Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉଜ୍ୱଳ ଭାରତ ,ଉଜ୍ୱଳ ଭବିଷ୍ୟତ କାର୍ଯ୍ୟକ୍ରମକୁ ଭିସି ମାଧ୍ୟମରେ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ଉଜ୍ୱଳ ଭାରତ ,ଉଜ୍ୱଳ ଭବିଷ୍ୟତ କାର୍ଯ୍ୟକ୍ରମକୁ ଭିସି ମାଧ୍ୟମରେ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

July 30, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଉଜ୍ୱଳ ଭାରତ ,ଉଜ୍ୱଳ ଭବିଷ୍ୟତ କାର୍ଯ୍ୟକ୍ରମକୁ ଭିସି ମାଧ୍ୟମରେ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ଭାରତର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀ ଉଜ୍ୱଳ ଭାରତ ଉଜ୍ୱଳ ଭବିଷ୍ୟତ–ପାଓ୍ୱାର@୨୦୪୭ ପରିପ୍ରେକ୍ଷୀରେ ଦେଶ ପାଇଁ ବିଜୁଳି ବିତରଣ ଆଧୁନିକୀକରଣ ବ୍ୟବସ୍ଥା, ନ୍ୟାସନାଲ ରୁଫଟଫ୍ ସୋଲାର ପୋର୍ଟାଲ ଓ ଏନ୍.ଟି.ପି.ସିର ସ୍ୱଚ୍ଛ ଶକ୍ତି ପରିଯୋଜନା ଆଦି କାର୍ଯ୍ୟକ୍ରମର ଲୋକାର୍ପଣ ଓ ଶିଳାନ୍ୟାସ ପରିପ୍ରେକ୍ଷୀରେ ଆଜି ପୂର୍ବାହ୍ଣରେ ଭୁବନେଶ୍ୱର କିଟ୍ ବିଶ୍ୱ ବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ, ଏନ୍.ଟି.ପି.ସି., ଓପିଟିସିଏଲ୍ ଏବଂ ଟିପିସିଓଡିଏଲ୍ ର ମିଳିତ ଆନୁକୂଲ୍ୟରେ ଏକ ଜନସଚେତନତା କାର‌୍ୟ୍ୟକ୍ରମ ତଥା ‘ବିଜୁଳି ମହୋତ୍ସବ’ ଅନୁଷ୍ଠିତ ହୋଇଯାଇଛି।

‘ଆଜାଦ୍ କା ଅମୃତ ମହୋତ୍ସବ’ ପରିପ୍ରେକ୍ଷୀରେ ଏହିପରି କାର୍ଯ୍ୟୟକ୍ରମ ଖୋର୍ଦ୍ଧା ଜିଲ୍ଲା ସଦର ମହକୁମା ଠାରେ ଚଳିତ ମାସ ୨୭ ତାରିଖରେ ଅନୁଷ୍ଠିତ ହୋଇଥିବା ବେଳେ ଆଜି କିଟ୍ ବିଶ୍ୱବିଦ୍ୟାଳୟଠାରେ ମଧ୍ୟ ଅନୁରୂପ ଭାବେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଆଜିର ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ଶିଳ୍ପ, ଅଣୁ,କ୍ଷୁଦ୍ର, ମଧ୍ୟମଉଦ୍ୟୋଗଓ ଶକ୍ତି ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରତାପ କେଶରୀ ଦେବ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଥିଲେ।

ଉଦଘାଟନୀ କାର୍ଯ୍ୟକ୍ରମ ପରେ ପ୍ରଧାନ ମନ୍ତ୍ରୀଙ୍କ ଦ୍ୱାରା ରାଷ୍ଟ୍ର ଉଦ୍ଦେଶ୍ୟରେ କରାଯାଇଥିବା ବିଭିନ୍ନ କାର୍ଯ୍ୟକ୍ରମର ଲୋକାର୍ପଣ ଓ ଶିଳାନ୍ୟାସର ସିଧା ପ୍ରସାରଣ ଓ ବିଭିନ୍ନ ହିତାଧିକାରୀମାନଙ୍କ ସହିତ ବାର୍ତ୍ତାଳାପ ପ୍ରସାରଣ କରାଯାଇଥିଲା।

ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ଇୟୁଜେନିକ୍ସ ହେୟାର ସାଇନ୍ସେସ ପକ୍ଷରୁ ଭୁବନେଶ୍ୱରରେ ବିଶ୍ୱସ୍ତରୀୟ ହେୟାର୍ ରିଷ୍ଟୋରେସନ୍ କ୍ଲିନିକର ଶୁଭାରମ୍ଭ

May 23, 2026

ସିିଜିମାଳି ବିସ୍ଥାପିତଙ୍କୁ ନ୍ୟାୟ ଦାବୀରେ ଯୁବ କଂଗ୍ରେସ ତରଫରୁ ପଦଯାତ୍ରା 

May 23, 2026

ଏଥର ରଥଯାତ୍ରା ଶାନ୍ତିଶୃଙ୍ଖଳାର ସହ କରିବା ପାଇଁ ବସିଲା ଉଚ୍ଚ ସ୍ତରୀୟ ବୈଠକ

May 23, 2026

CII Odisha Chapter: ଓଡିଶାରେ ଅନୁଷ୍ଠିତ ହେବ ସିଆଇଆଇ ପୂର୍ବାଞ୍ଚଳ ପରିଷଦ ସମ୍ମିଳନୀ

May 23, 2026
Latest News

ଇୟୁଜେନିକ୍ସ ହେୟାର ସାଇନ୍ସେସ ପକ୍ଷରୁ ଭୁବନେଶ୍ୱରରେ ବିଶ୍ୱସ୍ତରୀୟ ହେୟାର୍ ରିଷ୍ଟୋରେସନ୍ କ୍ଲିନିକର ଶୁଭାରମ୍ଭ

May 23, 2026

ସିିଜିମାଳି ବିସ୍ଥାପିତଙ୍କୁ ନ୍ୟାୟ ଦାବୀରେ ଯୁବ କଂଗ୍ରେସ ତରଫରୁ ପଦଯାତ୍ରା 

May 23, 2026

ଏଥର ରଥଯାତ୍ରା ଶାନ୍ତିଶୃଙ୍ଖଳାର ସହ କରିବା ପାଇଁ ବସିଲା ଉଚ୍ଚ ସ୍ତରୀୟ ବୈଠକ

May 23, 2026

CII Odisha Chapter: ଓଡିଶାରେ ଅନୁଷ୍ଠିତ ହେବ ସିଆଇଆଇ ପୂର୍ବାଞ୍ଚଳ ପରିଷଦ ସମ୍ମିଳନୀ

May 23, 2026

କୋଲକାତାରେ ପହଞ୍ଚିଲେ ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବେ, ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

May 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.