Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମ୍ବଲପୁରୀ ଦିବସ ଓ ଗୋଦାବରୀଶ ମହାପାତ୍ରଙ୍କ ଜୟନ୍ତୀରେ ସ୍ୱତନ୍ତ୍ର ପୁସ୍ତକ ପ୍ରଦର୍ଶନୀ
ଆଜିର ଖବର

ସମ୍ବଲପୁରୀ ଦିବସ ଓ ଗୋଦାବରୀଶ ମହାପାତ୍ରଙ୍କ ଜୟନ୍ତୀରେ ସ୍ୱତନ୍ତ୍ର ପୁସ୍ତକ ପ୍ରଦର୍ଶନୀ

August 1, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ସମ୍ବଲପୁରୀ ଦିବସ ଓ ଗୋଦାବରୀଶ ମହାପାତ୍ରଙ୍କ ଜୟନ୍ତୀରେ ସ୍ୱତନ୍ତ୍ର ପୁସ୍ତକ ପ୍ରଦର୍ଶନୀ

ଭୁବନେଶ୍ୱର: ସମାଲୋଚକ ଓ କବି ଗୋଦାବରୀଶ ମହାପାତ୍ରଙ୍କ ୧୨୪ତମ ଜୟନ୍ତୀ,ପଦ୍ମଶ୍ରୀ ଲଷ୍ମୀନାରାୟଣ ସାହୁଙ୍କ ୫୯ତମ ତିରୋଧାନ ଦିବସ,ଗଡ଼ଜାତ ପ୍ରଜାମଣ୍ଡଳ ଆନ୍ଦୋଳନ ନେତା ମହେଶ ଚନ୍ଦ୍ର ସୁବାହୁସିଂହଙ୍କ ୬୪ତମ ଶ୍ରାଦ୍ଧୋତ୍ସଵ ଓ ଗୁରୁ ସତ୍ୟନାରାୟଣ ବହିଦାରଙ୍କ ୧୦୯ତମ ଜୟନ୍ତୀ ଉପଲକ୍ଷେ ‘ସମ୍ବଲପୁରୀ ଦିବସ’ ପାଳନ ଅବସରରେ ଭୁବନେଶ୍ୱରସ୍ଥିତ ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରରେ ସ୍ୱତନ୍ତ୍ର ପୁସ୍ତକ ପ୍ରଦର୍ଶନୀ ଓ ଆଲୋଚନାଚକ୍ର ଭାରପ୍ରାପ୍ତ ଅଧିକାରୀ ଲଷ୍ମୀଧର ବେହେରାଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି।

ଏହି କାର୍ଯ୍ୟକ୍ରମରେ ପୁସ୍ତକ ପ୍ରଦର୍ଶନ କରାଯାଇ ପୁସ୍ତକ ସମୀକ୍ଷା ହୋଇଥିଲା।ଗ୍ରନ୍ଥାଗାରିକ ରୁଦ୍ରପ୍ରସାଦ ବେହେରା,ପଦ୍ମନାଭ ଜେନା,ବିଦ୍ୟାଧର ପଣ୍ଡା,ସଲିତା ପାତ୍ର,ଉପେନ୍ଦ୍ର କୁମାର ମୁଦୁଲି,ଅଜୟ କୁମାର ନନ୍ଦ ,ନିରୁପମା ବେହେରା ପ୍ରମୁଖ ବରପୁତ୍ରମାନଙ୍କ ଜୀବନ ଦର୍ଶନ ଓ ସମାଜ ପାଇଁ ସେମାନଙ୍କ ଅତୁଳନୀୟ ତ୍ୟାଗ ସମ୍ପର୍କରେ ଆଲୋକପାତ କରିଥିଲେ।କଣ୍ଠମଣି ବିଶ୍ୱାଳ ଧନ୍ୟବାଦ ଅର୍ପଣ କରିଥିଲେ।

ଗୋଦାବରୀଶ ମହାପାତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026
Latest News

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.