Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲି ଦେଶବାସୀଙ୍କୁ ଉଦବୋଧନ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଆଜିର ଖବର

ଆସନ୍ତାକାଲି ଦେଶବାସୀଙ୍କୁ ଉଦବୋଧନ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

July 30, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆସନ୍ତାକାଲି ଦେଶବାସୀଙ୍କୁ ଉଦବୋଧନ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ: ଆସନ୍ତାକାଲି ଶେଷ ରବିବାର ଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ରହିଛି ‘ମନ କି ବାତ୍’ କାର୍ଯ୍ୟକ୍ରମ। ଏହା ଆସନ୍ତାକାଲି ଦିନ ୧୧ ଟା ସମୟରେ ଅଲ ଇଣ୍ଡିଆ ରେଡିଓରେ ପ୍ରସାରଣ କରାଯିବ। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଉଦବୋଧନ ଦେବେ। ଏହା ମାସିକ ରେଡିଓ କାର୍ଯ୍ୟକ୍ରମ। ଆସନ୍ତାକାଲି ଏହା ୯୧ ତମ ଅଧ୍ୟାୟ ହେବ।

ଏହି କାର୍ଯ୍ୟକ୍ରମ ଅଲ୍ ଇଣ୍ଡିଆ ରେଡିଓ ଏବଂ ଦୂରଦର୍ଶନ ଚ୍ୟାନେଲରେ ପ୍ରସାରଣ କରାଯିବ। ସେହିପରି ଏଆଇଆର୍ ନ୍ୟୁଜ୍ ୱେବସାଇଟ୍ ଏବଂ ନ୍ୟୁଜ ଅନ ଏଆଇଆର ମୋବାଇଲ୍ ଆପ୍ ରେ ମଧ୍ୟ ପ୍ରସାରଣ କରାଯିବ। ଏଥିସହିତ ଏହା ଏଆଇଆର ନ୍ୟୁଜ୍, ଡିଡି ନ୍ୟୁଜ୍, ପିଏମଓ ଏବଂ ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟର ୟୁଟ୍ୟୁବ୍ ଚ୍ୟାନେଲରେ ମଧ୍ୟ ସିଧା ପ୍ରସାରଣ ହେବ।

ହିନ୍ଦୀ ପ୍ରସାରଣ ପରେ ତୁରନ୍ତ ଆଞ୍ଚଳିକ ଭାଷାରେ ଏହି କାର୍ଯ୍ୟକ୍ରମ ପ୍ରସାରଣ କରାଯିବ। ଆଞ୍ଚଳିକ ଭାଷା ସଂସ୍କରଣଗୁଡ଼ିକ ରାତି  ୮ ରେ ପ୍ରସାରଣ କରାଯିବ।

“ମନ କି ବାତ” ଦୂରଦର୍ଶନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍‌ ନିଷ୍ପତ୍ତି: ଜେୱାର ବିମାନବନ୍ଦର ନୂଆ ନାମ ‘ନରେନ୍ଦ୍ର ମୋଦୀ ଅନ୍ତର୍ଜାତୀୟ ବିମାନବନ୍ଦର’

October 9, 2026

ଭାରତୀୟ ବଂଶୋଦ୍ଭବ ନବନେଥେମ୍‌ ପିଲ୍ଲେ ପାଇବେ ୨୦୨୬ ନୋବେଲ ଶାନ୍ତି ପୁରସ୍କାର

October 9, 2026

GST ନିୟମରେ ବଡ଼ କଥା! ଏହି ସାମଗ୍ରୀ ଓ ସେବା ଉପରେ ଲାଗେନି ଟିକସ

October 9, 2026

RBI ରେପୋ ରେଟ୍ ବଢ଼ିଲା, ମହଙ୍ଗା ହେବ ଋଣ! BoB, PNB ସମେତ ଅନେକ ବ୍ୟାଙ୍କ ବଢ଼ାଇଲେ ସୁଧ ହାର

October 9, 2026
Latest News

କ୍ୟାବିନେଟ୍‌ ନିଷ୍ପତ୍ତି: ଜେୱାର ବିମାନବନ୍ଦର ନୂଆ ନାମ ‘ନରେନ୍ଦ୍ର ମୋଦୀ ଅନ୍ତର୍ଜାତୀୟ ବିମାନବନ୍ଦର’

October 9, 2026

ଭାରତୀୟ ବଂଶୋଦ୍ଭବ ନବନେଥେମ୍‌ ପିଲ୍ଲେ ପାଇବେ ୨୦୨୬ ନୋବେଲ ଶାନ୍ତି ପୁରସ୍କାର

October 9, 2026

GST ନିୟମରେ ବଡ଼ କଥା! ଏହି ସାମଗ୍ରୀ ଓ ସେବା ଉପରେ ଲାଗେନି ଟିକସ

October 9, 2026

କିଡନୀ ସୁସ୍ଥ ରଖିବାକୁ ଚାହୁଁଛନ୍ତି? ଦୈନନ୍ଦିନ ଜୀବନରେ କରନ୍ତୁ ଏହି ସରଳ ପରିବର୍ତ୍ତନ

October 9, 2026

RBI ରେପୋ ରେଟ୍ ବଢ଼ିଲା, ମହଙ୍ଗା ହେବ ଋଣ! BoB, PNB ସମେତ ଅନେକ ବ୍ୟାଙ୍କ ବଢ଼ାଇଲେ ସୁଧ ହାର

October 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.