଟାମିନ୍ ଡି ଅଭାବ କେତେ ବିପଦପୂର୍ଣ୍ଣ ଏବଂ ଏହା କେଉଁ ରୋଗ ସୃଷ୍ଟି କରେ?

March 16, 2026

ଭାରତକୁ ଆସୁଥିବା ଶିବାଲିକ୍ ଏବଂ ନନ୍ଦା ଦେବୀ ଜାହାଜରେ କେତେ ଦିନର ଏଲପିଜି ଅଛି?: ଜାଣନ୍ତୁ….

March 16, 2026

ବାଂଲାଦେଶ ଠାରୁ ହାରିବା ପରେ ପାକିସ୍ତାନ ଉପରେ ଉଠିଲା ପ୍ରଶ୍ନ: ମୋହସିନ୍ ନକଭିଙ୍କୁ କଟାକ୍ଷ

March 16, 2026

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026
Latest News

ଶରୀରରେ ଭିଟାମିନ୍ ଡି ଅଭାବ କେତେ ବିପଦପୂର୍ଣ୍ଣ ଏବଂ ଏହା କେଉଁ ରୋଗ ସୃଷ୍ଟି କରେ?

March 16, 2026

ଭାରତକୁ ଆସୁଥିବା ଶିବାଲିକ୍ ଏବଂ ନନ୍ଦା ଦେବୀ ଜାହାଜରେ କେତେ ଦିନର ଏଲପିଜି ଅଛି?: ଜାଣନ୍ତୁ….

March 16, 2026

ବାଂଲାଦେଶ ଠାରୁ ହାରିବା ପରେ ପାକିସ୍ତାନ ଉପରେ ଉଠିଲା ପ୍ରଶ୍ନ: ମୋହସିନ୍ ନକଭିଙ୍କୁ କଟାକ୍ଷ

March 16, 2026

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.