Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୧ ହଜାରରୁ କମ ଆକ୍ରାନ୍ତ ଚିହ୍ନଟ: ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ
ଆଜିର ଖବର

ରାଜ୍ୟରେ ଆଜି ୧ ହଜାରରୁ କମ ଆକ୍ରାନ୍ତ ଚିହ୍ନଟ: ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ

July 30, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଗତକାଲି ରାଜ୍ୟରେ ୧୦୨୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୯୮୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୯୮୧ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୧୬୬ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୫୭୫ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୪୦୬ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧

ବାଲେଶ୍ଵର ଜିଲ୍ଲାରୁ- ୧୩

ବରଗଡ ଜିଲ୍ଲାରୁ- ୪୪

ଭଦ୍ରକ ଜିଲ୍ଲାରୁ- ୧୨

ବଲାଙ୍ଗୀରି ଜିଲ୍ଲାରୁ- ୨୨

ବୌଦ୍ଧ ଜିଲ୍ଲାରୁ- ୧୦

କଟକ ଜିଲ୍ଲାରୁ- ୩୮

ଦେବଗଡ ଜିଲ୍ଲାରୁ- ୮

ଢେଙ୍କାନାଳ ଜିଲ୍ଲାରୁ- ୩

ଗଜପତି ଜିଲ୍ଲାରୁ- ୭

ଜଗତସିଂହପୁର ଜିଲ୍ଲାରୁ- ୮

ଯାଜପୁର ଜିଲ୍ଲାରୁ- ୧୬

ଝାରସୁଗୁଡା ଜିଲ୍ଲାରୁ- ୨୦

କଳାହାଣ୍ଡି ଜିଲ୍ଲାରୁ- ୩୦

କନ୍ଧମାଳ ଜିଲ୍ଲାରୁ- ୧୯

କେନ୍ଦ୍ରାପଡା ଜିଲ୍ଲାରୁ- ୮

କେନ୍ଦୁଝର ଜିଲ୍ଲାରୁ- ୧୦

ଖୋର୍ଦ୍ଧା ଜିଲ୍ଲାରୁ- ୧୫୦

କୋରାପୁଟ ଜିଲ୍ଲାରୁ- ୧୬

ମାଲକାନଗିରି ଜିଲ୍ଲାରୁ- ୧

ମୟୂରଭଞ୍ଜ ଜିଲ୍ଲାରୁ- ୮୪

ନବରଙ୍ଗପୁର ଜିଲ୍ଲାରୁ- ୨୯

ନୟାଗଡ ଜିଲ୍ଲାରୁ- ୨୪

ନୂଆପଡା ଜିଲ୍ଲାରୁ- ୧୦

ପୁରୀ ଜିଲ୍ଲାରୁ- ୬

ରାୟଗଡା ଜିଲ୍ଲାରୁ- ୮

ସମ୍ବଲପୁର ଜିଲ୍ଲାରୁ- ୭୧

ସୋନପୁର ଜିଲ୍ଲାରୁ- ୨୩

ସୁନ୍ଦରଗଡ ଜିଲ୍ଲାରୁ- ୨୫୯

ଷ୍ଟେଟ ପୁଲରୁ- ୩୨

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୧୨ ହଜାର ୧୧୬ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୯୬ ହଜାର ୨୯୩ ଏବଂ ବର୍ତ୍ତମାନ ୬୬୩୨ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

ଓଡିଶା କରୋନା କ୍ୱାରେଣ୍ଟାଇନ ସୁନ୍ଦରଗଡ ସ୍ଥାନୀୟ ସଂକ୍ରମିତ
Share. Facebook Twitter LinkedIn Email WhatsApp Copy Link

Related Posts

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନ ପରେ, ଦିଲ୍ଲୀ ସରକାରୀ କାର୍ଯ୍ୟାଳୟରେ ‘ନୋ କାର ଡେ’

May 14, 2026
Latest News

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନ ପରେ, ଦିଲ୍ଲୀ ସରକାରୀ କାର୍ଯ୍ୟାଳୟରେ ‘ନୋ କାର ଡେ’

May 14, 2026

ପୁରୀ କୋରାପୁଟ ମଧ୍ୟରେ ଚାଲିବାକୁ ଥିବା ନୂଆ ଟ୍ରେନଟି କେଉଁ କେଉଁ ଷ୍ଟେସନରେ ରହିବ

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.