Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁଲଓ୍ବାମା ଏନ୍‌କାଉଣ୍ଟର : ୪ ଆତଙ୍କୀ ନିହତ
ଆଜିର ଖବର

ପୁଲଓ୍ବାମା ଏନ୍‌କାଉଣ୍ଟର : ୪ ଆତଙ୍କୀ ନିହତ

May 16, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଗୁରୁବାର ପୁଲଓ୍ବାମାରେ ଚାଲିଥିବା ସେନାର ଏନକାଉଣ୍ଟରରେ ୫ଜଣଙ୍କ ପ୍ରାଣହାନି ଘଟିଛି । ନିହତଙ୍କ ମଧ୍ୟରେ ୪ଜଣ ଆତଙ୍କବାଦୀ ରହିଥିବା ବେଳେ ୟୁନୁସ ଜଲାଲ ନାମକ ଜନୈକ ସାଧାରଣ ନାଗରିକ ପ୍ରାଣ ହରାଇଛନ୍ତି । ଏହି ଘଟଣାକ୍ରମରେ ଅନ୍ୟ ଦୁଇ ଜଣ ଯବାନ ଆହତ ହୋଇଥିବା ବେଳେ ଜଣେ ସାଧାରଣ ନାଗରିକ ଆହତ ହୋଇଛନ୍ତି । ଦକ୍ଷିଣ କାଶ୍ମୀରର ପୁଲଓ୍ବାମାରେ ସୁରକ୍ଷାକର୍ମୀ ଏବଂ ଆତଙ୍କୀଙ୍କ ମଧ୍ୟରେ ତିନିଘଣ୍ଟା ଧରି ଲାଗିଥିବା ଏହି ମୁକାବିଲାରେ ରାଷ୍ଟ୍ରୀୟ ରାଇଫଲ୍‌ସ, ସିଆରପିଏଫ୍‌ ଏବଂ ଏସ୍‌ଓଜି ଯବାନ ଭାଗ ନେଇଥିଲେ । ଏହି ଘଟଣା ପରେ ପୁଲଓ୍ବାମାରେ ଇଣ୍ଟରନେଟ୍‌ ସେବାକୁ ବନ୍ଦ କରି ଦିଆଯାଇଛି । ସେନା ପକ୍ଷରୁ ପୁଲଓ୍ବାମା, ଦାଲିପୋରା ଅଞ୍ଚଳରେ ସେନା ପକ୍ଷରୁ ସର୍ଚ୍ଚ ଅପରେସନ ଜାରି କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଜୈବ ବିବିଧତା ସଂରକ୍ଷଣ ପାଇଁ ଏନ୍‌ବିଏର ବଡ଼ ପଦକ୍ଷେପ: ଓଡ଼ିଶା ସମେତ ୧୧ ରାଜ୍ୟକୁ ୬.୬୭ କୋଟି ମଞ୍ଜୁର

July 23, 2026

ସରକାରଙ୍କ ବଡ଼ ନିଷ୍ପତ୍ତି: ନୀତି ଆୟୋଗର ନୂତନ ସିଇଓ ଭାବେ ନିଯୁକ୍ତି ପାଇଲେ ଅନୁରାଗ ଜୈନ

July 23, 2026

ଆଜି ଜୁଲାଇ ୨୩ ତାରିଖ ଗୁରୁବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସତର୍କ

July 23, 2026

କଳାହାଣ୍ଡି ଜିଲ୍ଲାରେ ବିଭିନ୍ନ ସୁଭଦ୍ରା ଶକ୍ତି ପ୍ରକଳ୍ପର ଶୁଭ ଉଦ୍ଘାଟନ କଲେ ଉପମୁଖ୍ୟମନ୍ତ୍ରୀ

July 22, 2026
Latest News

ଜୈବ ବିବିଧତା ସଂରକ୍ଷଣ ପାଇଁ ଏନ୍‌ବିଏର ବଡ଼ ପଦକ୍ଷେପ: ଓଡ଼ିଶା ସମେତ ୧୧ ରାଜ୍ୟକୁ ୬.୬୭ କୋଟି ମଞ୍ଜୁର

July 23, 2026

ସମସ୍ତ ସଂସ୍କାରର ମୂଳରେ ନାଗରିକ କଲ୍ୟାଣ ରହିବା ଆବଶ୍ୟକ: ସଚିବମାନଙ୍କ ବୈଠକରେ ପ୍ରଧାନମନ୍ତ୍ରୀ

July 23, 2026

ସରକାରଙ୍କ ବଡ଼ ନିଷ୍ପତ୍ତି: ନୀତି ଆୟୋଗର ନୂତନ ସିଇଓ ଭାବେ ନିଯୁକ୍ତି ପାଇଲେ ଅନୁରାଗ ଜୈନ

July 23, 2026

ଛାତ୍ରଛାତ୍ରୀମାନଙ୍କ ପ୍ରତିବାଦ ପ୍ରତି ଯୁବରାଜ ସିଂହଙ୍କ ପ୍ରତିକ୍ରିୟା: ସମସ୍ତଙ୍କୁ ଜାଣିବା ଜରୁରୀ

July 23, 2026

ଇସ୍ତଫା ଦେବେ ଧର୍ମେନ୍ଦ୍ର ପ୍ରଧାନ?: ସ୍ପଷ୍ଟ କଲେ କେନ୍ଦ୍ର ସରକାରଙ୍କ ବରିଷ୍ଠ ଅଧିକାରୀ

July 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.