Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅନ୍ତର୍ଜାତୀୟ ସ୍ବାସ୍ଥ୍ୟ ଓ ଶିକ୍ଷା ନିଗମ ପକ୍ଷରୁ ଉଦଘାଟନୀ ଉତ୍ସବ ପାଳିତ
ଆଜିର ଖବର

ଅନ୍ତର୍ଜାତୀୟ ସ୍ବାସ୍ଥ୍ୟ ଓ ଶିକ୍ଷା ନିଗମ ପକ୍ଷରୁ ଉଦଘାଟନୀ ଉତ୍ସବ ପାଳିତ

July 30, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା

ରେଢ଼ାଖୋଲ: ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ହାଟପଦା ସ୍ଥିତ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ପରିସରରେ ଶନିବାର ଦିନ ଅନ୍ତର୍ଜାତୀୟ ସ୍ୱାସ୍ଥ୍ୟ ଓ ଶିକ୍ଷା ନିଗମ ପକ୍ଷରୁ ଉଦଘାଟନୀ ଉତ୍ସବ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ରେଢ଼ାଖୋଲ ବ୍ଲକ ଅଧ୍ୟକ୍ଷ ପ୍ରଦୀପ ପ୍ରଧାନ ଯୋଗ ଦେଇଥିଲେ। ନାରୀ ସଶକ୍ତିକରଣ ମହିଳା ମାନଙ୍କ ସ୍ବାସ୍ଥ୍ୟ, ଶିକ୍ଷା ଓ ଆର୍ଥିକ ସ୍ଥିତିକୁ ସୁଦୃଢ଼ କରିବା ମୁଖ୍ୟ ଲକ୍ଷ୍ୟ ବୋଲି ଟ୍ରଷ୍ଟ ପକ୍ଷରୁ ଆଲୋକପାତ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଅନ୍ତର୍ଜାତୀୟ ସ୍ୱାସ୍ଥ୍ୟ ଓ ଶିକ୍ଷା ନିଗମ ର ସମ୍ପାଦକ ଜୟଦେବ ବେହେରା, ମୁଖ୍ୟ ପ୍ରକଳ୍ପ ଅଧିକାରୀ ଦୂର୍ଗା ପ୍ରସାଦ ତ୍ରିପାଠୀ, ସମ୍ବଲପୁର ଜିଲ୍ଲା ସଂଯୋଜିକା ସୁଜାତା ବିଶ୍ଵାଳ,  ସୁବର୍ଣ୍ଣପୁର ଜିଲ୍ଲା ସଂଯୋଜକ ରୁଦ୍ର ନାରାୟଣ ଶତପଥୀ, ନାକଟିଦେଉଳ ବ୍ଲକ ସଂଯୋଜିକା ମାନିନୀ ବଘାର, ରେଢ଼ାଖୋଲ ବ୍ଲକ ସଂଯୋଜିକା ଗାୟତ୍ରୀ ବେହେରା, ଯୁଯୁମୁରା ବ୍ଲକ ସଂଯୋଜକ ଶ୍ରୀକାନ୍ତ ବିଶ୍ଵାଳ, ମାନେଶ୍ୱର ବ୍ଲକ ସଂଯୋଜକ କିଶୋର ଚନ୍ଦ୍ର ପ୍ରଧାନ, ରେଙ୍ଗାଲି ବ୍ଲକ ସଂଯୋଜକ ଯୋଗେଶ୍ୱର ଘିବିଲା ଏବଂ ୫ ଟି ବ୍ଲକର ମହିଳା ମିତ୍ର ମାନେ ବହୁ ସଂଖ୍ୟାରେ ଯୋଗ ଦେଇଥିଲେ।

ଏହି କାର୍ଯ୍ୟକ୍ରମ କୁ ଯୋଗେଶ୍ୱର ଘିବିଲା ପରିଚାଳନା କରିଥିଲେ।ଏହି କାର୍ଯ୍ୟକ୍ରମ ଅନାମ ବଗର୍ତ୍ତୀ ସାଜସଜ୍ଜା ସହ ସମସ୍ତ ପ୍ରକାର ସହଯୋଗ କରିଥିଲେ।

ରେଢାଖୋଲ
Share. Facebook Twitter LinkedIn Email WhatsApp Copy Link

Related Posts

ପେନସନଭୋଗୀଙ୍କ କଲ୍ୟାଣ ସଂକ୍ରାନ୍ତ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କଲେ ଦୂରସଞ୍ଚାର ବିଭାଗର ସିଜିସିଏ

February 13, 2026

ଭିଜିଲାନ୍ସ ଜାଲରେ ଅତିରିକ୍ତ ତହସିଲଦାର

February 13, 2026

ଆସନ୍ତା ୩ ମାସ ମଧ୍ୟରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିମଣତି କାମ ସମ୍ପୂର୍ଣ୍ଣ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

February 13, 2026

ଓଡ଼ିଶାରେ ସମବାୟ କ୍ଷେତ୍ରରେ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ସମୀକ୍ଷା

February 13, 2026
Latest News

ପେନସନଭୋଗୀଙ୍କ କଲ୍ୟାଣ ସଂକ୍ରାନ୍ତ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କଲେ ଦୂରସଞ୍ଚାର ବିଭାଗର ସିଜିସିଏ

February 13, 2026

ଭିଜିଲାନ୍ସ ଜାଲରେ ଅତିରିକ୍ତ ତହସିଲଦାର

February 13, 2026

ଆସନ୍ତା ୩ ମାସ ମଧ୍ୟରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିମଣତି କାମ ସମ୍ପୂର୍ଣ୍ଣ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

February 13, 2026

ଓଡ଼ିଶାରେ ସମବାୟ କ୍ଷେତ୍ରରେ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ସମୀକ୍ଷା

February 13, 2026

ଆଜି ସାତୋଟି ରାଶିର ଭାଗ୍ୟ ଚମକିବ, ଯାହା ଆପଣ କେବେ ବି ବିଶ୍ବାସ କରିପାରିବେ ନାହିଁ

February 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.