Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବ୍ରାଜିଲର ବିଏମ୍-ସିଏଲ୍-୧୧ ପ୍ରକଳ୍ପରେ ଅତିରିକ୍ତ ପୁଞ୍ଜିନିବେଶ ପାଇଁ ସରକାରଙ୍କ ଅନୁମତି
ଆଜିର ଖବର

ବ୍ରାଜିଲର ବିଏମ୍-ସିଏଲ୍-୧୧ ପ୍ରକଳ୍ପରେ ଅତିରିକ୍ତ ପୁଞ୍ଜିନିବେଶ ପାଇଁ ସରକାରଙ୍କ ଅନୁମତି

July 27, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ଏଠାରେ ଅନୁଷ୍ଠିତ ଅର୍ଥନୀତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି ବ୍ରାଜିଲର ବିଏମ୍-ସିଲ୍-୧୧ ପ୍ରକଳ୍ପରେ ଅତିରିକ୍ତ ପୁଞ୍ଜି ନିବେଶ ସଂକ୍ରାନ୍ତ ଏକ ପ୍ରସ୍ତାବକୁ ଅନୁମୋଦନ କରିଛି। ଏହାଫଳରେ ଏହି ପ୍ରକଳ୍ପରେ ଭାରତୀୟ କମ୍ପାନୀ ଭାରତ ପେଟ୍ରୋ ରିସୋର୍ସେସ ଲିମିଟେଡ ଏହି ପ୍ରକଳ୍ପରେ ଅଧିକ ପୁଞ୍ଜିନିବେଶ କରିବାର ଅନୁମତି ପାଇଛି। ଏହି କମ୍ପାନୀ ଭାରତ ପେଟ୍ରୋଲିୟମ କର୍ପୋରସନ ଲିମିଟେଡର ଏକ ଅଧିସ୍ୱୀକୃତ ସହଯୋଗୀ ସଂସ୍ଥା।

କ୍ୟାବିନେଟର ଅନୁମୋଦନ ଫଳରେ ଭାରତ ପେଟ୍ରୋ ରିସୋର୍ସେସ ଲିମିଟେଡ ବ୍ରାଜିଲର ବିଏମ୍-ସିଲ-୧୧ ପ୍ରକଳ୍ପରେ ଅତିରିକ୍ତ ୧୫ହଜାର କୋଟି ଟଙ୍କାର ପୁଞ୍ଜିନିବେଶ କରିବ। ଏହାଫଳରେ ଏହି ପ୍ରକଳ୍ପରେ ଭାରତ ପେଟ୍ରୋ ରିସୋର୍ସେସର ଅଂଶଧନ ପରିମାଣ ୨୦ହଜାର କୋଟି ଟଙ୍କାକୁ ବୃଦ୍ଧି ପାଇବ।

ବ୍ରାଜିଲ ପଟ୍ରୋଲିୟମ ଲିମିଟେଡ ଦ୍ୱାରା ପରିଚାଳିତ ବିଏମ୍-ସିଲ୍-୧୧ ପ୍ରକଳ୍ପରେ ଏବେ ଭାରତ ପେଟ୍ରୋ ରିସୋର୍ସେସ (ବିପିଆରଏଲ) ସଂସ୍ଥାର ଅଂଶ ଧନ ମାତ୍ର ୫୦୦୦ କୋଟି ଟଙ୍କା ରହିଛି। ଏହାର ବିକାଶ ପାଇଁ ବିପିଆର୍ଏଲ୍ ଆଉ ୧୫୦୦କୋଟି ଟଙ୍କା ନିବେଶ କରିବ। ଏହି ପ୍ରକଳ୍ପରୁ ୨୦୨୬-୨୭ ସୁଦ୍ଧା ଉତ୍ପାଦନ ଆରମ୍ଭ ହେବାର ଆଶା କରାଯାଉଛି।

ଏହାଫଳରେ ଭାରତ ସେହି ପ୍ରକଳ୍ପରୁ ଯେଉଁ ତୈଳ ପାଇବ ତାହା ଦେଶର ଇନ୍ଧନ ଆବଶ୍ୟକତା ପୂରଣରେ ସହାୟକ ହେବ। ଭାରତ ବ୍ରାଜିଲରୁ ଅଧିକ ଅଶୋଧିତ ତୈଳ ମଧ୍ୟ ଶସ୍ତାରେ ପାଇବ। ୨୦୦୮ରୁ ଭାରତ ବ୍ରାଜିଲ ସହିତ ମିଶି ତୈଳ ଉତ୍ତୋଳନ କ୍ଷେତ୍ରରେ କାମ କରୁଛି। ଏହା ଫଳରେ ଦୁଇ ଦେଶ ମଧ୍ୟରେ ତୈଳ ଉତ୍ତୋଳନ କ୍ଷେତ୍ରରେ ସହଯୋଗ ବଢିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଫାଇନାଲରେ ପହଞ୍ଚିଲା ନ୍ୟୁଜିଲାଣ୍ଡ: ୩୩ ବଲ୍‌ରେ ଶତକ ହାସଲ କଲେ ଆଲେନ୍

March 4, 2026

ବାହାରିନରେ ଫସି ରହିଛନ୍ତି ୧୦୦ ରୁ ଅଧିକ ଭାରତୀୟ: ସାହାଯ୍ୟ ପାଇଁ ନିବେଦନ କଲେ ପରିବାର

March 4, 2026

ଟି-୨୦ ବିଶ୍ୱକପରେ ଖରାପ ପ୍ରଦର୍ଶନର ପ୍ରଭାବ: ପାକିସ୍ତାନ ଦଳରୁ ବାଦ ପଡ଼ିଲେ ବାବର ଆଜମ

March 4, 2026

ଶରଦ ପାୱାରଙ୍କ ଯୋଗୁଁ ମହାରଷ୍ଟ୍ରର ସମସ୍ତ ରାଜ୍ୟସଭା ଆସନ ନିର୍ବିରୋଧୀ ହେବ କି?: ଜାଣନ୍ତୁ ଗଣତି

March 4, 2026
Latest News

ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଫାଇନାଲରେ ପହଞ୍ଚିଲା ନ୍ୟୁଜିଲାଣ୍ଡ: ୩୩ ବଲ୍‌ରେ ଶତକ ହାସଲ କଲେ ଆଲେନ୍

March 4, 2026

ବାହାରିନରେ ଫସି ରହିଛନ୍ତି ୧୦୦ ରୁ ଅଧିକ ଭାରତୀୟ: ସାହାଯ୍ୟ ପାଇଁ ନିବେଦନ କଲେ ପରିବାର

March 4, 2026

ଟି-୨୦ ବିଶ୍ୱକପରେ ଖରାପ ପ୍ରଦର୍ଶନର ପ୍ରଭାବ: ପାକିସ୍ତାନ ଦଳରୁ ବାଦ ପଡ଼ିଲେ ବାବର ଆଜମ

March 4, 2026

ଶରଦ ପାୱାରଙ୍କ ଯୋଗୁଁ ମହାରଷ୍ଟ୍ରର ସମସ୍ତ ରାଜ୍ୟସଭା ଆସନ ନିର୍ବିରୋଧୀ ହେବ କି?: ଜାଣନ୍ତୁ ଗଣତି

March 4, 2026

ଐତିହାସିକ ବାଣପୁର ପଞ୍ଚୁଦୋଳ ଯାତ୍ରାର ଶୁଭାରମ୍ଭ: ଶୁଭ ମୁହୂର୍ତ୍ତରେ ପଡ଼ିଲା ଶୁଭ ଖୁଣ୍ଟି

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.