Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଷ୍ଟ୍ରପତିଙ୍କୁ ଚିଠି ଲେଖିଲେ କଂଗ୍ରେସ ସାଂସଦ ଅଧୀର ରଂଜନ ଚୌଧୁରୀ
ଆଜିର ଖବର

ରାଷ୍ଟ୍ରପତିଙ୍କୁ ଚିଠି ଲେଖିଲେ କଂଗ୍ରେସ ସାଂସଦ ଅଧୀର ରଂଜନ ଚୌଧୁରୀ

July 29, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଷ୍ଟ୍ରପତିଙ୍କୁ ଚିଠି ଲେଖିଲେ କଂଗ୍ରେସ ସାଂସଦ ଅଧୀର ରଂଜନ ଚୌଧୁରୀ

ନୂଆଦିଲ୍ଲୀ: ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଏକ ଚିଠି ଲେଖିଛନ୍ତି କଂଗ୍ରେସ ସାଂସଦ ଅଧୀର ରଂଜନ ଚୌଧୁରୀ। ସେ ଏହି ଚିଠିରେ କ୍ଷମା ପ୍ରାର୍ଥନା କରିଛନ୍ତି। ସେ ଲେଖିଛନ୍ତି ଯେ, ଏହା ଭୁଲରେ ପାଟିରୁ ବାହାରି ଗଲା। ଏଥିପାଇଁ ମୁଁ ଦୁଃଖିତ ବୋଲି ସେ ସେହି ଚିଠିରେ ଉଲ୍ଲେଖ କରିଛନ୍ତି। ଏହି ଭୁଲ ପାଇଁ ମୁଁ କ୍ଷମା ପ୍ରାର୍ଥନା କରୁଛି ବୋଲି ଅଧୀର ରଂଜନ କହିଛନ୍ତି।

ଅଧୀର ରଂଜନ ରାଷ୍ଟ୍ରପତିଙ୍କୁ ରାଷ୍ଟ୍ରପତ୍ନୀ ବୋଲି ସମ୍ବୋଧିତ କରିଥିଲେ। ଯାହାକୁ ନେଇ ସଂସଦର ଉଭୟ ଗୃହରେ ହାଙ୍ଗାମା ହୋଇଥିଲା। ବିଜେପିର ସମସ୍ତ ମହିଳା ସଦସ୍ୟା ଏହାକୁ ନେଇ ସୋନିଆ କ୍ଷମା ମାଗନ୍ତୁ ବୋଲି ଦାବୀ କରିଥିଲେ। ପରବର୍ତ୍ତି ସମୟରେ ଅଧୀର ରଂଜନ କ୍ଷମା ମାଗିଥିଲେ।

ଅଧୀର ରଂଜନ ଚୌଧୁରୀ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ରାଷ୍ଟ୍ରପତ୍ନୀ
Share. Facebook Twitter LinkedIn Email WhatsApp Copy Link

Related Posts

ୱେଷ୍ଟଇଣ୍ଡିଜ୍ ଦିନିକିଆ ସିରିଜ୍ ପାଇଁ ଭାରତୀୟ ଦଳ: ଆକିବ୍ ଏବଂ ନମନ ଧୀରଙ୍କୁ ସୁଯୋଗ

September 16, 2026

ସମ୍ ଲାଇଫ୍‌ସାଇସେନ୍ସ ଓ ସୋଆ ଏନ୍‌ଏସ୍‌ଏସ୍ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ଶିବିର

September 16, 2026

୧୦୦ ମେଟ୍ରିକ୍ ଟନ୍ ପଣ୍ୟ ଅନ୍‌ଲୋଡିଂରେ ଦେଶର ପ୍ରଥମ ରେଳପଥ ଜୋନ୍ ହେଲା ପୂର୍ବତଟ ରେଳପଥ

September 16, 2026

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ଭୁବନେଶ୍ୱର ରେଳ ଷ୍ଟେସନ ପୁନର୍ବିକାଶ କାର୍ଯ୍ୟର ସମୀକ୍ଷା

September 16, 2026
Latest News

ୱେଷ୍ଟଇଣ୍ଡିଜ୍ ଦିନିକିଆ ସିରିଜ୍ ପାଇଁ ଭାରତୀୟ ଦଳ: ଆକିବ୍ ଏବଂ ନମନ ଧୀରଙ୍କୁ ସୁଯୋଗ

September 16, 2026

ସମ୍ ଲାଇଫ୍‌ସାଇସେନ୍ସ ଓ ସୋଆ ଏନ୍‌ଏସ୍‌ଏସ୍ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ଶିବିର

September 16, 2026

୧୦୦ ମେଟ୍ରିକ୍ ଟନ୍ ପଣ୍ୟ ଅନ୍‌ଲୋଡିଂରେ ଦେଶର ପ୍ରଥମ ରେଳପଥ ଜୋନ୍ ହେଲା ପୂର୍ବତଟ ରେଳପଥ

September 16, 2026

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ଭୁବନେଶ୍ୱର ରେଳ ଷ୍ଟେସନ ପୁନର୍ବିକାଶ କାର୍ଯ୍ୟର ସମୀକ୍ଷା

September 16, 2026

ଆଇଟିଇଆରରେ ଛାତ୍ରଛାତ୍ରୀଙ୍କ ନିମନ୍ତେ ଭଲିବଲ କୋର୍ଟ ଉଦ୍‌ଘାଟିତ

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.