Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଲିଉଡ ଡେବ୍ୟୁ କରିବେ ଆଲିଆ
ଆଜିର ଖବର

ବଲିଉଡ ଡେବ୍ୟୁ କରିବେ ଆଲିଆ

May 14, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବଲିଉଡରେ ଡେବ୍ୟୁ କରିବେ ଆଲିଆ। କଥାଟି ଟିକେ ଅଜବ ଲାଗୁଥିବ ନିଶ୍ଚୟ। କିନ୍ତୁ ଏଠାରେ ଆଲିଆ ଭଟ୍ଟଙ୍କ କଥା କୁହାଯାଉନାହିଁ। ପୂଜା ବେଦୀଙ୍କ ଝିଅ ଆଲିଆ ଫଣ୍ଣିଚରଓ୍ବାଲାଙ୍କ ବିଷୟରେ କୁହାଯାଉଛି। ସୈଫ୍‌ ଅଲ୍ଲୀ ଖାନ୍‌ଙ୍କ ପ୍ରଯୋଜିତ ଆଗାମୀ ଫିଲ୍ମ ‘ଜଓ୍ବାନୀ ଜାନେମନ୍‌’ଜରିଆରେ ବଲିଉଡ୍‌ରେ ପାଦ ଥାପିବାକୁ ଯାଉଛନ୍ତି ଆଲିଆ। ନିନିତ୍‌ କନ୍ନଡ଼ଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମରେ ଆଲିଆଙ୍କ ପିତା ଚରିତ୍ରରେ ନଜର ଆସିବେ ସୈଫ୍‌ ଅଲୀ ଖାନ୍‌। ତେବେ ଏହି ଫିଲ୍ମରେ ପୂର୍ବରୁ ସାରା ଅଭିନୟ କରିବେ ବୋଲି ସୂଚନା ରହିଥିଲା। ସୈଫ୍‌ ଆଲିଆଙ୍କ ଅଭିନୟକୁ ନେଇ କହିଛନ୍ତି ଯେ, ଫିଲ୍ମର ଚରିତ୍ର ପାଇଁ ଆଲିଆ ଉପଯୁକ୍ତ। ଚରିତ୍ରର ବୟସକୁ ଦୃଷ୍ଟିରେ ରଖାଯାଇ ସାରାଙ୍କ ସ୍ଥାନରେ ଆଲିଆଙ୍କୁ ନିଆଯାଇଛି ବୋଲି ସୈଫ୍‌ କହିଛନ୍ତି। ନବାଗତଙ୍କୁ ସୁଯୋଗ ମିଳିବା ଦରକାର ବୋଲି ମଧ୍ୟ ସୈଫ୍‌ କହିଛନ୍ତି। ତେବେ ଦେଖାଯାଉ ଆଲିଆ ତାଙ୍କର ପ୍ରଥମ ବଲିଉଡ୍‌ ଫିଲ୍ମରେ କେତେଦୂର ସଫଳ ହେଉଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ମାର୍ଚ୍ଚ ୧୪ ରେ ବ୍ରହ୍ମପୁରରେ ଜାତୀୟ ଲୋକ ଅଦାଲତ

February 26, 2026

‘ଦି କେରଳ ଷ୍ଟୋରୀ 2’ ର ମୁକ୍ତିଲାଭ ଉପରେ ହାଇକୋର୍ଟଙ୍କ ରୋକ: ସୁପ୍ରିମକୋର୍ଟ ଯିବେ ନିର୍ମାତା

February 26, 2026

CBSEର ବଡ଼ ନିଷ୍ପତ୍ତି: ଷଷ୍ଠ ଶ୍ରେଣୀରୁ ପଢ଼ାଯିବ ତିନୋଟି ଭାଷା

February 26, 2026

‘ନିଶାମୁକ୍ତ ଓଡ଼ିଶା ଅଭିଯାନ’: ୨୨୫ କୋଟି ମୂଲ୍ୟର ହାଶିଶ ତେଲ ଓ ୫ କୋଟିର ଗଞ୍ଜେଇ ଜବତ

February 26, 2026
Latest News

ଏପଷ୍ଟାଇନ୍ ଫାଇଲ୍ସରେ ନାମ ଆସିବା ପରେ WEF ର CEO ଙ୍କ ଇସ୍ତଫା

February 26, 2026

ମାର୍ଚ୍ଚ ୧୪ ରେ ବ୍ରହ୍ମପୁରରେ ଜାତୀୟ ଲୋକ ଅଦାଲତ

February 26, 2026

‘ଦି କେରଳ ଷ୍ଟୋରୀ 2’ ର ମୁକ୍ତିଲାଭ ଉପରେ ହାଇକୋର୍ଟଙ୍କ ରୋକ: ସୁପ୍ରିମକୋର୍ଟ ଯିବେ ନିର୍ମାତା

February 26, 2026

CBSEର ବଡ଼ ନିଷ୍ପତ୍ତି: ଷଷ୍ଠ ଶ୍ରେଣୀରୁ ପଢ଼ାଯିବ ତିନୋଟି ଭାଷା

February 26, 2026

‘ଆଶ୍ରମର ପରିବେଶ ପବିତ୍ର ନୁହେଁ’: ଶଙ୍କରାଚାର୍ଯ୍ୟଙ୍କ ଉପରେ ଆଶ୍ଚର୍ଯ୍ୟଜନକ ଖୁଲାସା କଲେ ଭୂମିକା ଦ୍ୱିବେଦୀ

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.