Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେନ୍ଦ୍ରକୁ ଯିବେ ବରିଷ୍ଠ ଆଇଏଫଏସ ଆର ରଘୁପ୍ରସାଦ
ଆଜିର ଖବର

କେନ୍ଦ୍ରକୁ ଯିବେ ବରିଷ୍ଠ ଆଇଏଫଏସ ଆର ରଘୁପ୍ରସାଦ

July 29, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
କେନ୍ଦ୍ରକୁ ଯିବେ ବରିଷ୍ଠ ଆଇଏଫଏସ ଆର ରଘୁପ୍ରସାଦ

ଭୁବନେଶ୍ବର:  ଓଡିଶାର ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ପ୍ରମୁଖ ଶାସନ ସଚିବ ତଥା 1997 ବ୍ୟାଚର IFS ଅଧିକାରୀ ଆର ରଘୁପ୍ରସାଦ କେନ୍ଦ୍ର ସରକାରଙ୍କ ଅଧୀନକୁ ଡେପୁଟେସନକୁ ଯିବାକୁ ମନୋନୀତ ହୋଇଛନ୍ତି।

ସେ କେନ୍ଦ୍ର ସରକାରଙ୍କ ଜଙ୍ଗଲ ଓ ପରିବେଶ ମନ୍ତ୍ରଣାଳୟରେ ଇନ୍ସପେକ୍ଟର ଜେନେରାଲ ଅଫ ଫରେଷ୍ଟ ବା ଆଇଜିଏଫ ଭାବେ କାର୍ଯ୍ୟ ସମ୍ପାଦନ କରିବେ। ସେଥିପାଇଁ ତାଙ୍କୁ ମନୋନିତ କରାଯାଇଛି। ଏ ନେଇ କେନ୍ଦ୍ର ସରକାର ରାଜ୍ୟ ସରକାରଙ୍କୁ ଚିଠି କରିଛନ୍ତି। 5 ବର୍ଷ ପାଇଁ ତାଙ୍କର ଡେପୁଟେସନ ଅବଧି ରହିବ।

ଆଇଏଫଏସ ଆର ରଘୁପ୍ରସାଦ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ
Share. Facebook Twitter LinkedIn Email WhatsApp Copy Link

Related Posts

ଅଗଷ୍ଟ ୬ରେ କର୍ତ୍ତବ୍ୟ ଭବନ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

August 5, 2025

ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ର ବା ସଚେତନତା ରଥର ଶୁଭ ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ

August 5, 2025

ବଳଙ୍ଗା ପୀଡିତାଙ୍କ ପୈତୃକ ଗ୍ରାମ ବାୟାବର ଯାଇ ଶେଷ ଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

August 5, 2025

କାହା ପାଇଁ ଆଜିର ଦିନଟି ସୁଖ ଆଣିବ, କାହାର ବିଗିଡିବ ସ୍ୱାସ୍ଥ୍ୟ: ପଢନ୍ତୁ ମଙ୍ଗଳବାର ରାଶିଫଳ

August 5, 2025
Latest News

ଓଭାଲ୍ ଟେଷ୍ଟରେ ବିଜୟ ପରେ ମଧ୍ୟ ନିରାଶ କଲେ ଗୌତମ ଗମ୍ଭୀର: ଦେଖନ୍ତୁ ରିପୋର୍ଟ କାର୍ଡ

August 5, 2025

ଅଗଷ୍ଟ ୬ରେ କର୍ତ୍ତବ୍ୟ ଭବନ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

August 5, 2025

ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ର ବା ସଚେତନତା ରଥର ଶୁଭ ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ

August 5, 2025

ବଳଙ୍ଗା ପୀଡିତାଙ୍କ ପୈତୃକ ଗ୍ରାମ ବାୟାବର ଯାଇ ଶେଷ ଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

August 5, 2025

କାହା ପାଇଁ ଆଜିର ଦିନଟି ସୁଖ ଆଣିବ, କାହାର ବିଗିଡିବ ସ୍ୱାସ୍ଥ୍ୟ: ପଢନ୍ତୁ ମଙ୍ଗଳବାର ରାଶିଫଳ

August 5, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.