Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି କେନ୍ଦ୍ରୀୟ ଦଳ ଭୁବନେଶ୍ବରର ବିଭିନ୍ନ ଅଞ୍ଚଳ ବୁଲି ଫନି କ୍ଷୟକ୍ଷତି ଏବଂ ବିଦ୍ୟୁତ ସଂଯୋଗ କାର୍ଯ୍ୟ ଅନୁଧ୍ୟାନ କରିବେ
ଆଜିର ଖବର

ଆଜି କେନ୍ଦ୍ରୀୟ ଦଳ ଭୁବନେଶ୍ବରର ବିଭିନ୍ନ ଅଞ୍ଚଳ ବୁଲି ଫନି କ୍ଷୟକ୍ଷତି ଏବଂ ବିଦ୍ୟୁତ ସଂଯୋଗ କାର୍ଯ୍ୟ ଅନୁଧ୍ୟାନ କରିବେ

May 15, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Everything going to normal after 7 days of Fani
Everything going to normal after 7 days of Fani

ସମୀକ୍ଷା ବ୍ୟୁରୋ

ଫନି ବାତ୍ୟା କ୍ଷୟକ୍ଷତି ଅନୁଧ୍ୟାନ କରିବାକୁ ଆସିଥିବା କେନ୍ଦ୍ରୀୟ ଦଳ ଆଜି ଭୁବନେଶ୍ବରର ବିଭିନ୍ନ ସ୍ଥାନ ବୁଲି ଅନୁଧ୍ୟାନ କରିବାର କାର୍ଯ୍ୟକ୍ରମ ରହିଛି। ଏହି ଦଳ ପ୍ରଥମେ କଳିଙ୍ଗ ଷ୍ଟାଡିୟମ ଯାଇ ସେଠାକାର ସ୍ଥିତି ଦେଖିବେ। ଫନି ବାତ୍ୟାରେ କଳିଙ୍ଗ ଷ୍ଟାଡିୟମର ବହୁତ କ୍ଷତି ହୋଇଛି। ଦର୍ଶକ ଗ୍ୟାଲେରୀରର ଛାତ ଉଡିଯାଇଥିବା ସହିତ ବିଭିନ୍ନ ସ୍ଥାନରେ ଗଛ ପଡି ବହୁ କ୍ଷୟକ୍ଷତି ହୋଇଛି। ସେସବୁ ଅନୁଧ୍ୟାନ କରିବେ କେନ୍ଦ୍ରୀୟ ଦଳ। ଏହାପରେ ଏହି ଦଳ କଳିଙ୍ଗ ନଗର,ରସୁଲଗଡ ଏବଂ କଲରପୁଟ ବସ୍ତି ଅଞ୍ଚଳ ପରିଦର୍ଶନରେ ଯିବେ। ବର୍ତ୍ତମାନ ଭୁବନେଶ୍ବରର ବିଭିନ୍ନ ସ୍ଥାନରେ ବିଦ୍ୟୁତ ଆସିଯାଇଥିଲେ ମଧ୍ୟ କଳିଙ୍ଗ ନଗରକୁ ଏ ପର୍ଯ୍ୟନ୍ତ ସଂଯୋଗ ଦିଆଯାଇପାରି ନାହିଁ। ଏହାର କାରଣ କଣ ଜାଣିବା ପାଇଁ ଏହି ଦଳ କଳିଙ୍ଗ ନଗର ଗସ୍ତ କରୁଥିବାର ଜଣାପଡିଛି। ତାଙ୍କର ଗସ୍ତ ସମୟରେ ସେସୁର ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାପରେ ଏହି ଦଳ ରାଜ୍ୟ ସରକାରଙ୍କ ବିଭିନ୍ନ ଅଧିକାରୀଙ୍କ ସହିତ ମଧ୍ୟ ଆଲୋଚନା କରିବେ।

Share. Facebook Twitter LinkedIn Email WhatsApp Copy Link

Related Posts

ଜୈବ ବିବିଧତା ସଂରକ୍ଷଣ ପାଇଁ ଏନ୍‌ବିଏର ବଡ଼ ପଦକ୍ଷେପ: ଓଡ଼ିଶା ସମେତ ୧୧ ରାଜ୍ୟକୁ ୬.୬୭ କୋଟି ମଞ୍ଜୁର

July 23, 2026

ସରକାରଙ୍କ ବଡ଼ ନିଷ୍ପତ୍ତି: ନୀତି ଆୟୋଗର ନୂତନ ସିଇଓ ଭାବେ ନିଯୁକ୍ତି ପାଇଲେ ଅନୁରାଗ ଜୈନ

July 23, 2026

ଆଜି ଜୁଲାଇ ୨୩ ତାରିଖ ଗୁରୁବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସତର୍କ

July 23, 2026

କଳାହାଣ୍ଡି ଜିଲ୍ଲାରେ ବିଭିନ୍ନ ସୁଭଦ୍ରା ଶକ୍ତି ପ୍ରକଳ୍ପର ଶୁଭ ଉଦ୍ଘାଟନ କଲେ ଉପମୁଖ୍ୟମନ୍ତ୍ରୀ

July 22, 2026
Latest News

ଜୈବ ବିବିଧତା ସଂରକ୍ଷଣ ପାଇଁ ଏନ୍‌ବିଏର ବଡ଼ ପଦକ୍ଷେପ: ଓଡ଼ିଶା ସମେତ ୧୧ ରାଜ୍ୟକୁ ୬.୬୭ କୋଟି ମଞ୍ଜୁର

July 23, 2026

ସମସ୍ତ ସଂସ୍କାରର ମୂଳରେ ନାଗରିକ କଲ୍ୟାଣ ରହିବା ଆବଶ୍ୟକ: ସଚିବମାନଙ୍କ ବୈଠକରେ ପ୍ରଧାନମନ୍ତ୍ରୀ

July 23, 2026

ସରକାରଙ୍କ ବଡ଼ ନିଷ୍ପତ୍ତି: ନୀତି ଆୟୋଗର ନୂତନ ସିଇଓ ଭାବେ ନିଯୁକ୍ତି ପାଇଲେ ଅନୁରାଗ ଜୈନ

July 23, 2026

ଛାତ୍ରଛାତ୍ରୀମାନଙ୍କ ପ୍ରତିବାଦ ପ୍ରତି ଯୁବରାଜ ସିଂହଙ୍କ ପ୍ରତିକ୍ରିୟା: ସମସ୍ତଙ୍କୁ ଜାଣିବା ଜରୁରୀ

July 23, 2026

ଇସ୍ତଫା ଦେବେ ଧର୍ମେନ୍ଦ୍ର ପ୍ରଧାନ?: ସ୍ପଷ୍ଟ କଲେ କେନ୍ଦ୍ର ସରକାରଙ୍କ ବରିଷ୍ଠ ଅଧିକାରୀ

July 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.