Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କିଏ ହେବେ ଭାରତର ମୁଖ୍ୟ ବିଚାରପତି, କାହା ନାମ ହେଲା ସୁପାରିଶ
ଆଜିର ଖବର

କିଏ ହେବେ ଭାରତର ମୁଖ୍ୟ ବିଚାରପତି, କାହା ନାମ ହେଲା ସୁପାରିଶ

August 4, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
କିଏ ହେବେ ଭାରତର ମୁଖ୍ୟ ବିଚାରପତି, କାହା ନାମ ହେଲା ସୁପାରିଶ

ନୂଆଦିଲ୍ଲୀ: ବର୍ତ୍ତମାନ ଭାରତର ପରବର୍ତ୍ତି ମୁଖ୍ୟ ବିଚାରପତି କିଏ ହେବ ସେ ନେଇ ଚାଲିଛି କଳ୍ପନାଜଳ୍ପନା। ଏ ନେଇ କେନ୍ଦ୍ର ସରକାର ମୁଖ୍ୟ ବିଚାରପତି ଏନ ଭି ରମନାଙ୍କଠାରୁ ପରାମର୍ଶ ମାଗିଛନ୍ତି। ସେଥିରେ କୁହାଯାଇଛି ଯେ, ଭାରତର ମୁଖ୍ୟ ବିଚାରପତିଙ୍କ କାର୍ଯ୍ୟକାଳ ଚଳିତ ମାସ ୨୬ ତାରିଖରେ ଶେଷ ହେଉଛି। ପରବର୍ତ୍ତି ମୁଖ୍ୟବିଚାରପତି କାହାକୁ କରାଯିବ ସେ ନେଇ ଚିଠିରେ ଉଲ୍ଲେଖ ରହିଛି।

ତେବେ ଆଜି ମୁଖ୍ୟ ବିଚାରପତି ଏନ ଭି ରମନା ଏହାର ଉତ୍ତର ପ୍ରଦାନ କରିଛନ୍ତି। ସେ ଭାରତର ପରବର୍ତ୍ତି ମୁଖ୍ୟ ବିଚାରପତି କିଏ ହେବେ ସେ ନେଇ ଉତ୍ତର ରଖିଛନ୍ତି। ରମଣାଙ୍କ ମତରେ ଭାରତର ପରବର୍ତ୍ତି ମୁଖ୍ୟ ବିଚାରପତି ୟୁ ୟୁ ଲଳିତଙ୍କୁ କରାଯାଉ। କାରଣ ସେ ହିଁ ହେଉଛନ୍ତି ପରବର୍ତ୍ତି ବରିଷ୍ଠ ବିଚାରପତି। ଫଳରେ ୟୁ ୟୁ ଲଳିତ ବା ଉଦୟ ଉମେଶ ଲଳିତ ପରବର୍ତ୍ତି ମୁଖ୍ୟ ବିଚାରପତି ହୋଇପାରନ୍ତି।

Chief Justice of India ନୂଆ ମୁଖ୍ୟ ବିଚାରପତି ଭାରତର ମୁଖ୍ୟ ବିଚାରପତି
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଏପ୍ରିଲ ୧ ତାରିଖ ବୁଧବାର ଦିନ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ଅସୁବିଧା, କରନ୍ତୁ ପ୍ରତିକାର

April 1, 2026

ସଂସଦରେ ଉଠିଲା ପିତୃତ୍ୱ ଛୁଟି ପ୍ରସଙ୍ଗ: ଆଉ ଏକ ସାମାଜିକ ଅଧିକାର ଦାବି କଲେ ରାଘବ ଚଢା

March 31, 2026

ବାଲୁଗାଁ ମହାବିଦ୍ୟାଳୟରେ ରାଜ୍ୟସ୍ତରୀୟ ପ୍ରକୃତି ଶିବିର

March 31, 2026

୩୦୦୦ ଟଙ୍କା ଭତ୍ତା, ମହିଳାଙ୍କ ପାଇଁ ଖାଦ୍ୟ ସୁରକ୍ଷା କାର୍ଡ: କେରଳରେ ବିଜେପି ର ଘୋଷଣାପତ୍ର

March 31, 2026
Latest News

ଆଜି ଏପ୍ରିଲ ୧ ତାରିଖ ବୁଧବାର ଦିନ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ଅସୁବିଧା, କରନ୍ତୁ ପ୍ରତିକାର

April 1, 2026

ସଂସଦରେ ଉଠିଲା ପିତୃତ୍ୱ ଛୁଟି ପ୍ରସଙ୍ଗ: ଆଉ ଏକ ସାମାଜିକ ଅଧିକାର ଦାବି କଲେ ରାଘବ ଚଢା

March 31, 2026

ବାଲୁଗାଁ ମହାବିଦ୍ୟାଳୟରେ ରାଜ୍ୟସ୍ତରୀୟ ପ୍ରକୃତି ଶିବିର

March 31, 2026

୩୦୦୦ ଟଙ୍କା ଭତ୍ତା, ମହିଳାଙ୍କ ପାଇଁ ଖାଦ୍ୟ ସୁରକ୍ଷା କାର୍ଡ: କେରଳରେ ବିଜେପି ର ଘୋଷଣାପତ୍ର

March 31, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ମା’ଙ୍କ ବିରୋଧରେ ଆପତ୍ତିଜନକ ଭାଷା ମାମଲା: ଗିରଫ ହେଲେ ମୌଲାନା

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.