Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେନ୍ଦ୍ରୀୟ ଭିଜିଲାନ୍ସ କମିଶନରଙ୍କୁ ଶପଥ ପାଠ କରାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଆଜିର ଖବର

କେନ୍ଦ୍ରୀୟ ଭିଜିଲାନ୍ସ କମିଶନରଙ୍କୁ ଶପଥ ପାଠ କରାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ନୂଆ କେନ୍ଦ୍ରୀୟ ଭିଜିଲାନ୍ସ କମିଶନରଙ୍କୁ ଶପଥ ପାଠ କରାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂଆ କେନ୍ଦ୍ରୀୟ ଭିଜିଲାନ୍ସ କମିଶନର ବା ସିଭିସି ଙ୍କୁ ଶପଥ ପାଠ କରାଇଛନ୍ତି। ସେ ହେଉଛନ୍ତି ଶ୍ରୀ ସୁରେଶ ଏନ ପଟେଲ। ରାଷ୍ଟ୍ରପତି ଭବନରେ ଆଜି ଦିନ ଦଶଟାରେ ଏହି ଶପଥପାଠ କାର୍ଯ୍ୟକ୍ରମ କରାଯାଇଥିଲା। ଏହି ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଉପରାଷ୍ଟ୍ରପତି ଏମ ଭେଙ୍କେୟାନାଇଡୁ ମଧ୍ୟ ଉପସ୍ଥିତ ଥିଲେ।

ଶ୍ରୀ ପଟେଲ ସିଭିସିରେ କାର୍ଯ୍ୟକାରୀ କମିଶନର ଭାବେ କାର୍ଯ୍ୟ କରୁଥିଲେ। ଅବସରପ୍ରାପ୍ତ ବରିଷ୍ଠ ଆଇଏଏସ ଅଧିକାରୀ ସଂଜୟ କୋଠାରୀ ସିଭିସି ଭାବେ ତାଙ୍କର କାର୍ଯ୍ୟକାଳ ପୁରଣ ପରେ ଏହି ପଦବୀ ଏକ ବର୍ଷ ଧରି ଖାଲିଥିଲା। ସେଥିପାଇଁ ଶ୍ରୀ ଏନ ପଟେଲ ଦାୟିତ୍ବରେ ଥିଲେ। ତାଙ୍କର ନିଯୁକ୍ତିକୁ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା କମିଟ ଚୁଡାନ୍ତ କରିବା ପରେ ଘୋଷଣା କରାଯାଇଥିଲା। ଶ୍ରୀ ପଟେଲ ପୂର୍ବରୁ ଆନ୍ଧ୍ର ବ୍ୟାଙ୍କର ପରିଚାଳନା ନିର୍ଦ୍ଦେଶକ ଥିଲେ।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସିଭିସି
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026
Latest News

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.