Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମଙ୍କିପକ୍ସ ନିୟନ୍ତ୍ରଣ କରିବା ପାଇଁ କେନ୍ଦ୍ର ସରକାର ଗଠନ କଲେ ଟାସ୍କ ଫୋର୍ସ
ଆଜିର ଖବର

ମଙ୍କିପକ୍ସ ନିୟନ୍ତ୍ରଣ କରିବା ପାଇଁ କେନ୍ଦ୍ର ସରକାର ଗଠନ କଲେ ଟାସ୍କ ଫୋର୍ସ

August 1, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ବର୍ତ୍ତମାନ ଦେଶରେ ମଙ୍କିପକ୍ସ ନିୟନ୍ତ୍ରଣ ପାଇଁ କେନ୍ଦ୍ର ସରକାର ଗଠନ କରିଛନ୍ତି ଏକ ଟାସ୍କଫୋର୍ସ। ଏହି ଟିମ କେନ୍ଦ୍ର ସରକାରଙ୍କୁ ବିଭିନ୍ନ ପରାମର୍ଶ ଦେବା ସହିତ ଏହି ରୋଗର ଚିହ୍ନଟ ପକ୍ରିୟାକୁ ତ୍ବାରିନତ କରିବା ପାଇଁ କାର୍ଯ୍ୟ କରିବ। ଏଥିସହିତ ଏହାର ଟୀକା କାର୍ଯ୍ୟକୁ ମଧ୍ୟ ତ୍ବରାନିତ କରିବା ପାଇଁ କାର୍ଯ୍ୟ କରିବ।

କେନ୍ଦ୍ର କ୍ୟାବିନେଟ ସଚିବ, ସ୍ବାସ୍ଥ୍ୟ ସଚିବ , ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅତିରିକ୍ତ ସଚିବ ପ୍ରମୁଖ ବସିଥିବା ଏହି ବୈଠକରେ ନିଷ୍ପତି ଗ୍ରହଣ କରାଯାଇଛି। ଭାରତରେ ବର୍ତ୍ତମାନ ସୁଦ୍ଧା ମାତ୍ର ଚାରୋଟି ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କେରଳର ତିନି ଜଣ ହୋଇଥିବା ବେଳେ ନୂଆଦିଲ୍ଲୀର ଜଣେ ରହିଛି।

ମଙ୍କିପକ୍ସ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଫେବୃୟାରୀ ୪ ତାରିଖ ବୁଧବାରରେ ଛଅଟି ରାଶିର ଧନ ବୃଦ୍ଧି

February 4, 2026

ସିଏସଆଇଆର-ଆଇଏମଏମଟି ପରିଦର୍ଶନ କଲେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି

February 3, 2026

କାର ସହ କେଜି ଗଂଜେଇ ଜବତ, ଜଣେ ଗିରଫ

February 3, 2026

ଫକୀର ମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି

February 3, 2026
Latest News

ଆଜି ଫେବୃୟାରୀ ୪ ତାରିଖ ବୁଧବାରରେ ଛଅଟି ରାଶିର ଧନ ବୃଦ୍ଧି

February 4, 2026

ସିଏସଆଇଆର-ଆଇଏମଏମଟି ପରିଦର୍ଶନ କଲେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି

February 3, 2026

କାର ସହ କେଜି ଗଂଜେଇ ଜବତ, ଜଣେ ଗିରଫ

February 3, 2026

ଫକୀର ମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି

February 3, 2026

“ଚାଷୀଙ୍କ ରକ୍ତକୁ ଶୋଷଣ କରିଛି ସରକାର”: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଉପରେ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ 

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.