Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସମ୍ଭାବନା, ପାଞ୍ଚୋଟି ଜିଲ୍ଲାକୁ ସତର୍କ ସୂଚନା
ଆଜିର ଖବର

ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସମ୍ଭାବନା, ପାଞ୍ଚୋଟି ଜିଲ୍ଲାକୁ ସତର୍କ ସୂଚନା

August 4, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସମ୍ଭାବନା, ପାଞ୍ଚୋଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ବର: ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ତରଫରୁ ଆସିଛି ଏକ ବଡ ଖବର। ତାହା ହେଲା ବର୍ତ୍ତମାନ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଏହା ଆସନ୍ତା ସାତ ତାରିଖରେ ଉତ୍ତରପଶ୍ଚିମ ଦିଗ ବଙ୍ଗୋପସାଗରରେ ସୃଷ୍ଟି ହେବ ବୋଲି ଜଣାପଡିଛି।

ଏପରି ମୌସମୀ ବାୟୁର ଗତି ଏବଂ ଲଘୁଚାପ କ୍ଷେତ୍ର ସମ୍ଭାବନକୁ ଦେଖି ଆସନ୍ତାକାଲି ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ କହିଛି। ଆସନ୍ତା ଛଅ ତାରିଖରୁ ଦଶ ତାରିଖ ମଧ୍ୟରେ ପ୍ରବଳରୁ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ସେଥିପାଇଁ ସାତ ତାରିଖରେ ପାଞ୍ଚୋଟି ଜିଲ୍ଲାକୁ ସତର୍କ ରହିବା ପାଇଁ କୁହାଯାଇଛି। ସେହି ଜିଲ୍ଲାଗୁଡିକ ହେଲା ମାଲକାନଗିରି, କୋରାପୁଟ, ନବରଂଗପୁର, ରାୟଗଡା ଏବଂ ଗଜପତି।

ପାଣିପାଗ ବିଭାଗ ଲଘୁଚାପ କ୍ଷେତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026

ଶିଶୁ ଯତ୍ନ ଅନୁଷ୍ଠାନରେ ଶିଶୁମାନଙ୍କ ଦ୍ଵାରା ଆଇ ଏଚ ଏମ କ୍ୟାମ୍ପସ ଏବଂ ସାଇ ଏକ୍ସପର୍ଟ ପରିଦର୍ଶନ

February 20, 2026

ଚିଲିକା ଅଞ୍ଚଳର ବିଭିନ୍ନ ମନ୍ଦିରରୁ ଚୋରୀ କରୁଥିବା ଦୁଇ ଅଭିଯୁକ୍ତ ଧରିଲା ବାଲୁଗାଁ ପୋଲିସ

February 20, 2026

Odisha Tourism Budget: ଭୁବନେଶ୍ବରରେ 800 କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଅତ୍ୟାଧୁନିକ ସଂଗ୍ରହାଳୟ

February 20, 2026
Latest News

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026

ଶିଶୁ ଯତ୍ନ ଅନୁଷ୍ଠାନରେ ଶିଶୁମାନଙ୍କ ଦ୍ଵାରା ଆଇ ଏଚ ଏମ କ୍ୟାମ୍ପସ ଏବଂ ସାଇ ଏକ୍ସପର୍ଟ ପରିଦର୍ଶନ

February 20, 2026

ଚିଲିକା ଅଞ୍ଚଳର ବିଭିନ୍ନ ମନ୍ଦିରରୁ ଚୋରୀ କରୁଥିବା ଦୁଇ ଅଭିଯୁକ୍ତ ଧରିଲା ବାଲୁଗାଁ ପୋଲିସ

February 20, 2026

Odisha Tourism Budget: ଭୁବନେଶ୍ବରରେ 800 କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଅତ୍ୟାଧୁନିକ ସଂଗ୍ରହାଳୟ

February 20, 2026

ବଜେଟରେ ନୂଆ ଯୋଜନା, କଲେଜ ପଢା ସରିବା ପରେ ଏଣିକି ଝିଅମାନଙ୍କୁ ମିଳିବ ଲକ୍ଷେ ଟଙ୍କା

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.